-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ମାଧପୁର ରେଞ୍ଜ ଡାକପଦର ଗ୍ରାମ ରେ ଚିତାବାଘ ଆତଙ୍କ।

27-Aug-2024



ହରଭଙ୍ଗା(ଦେବବ୍ରତ ଦାଶ ଙ୍କ ରିପୋର୍ଟ):-ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜ ଡାକପଦର ଗ୍ରାମ ରେ ଚିତା ବାଘ ଆତଙ୍କ । ଗାଁ ମୁଣ୍ଡ ନିକଟ ଜଙ୍ଗଲ ରୁ ବଳଦ ଟାଣି ନେଇ ଖାଇଲା ବାଘ । ବାଘ ପାଦ ଚିହ୍ନ ଦେଖି ଲୋକେ ଛାନିଆ । ଡାକପଦର ଗାଁ ରେ ଭୟର ବାତାବରଣ । ଘଟଣା ସ୍ଥଳରେ ସ୍ଥିତି ଅନୁଧ୍ୟାନ କଲା ବନ ବିଭାଗ । ପଡ଼ୋଶୀ କନ୍ଧମାଳ କିମ୍ବା ନୟାଗଡ ଜଙ୍ଗଲ ରୁ ଚିତା ବାଘ ଟି ବୌଦ୍ଧ ବନଖଣ୍ଡ କୁ ଆସିଥିବା ସୂଚନା ଦେଲେ ମାଧପୁର ରେଞ୍ଜ ଅଧିକାରୀ । ସୂଚନାମୁତାବକ ଦୁଇ ଦିନ ତଳେ ବୌଦ୍ଧ ବନଖଣ୍ଡ ଅଧିନସ୍ଥ ମାଧପୁର ରେଞ ଅର୍ନ୍ତଗତ ତଳଗାଁ ଫରେଷ୍ଟ ସେକସନ ଡାକପଦର ଗ୍ରାମର ସନାତନ କହଁରଙ୍କ ଏକ ବଳଦ ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲ ମଧ୍ୟକୁ ଚାରିବା ପାଇଁ ଯାଇଥିଲା । କିନ୍ତୁ ସେ ଦିନ ସନ୍ଧ୍ୟା ସମୟରେ ଆଉ ଘରକୁ ଆସିନଥିଲା । ତାପର ଦିନ ସନାତନ ବଳଦ କୁ ଜଙ୍ଗଲ ରେ ବହୁ ଖୋଜାଖୋଜି କରିଥିଲେ କିନ୍ତୁ ପାଇ ନଥିଲେ । ଦୁଇଦିନ ପରେ ଗ୍ରାମବାସୀ ଜଙ୍ଗଲ କୁ ଯାଇଥିବା ସମୟରେ ମୁଣ୍ଡେଶ୍ୱର ଜଙ୍ଗଲ ର କମ୍ପାଟମେଂଟ -୪ର ବଡବୁରୁଣୀ ଠାରେ ଏକ ବଳଦ ର ମୃତ ଦେହ ଦେଖିବା ସହ ନିକଟରେ ବାଘ ର ପାଦ ଚିହ୍ନ ମଧ୍ୟ ଦେଖିବା ପାଇଁ ପାଇଥିଲେ । ପରେ ଗ୍ରାମ କୁ ଆସି  ସନାତନ ଓ ବନବିଭାଗ କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଆଜି ମାଧପୁର ରେଞ ଅଫିସରଙ୍କ ନେତୃତ୍ୱରେ ତଳଗାଁ ଏକ ପାଞ୍ଚଜଣିଆ ଟିମ ଘଟଣାସ୍ଥଳରେ ପଂହଚି ସରଜମିନ ତଦନ୍ତ କରିଥିଲେ। ପ୍ରାଥମିକ ତଦନ୍ତରୁ ବଳଦିଟିକୁ ଚିତା ବାଘ ମାରି ଖାଇଥିବା ରେଞର ସୂଚନା ଦେଇଛନ୍ତି। କଳରାପତରିଆ ବାଘ ଚଳପ୍ରଚଳକୁ ନେଇ ଲୋକଙ୍କୁ ଜଙ୍ଗଲ ମଧ୍ୟକୁ ଯିବାକୁ ବନବିଭାଗ ବାରଣ କରିବା ସହ ସଚେତନ କରାଇଛି । ସେପଟେ ବାଘ ଟି ପଡୋଶୀ ନୟାଗଡ଼ କିମ୍ବା କନ୍ଧମାଳ ଜିଲ୍ଲାରୁ ଚାଲି ଆସିଥିବା କହିଛି ରେଞ୍ଜର । ଅନ୍ୟପଟେ ବାଘ ର ପାଦ ଚିହ୍ନ ଓ ବଳଦ ମାରି ଖାଇବା କଥା ଶୁଣି ଲୋକେ ଏବେ ଭୟବିତ ଅବସ୍ଥା ରେ ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like