-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ନନ୍ଦିଘୋଷ ରଥ ମହୋତ୍ସବ ନୂତନ କମିଟି ଚୟନ

27-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ଆଜି ପବିତ୍ର ନନ୍ଦଉତ୍ସବ ଅବସରରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଠିଡିକାଯୋର ଜଗନ୍ନାଥ ମନ୍ଦିର ର ନୂତନ ନନ୍ଦିଘୋଷ ରଥ ମହୋତ୍ସବ କମିଟି ଗଠନ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ହରଭଙ୍ଗା ବ୍ଲକ ବରିଷ୍ଠ ନାଗରିକ ମଞ୍ଚ ସଭାପତି ଜନକ ପାତ୍ର ଙ୍କ ସଭାପତିତ୍ୱ ରେ ଏକ ବୈଠକ ଜଗନ୍ନାଥ ମନ୍ଦିର ପ୍ରାଙ୍ଗନ ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ରେ ପ୍ରଥମେ ଶ୍ରୀ ପୁରୁଷୋତ୍ତମ ଦିବ୍ୟଧମ ଜଗନ୍ନାଥ ମନ୍ଦିର ଗତ ରଥ ମହୋତ୍ସବ ର ଆୟ ବ୍ୟୟ ବିବରଣୀ ପାଠ କରାଯାଇଥିଲା । ପରେ ଆଗାମୀ ରଥ ମହୋତ୍ସବ ପାଇଁ ନୂତନ କମିଟି ଗଠନ କରାଯାଇଥିଲା । ନୂତନ କମିଟି ରେ ଦେବୋତ୍ତର ଅଧିକାରୀ ତଥା ହରଭଙ୍ଗା ତହସିଲଦାର ବିଭୁ ପ୍ରସାଦ ସିଂ ସଭାପତି ,  ହରଭଙ୍ଗା ବିଡ଼ିଓ ଶରତ କୁମାର ସେଠୀ , ପୁରୁଣାକଟକ ଥାନା ଭାରପ୍ରାପ୍ତ ଅଧିକାରୀ ସାରଦା ଦାଶ,ସରପଞ୍ଚ ବାଣୀଭୂଷଣପୁର ଶ୍ରୀବନ୍ତ ମେହେର ଓ କୃଷ୍ଣଚନ୍ଦ୍ର ମଲ୍ଲିକ ମୋଟ ୪ଜଣ ଙ୍କୁ କାର୍ଯ୍ୟକାରୀ ସଭାପତି ,ବିପୁଲ ବିଶ୍ୱାସ ଙ୍କୁ ଉପସଭାପତି, ବିଭୁଦତ୍ତ ବୋଷ ଙ୍କୁ ଆବାହକ, ବାମଦେବ ଦାଶ ଙ୍କୁ ସମ୍ପାଦକ ,ଦିଲ୍ଲୀପ କୁମାର ପ୍ରଧାନ ଙ୍କୁ ସହସମ୍ପାଦକ, ସିକନ ନାୟକ ଙ୍କୁ କୋଷାଧ୍ୟକ୍ଷ, ମଧୁସୂଦନ ଦୋରା ଙ୍କୁ କନିଷ୍ଠ ଯନ୍ତ୍ରୀ ,ସୌମ୍ୟରଞ୍ଜନ ସାହୁ, ଶାଶ୍ୱତ ଦାଶ ଙ୍କୁ ଗଣମାଧ୍ୟମ ସଂଯୋଜକ ,ସୁବାସ ପ୍ରଧାନ ଙ୍କୁ ଜନସମ୍ପର୍କ ସଂଯୋଜକ ଚୟନ କରାଯାଇଥିବା ବେଳେ  ସୁଶାନ୍ତ ପାତ୍ର ,ଶ୍ରୀକାନ୍ତ ସାହୁ , ଶାସ୍ତ୍ରୀ ପାତ୍ର, ମାନଶ ବେହେରା, ହରିଶଙ୍କର ସାହୁ ,ସୁରେଶ ବେହେରା, ଦିଲୀପ ମଲ୍ଲିକ, ଆଶିଷ ସାହୁ, ସୁଶାନ୍ତ କହଁର, ପୂର୍ଣ୍ଣିମା ରାଏ, ଲିଲିରାଣୀ ପ୍ରଧାନ, ଅମିତା ପାଣିଗ୍ରାହୀ ଙ୍କୁ ସଭ୍ୟ ଭାବେ ଚୟନ କରାଯାଇଛି । ଅନ୍ୟପଟେ କାର୍ଯ୍ୟ ପରାମର୍ଶଦାତା କମିଟି ରେ ହରଭଙ୍ଗା ବ୍ଲକ ଚେୟାରମ୍ୟାନ ସେହ୍ନଲତା ପ୍ରଧାନ ,ଜିଲ୍ଲାପରିଷଦ ୭ନମ୍ବର ଯୋନ ବିଶ୍ୱଜିତ ମିଶ୍ର, ଜିଲ୍ଲା ପରିଷଦ ୮ନମ୍ବର ଯୋନ ତରାମଣି ପ୍ରଧାନ ,ବାଣୀଭୁସଣପୁର ସମିତି ସଭ୍ୟ ପ୍ରଶାନ୍ତ

ପ୍ରଧାନ, ବ୍ଲକ ଶିକ୍ଷାଅଧିକାରୀ ଅଜୟ କୁମାର ଲୋହା, ପୁରୁଣାକଟକ ବନାଞ୍ଚଳ ଅଧିକାରୀ ଜୟନ୍ତ କୁମାର ଦାଶ,ମୁଖ୍ୟ କିରାଣୀ ହରଭଙ୍ଗା ବ୍ଲକ ଓ ତହସିଲଦାର ହରଭଙ୍ଗା, ବରିଷ୍ଠ ନାଗରିକ ମଞ୍ଚ ସଭାପତି ଜନକ ପାତ୍ର, ବେଦବର ପ୍ରଧାନ, ସତ୍ୟବାଦୀ ରାଉତ , ସନ୍ତୋଷ ନାଗ, ସ୍ବପଣେଶ୍ୱର ନାୟକ,ଜିତେନ୍ଦ୍ର ଦାଶ ଓ ବାଣୀଭୂଷଣପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ସମସ୍ତ ଗ୍ରାମର ଜଣେ ଜଣେ ସଦସ୍ୟ ରହିଥିଲେ । ମୋଟ ରେ ୫୧ ଜଣ ସଭ୍ୟ ଓ ସଭ୍ୟାଙ୍କ ସହ ଅଞ୍ଚଳ ବୁଦ୍ଧିଜୀବୀ ଓ ଜନସାଧାରଣ ଉପସ୍ଥିତ ରହି ସର୍ବସନ୍ନମତି କ୍ରମେ କମିଟି ଚୟନ କରାଯାଇଥିଲା । ବର୍ତ୍ତମାନ ରଥ ୧୦ ବର୍ଷ ପୁରୁଣା ହୋଇଥିବା ବେଳେ ଫିଟନେସ ଦିଗରେ ଜିଲ୍ଲାପ୍ରଶାସନ ର ନିର୍ଦ୍ଦେଶ କ୍ରମେ ଆଗାମୀ ରଥମହୋତ୍ସବ କୁ ନୂତନ ରଥ ନିର୍ମାଣ ନିତାନ୍ତ ଆବଶ୍ୟକ । ତେଣୁ  ନୂତନ ରଥ ନିର୍ମାଣ ଓ ରଥ ମହୋତ୍ସବ ର ସୁପରିଚାଳନା ପାଇଁ ନୂତନ କମିଟି ଗଠନ କରାଯାଇଛି । ଆଗାମୀ ଦିନରେ ରଥ ନିର୍ମାଣ ଓ ରଥଯାତ୍ରାର ସୁପରିଚାଳନା ଏହି କମିଟିର ମୁଖ୍ୟ ଲକ୍ଷ ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି । ପରିଶେଷରେ କମିଟି କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like