-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

27-Aug-2024



ସିନାପାଲି  (ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା 
ସିନାପାଲି ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଏବଂ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ, 
ଏସ ପି ଓ ପ୍ରଶାସନ ର ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ  ଆସିଥିବା ଅଭିଯୋଗ ସବୁର ସମାଧାନ କରିଥିଲେ। ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ପ୍ରଥମ ଥର ପାଇଁ ବ୍ଲକ ରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା  ଓ ପିଇବା ପାଣି ସୁବିଧା ହୋଇଥିବା ବେଳେ ଉପଯୁକ୍ତ ବ୍ୟବସ୍ଥା ଥିବା ଦେଖି ଅଭିଯୋଗକାରୀ ମାନେ ଖୁସି ବ୍ୟକ୍ତ କରିଛନ୍ତି। ଆଜିର ମୋଟ 90 ଗୋଟି ଅଭିଯୋଗ ମଧ୍ୟରୁ 75 ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ 15 ଗୋଟି ଗୋଷ୍ଠୀଗତ ଅଭିଯୋଗ ଶୁଣାଣି ପ୍ରଶାସନ କରିଛନ୍ତି। ଏହି ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ସହିତ ଅତିରିକ୍ତ ଜିଲାପାଳ ସୁବାଷ ଚନ୍ଦ୍ର ରଇତ,  ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ସିନାପାଲି ବିଡ଼ିଓ ଅବିନାଶ ଲାକ୍ରା , ତହସିଲଦାର ଉପାଞ୍ଜଳି ମାଝୀ , ବ୍ଳକ ଅଧ୍ୟକ୍ଷା ମାଧୁରୀ ମାଝୀ, ଭାଇସ ଚେୟାରମେନ ମୀନା ଘିବେଲା, ସିଡିଏମଓ  
ଡ଼ଃ ଧରଣୀଧର  ସେନାପତି ଉପସ୍ଥିତ ଥିଲେ l  ଜିଲ୍ଳା ଶିକ୍ଷା ଅଧିକାରୀ କରୁଣାକର ଭୁଏ, ଜିଲ୍ଳା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଳା ନିୟୋଜନ ଅଧିକାରୀ ବିନୋଦ ଲାକ୍ରା, ଡିସିପିଓ ଅନ୍ତର୍ଯ୍ୟାମୀ ବଳିୟାର ସିଂ, ଜିଲ୍ଳା ସମାଜ ମଙ୍ଗଳ ଅଧିକାରିଣୀ ସଂଗୀତା ପାତ୍ର, ଜିଲ୍ଳା ପଂଚାୟତ ଅଧିକାରୀ ଲଚ୍ଛମନ ଉରାମ, ଜିଏମ ଡିଆଇସି ସମୀର ମୁଦୁଲି, ଆରଟିଓ ମାନ ସିଂ, ଏସିଏଫ ମୁହମ୍ମଦ ମୁସ୍ତଫା ସଲିହା, ଜିଲ୍ଳା ପ୍ଳାନିଙ୍ଗ ଅଧିକାରୀ ଅଙ୍କିତ ମହାକୁର, ଏଡି ପି ଏଚ ସିଓ କିଶୋର ଚନ୍ଦ୍ର ପଟେଲ, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଇଞ୍ଜିନିୟର, ଲାଇନ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ସଭାରେ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ କ୍ଷୀରସାଗର ସା, ସୁନ୍ଦରମଣୀ ବାଗ ଏବଂ ବେଣୁଧର ମେହେର ଙ୍କୁ ଚିକିତ୍ସା ସହାୟତା ପାଇଁ ପାଞ୍ଚ ହଜାର ଲେଖାଏଁ ଟଙ୍କା ର ଚେକ ପ୍ରଦାନ  କରାଯାଇଥିଲା l
ଭବିଷ୍ୟତରେ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟା କୁ ଆହୁରି ବ୍ୟାପକ କରିବା ସହିତ ସମସ୍ୟା ର ତୁରନ୍ତ ସମାଧାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l ଶିବିର ଶେଷରେ ସିନାପାଲି ବ୍ଲକ ର ଗଣମାଧ୍ୟମ ପ୍ରତିନିଧି ଜିଲ୍ଲାପାଳ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like