-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ରାଜ୍ୟ ସରକାର ଏଣିକି ନିଜର କର୍ମଚାରୀଙ୍କୁ ଅବସର ମାସରେ ହିଁ ଚୂଡ଼ାନ୍ତ ଜିପିଏଫ୍ ପ୍ରଦାନ କରିବେ

07-Oct-2020



Bhubaneswar/07/10- ରାଜ୍ୟ ସରକାର ଏଣିକି ନିଜର କର୍ମଚାରୀଙ୍କୁ ଅବସର ମାସରେ ହିଁ ଚୂଡ଼ାନ୍ତ ଜିପିଏଫ୍ ପ୍ରଦାନ କରିବେ। ଚୂଡ଼ାନ୍ତ ଜିପିଏଫ୍ ଏଣିକି ରାଜ୍ୟ ପେନସନ୍ ଟ୍ରେଜେରୀରୁ ସିଧାସଳଖ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯିବ। କର୍ମଚାରୀ ଯେଭଳି ନିଜର ପେନସନ୍ ସ ଅନ୍ୟାନ୍ୟ ଅବସରକାଳୀନ ସୁବିଧା ସିଧାସଳଖ ପାଉଛନ୍ତି ଠିକ୍ ସେହିଭଳି ଭାବେ ଚୂଡ଼ାନ୍ତ ଜିପିଏଫ(ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ) ଓ ଟିଚର୍ସ ପ୍ରୋଭିଡେଣ୍ଟ ଫଣ୍ଡ(ଟିପିଏଫ) ଏଣିକି ଅବସର କରିବା ମାସରେ ହିଁ ପ୍ରଦାନ କରାଯିବ !! ଅର୍ଥ ବିଭାଗ ପକ୍ଷରୁ ଜାରି ଗାଇଡଲାଇନ୍ ଅନୁସାରେ ଏଣିକି ରାଜ୍ୟ ସରକାରଙ୍କ କର୍ମଚାରୀମାନେ ଅବସର ନେବା ମାସରେ ହିଁ ଚୂଡ଼ାନ୍ତ ଜିପିଏଫ୍ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ପାଇବେ। ଏହାସହିତ ଅବସର ନେବାସହ ପେନସନ୍ ଓ ଅନ୍ୟାନ୍ୟ ଅବସରକାଳୀନ ସୁବିଧା ପାଇବେ। କର୍ମଚାରୀଙ୍କୁ ଅବସର ମାସରେ ହିଁ ଚୂଡ଼ାନ୍ତ ଜିପିଏଫ୍ ପ୍ରଦାନ ନିମନ୍ତେ ରାଜ୍ୟ ପେନସନ୍ ଟ୍ରେଜେରୀ ଏଣିକି ନୋଡାଲ ଟ୍ରେଜେରୀ ଭାବେ କାର୍ଯ୍ୟ କରିବ। ପେନସନ୍ କର୍ତ୍ତୃପକ୍ଷଙ୍କ ଭଳି ସମସ୍ତ ଜିପିଏତ୍ତ୍ୱ/ଟିପିଏଫ ଚୂଡ଼ାନ୍ତ ଦେୟ କର୍ତ୍ତୃପକ୍ଷ ନିଜର କର୍ମଚାରୀଙ୍କ ଚୂଡ଼ାନ୍ତ ଜିପିଏଫ ସମ୍ପର୍କରେ ରାଜ୍ୟ ପେନସନ୍ ଟ୍ରେଜେରୀକୁ ଅବଗତ କରାଇବେ। ଏହାର ଗୋଟିଏ ଲେଖାଏଁ ନକଲ ସମ୍ପୃକ୍ତ କର୍ମଚାରୀ ଚାକିରି କରିଥିବା ଅନୁଷ୍ଠାନର ଡିଡିଓଙ୍କୁ ମଧ୍ୟ ପ୍ରଦାନ କରିବେ। ଜିପିଏଫ୍ ପ୍ରଦାନ ନିମନ୍ତେ କର୍ମଚାରୀଙ୍କ ବ୍ୟକ୍ତିଗତ ଉପସ୍ଥିତିର ଆବଶ୍ୟକତା ନାହିଁ। ଯେହେତୁ ସମସ୍ତ ଅର୍ଥ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ, ତେଣୁ ବ୍ୟକ୍ତିଗତ ଉପସ୍ଥିତ ହେବାର ଜରୁରୀ ନୁହେଁ ବୋଲି ଅର୍ଥ ବିଭାଗ କହିଛି 

କର୍ମଚାରୀଙ୍କ ଜିପିଏଫ୍ ଆକାଉଣ୍ଟ ନମ୍ବର ଆଧାରରେ ନୋଡାଲ ଟ୍ରେଜେରୀ ସମ୍ପୃକ୍ତ ଅବସରପ୍ରାପ୍ତ ସରକାର କର୍ମଚାରୀଙ୍କ ଦରମା ଯାଉଥିବା ବ୍ୟାଙ୍କ ଆକାଉଣ୍ଟ ଅବା ପ୍ରୋଭିଜିନାଲ ପେନସନ୍ ଆକାଉଣ୍ଟକୁ ଜାଣିପାରିବେ। ଯଦି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବ ତା’ହେଲେ ତାଙ୍କର ଚୂଡ଼ାନ୍ତ ଦେୟ ଆବେଦନ ସହ ଲିଗାଲ ହେୟାର ସାର୍ଟିଫିକେଟକୁ ପେନସନ ପ୍ରଦାନକାରୀ କର୍ତ୍ତୃପକ୍ଷ(ଏଜି ଅବା କଣ୍ଟ୍ରୋଲର୍ସ ଅଫ ଆକାଉଣ୍ଟଙ୍କ) ନିକଟକୁ ଡିଡିଓ ପଠାଇବେ। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଆଜି ଏନେଇ ବିସ୍ତୃତ ଗାଇଡଲାଇନ୍ ଜାରି କରାଯିବା ସହ ଆଗାମୀ ଦିନରେ ଏଥିପାଇଁ ଜିପିଏଫ୍ ଓ ଟିପିଏଫ୍ ନିୟମରେ ସଂଶୋଧନ କରାଯିବ ବୋଲି ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନାଙ୍କ ପକ୍ଷରୁ ଜାରି  ବିଜ୍ଞପ୍ତିରୁ ଜଣାପଡ଼ିଛି!!


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like