-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜନୀତି

ଚର୍ଚ୍ଚାରେ ବିଜେପିର ଆଭ୍ୟନ୍ତରୀଣ କନ୍ଦଳ: ଜୟଦେବରେ ଅପରାଜିତା-ଢାଲି ବିବାଦ ବଢ଼ୁଛି

27-Aug-2024



ଭୁବନେଶ୍ୱର(ବିଶ୍ୱରଞ୍ଜନ ବିଶ୍ଵାଳ। ): ଜୟଦେବ ନିର୍ବାଚନମଣ୍ଡଳୀରେ ବିଜେପିର ଗୋଷ୍ଠୀ କନ୍ଦଳ ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଗତକାଲି ବାଳକାଟିରେ ଆୟୋଜିତ ବିଜେପିର ସଦସ୍ୟତା ଅଭିଯାନ କର୍ମଶାଳାରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତି ଦଳୀୟ କନ୍ଦଳକୁ ପଦାରେ ପକାଇ ଦେଇଛି।ସାଂସଦଙ୍କୁ ଡକାଯାଇ ନଥିବାରୁ ତାଙ୍କ ସମର୍ଥକମାନେ ଖୋଲାଖୋଲି ଭାବେ ପ୍ରତିବାଦ କରିଥିଲେ। ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ରାଜଧାନୀ ଉପକଣ୍ଠରେ ଏମିତି ଘଟଣା ଦଳର ଭାବମୂର୍ତ୍ତିରେ ଆଞ୍ଚ ଆଣିଛି। ଏହି ପ୍ରସଙ୍ଗରେ ବରିଷ୍ଠ ନେତାମାନେ ପାଟି ଫିଟାଉ ନାହାନ୍ତି। 

ଗତ ନିର୍ବାଚନର କିଛି ମାସ ଆଗରୁ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଜୟଦେବର ପୂର୍ବତନ ବିଧାୟକ ଅରବିନ୍ଦ ଢାଲି। ସ୍ଥାନୀୟ ବିଜେପି ସଂଗଠନରେ ବହୁ ନେତାଙ୍କ ବିରୋଧ ସତ୍ତ୍ବେ ଢାଲି ହିଁ ଦଳୀୟ ପ୍ରାର୍ଥୀ ହୋଇଥିଲେ। ସାଂସଦ ଶ୍ରୀମତୀ ଷଡ଼ଙ୍ଗୀର ସମ୍ପୂର୍ଣ୍ଣ ସମର୍ଥନ ତାଙ୍କ ପ୍ରତି ରହିଥିଲା। ଏହାକୁ ନେଇ ସାଂସଦଙ୍କ ଉପରେ ମଧ୍ୟ ବହୁ ବିଜେପି ନେତା ଖପ୍ପା ହୋଇଥିଲେ। ତେବେ ନିର୍ବାଚନରେ ଢାଲି ପ୍ରାୟ ୨୪ ହଜାର ଭୋଟ୍‌ରେ ବିଜେଡି ପ୍ରାର୍ଥୀଙ୍କୁ ଠାରୁ ହାରିଗଲେ। ଆଉ ଅପରାଜିତା ବି ଜୟଦେବରେ ବିଜେଡି ପ୍ରାର୍ଥୀଙ୍କ ଠାରୁ ୪ ହଜାର ଭୋଟ୍‌ ପଛରେ ରହିଲେ।

 ନିର୍ବାଚନ ପରେ ଏବେ ଅପରାଜିତା ଓ ଢାଲିଙ୍କ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଥିବା ଚର୍ଚ୍ଚା ଚାଲିଛି। ଢାଲି ଜୟଦେବରେ ଦଳର ସବୁ ସାଂଗଠନିକ କାର୍ଯ୍ୟ ବୁଝିବାକୁ ଚାହୁଛନ୍ତି। କିନ୍ତୁ ତାଙ୍କୁ ଜୟଦେବର ସମ୍ପୂର୍ଣ୍ଣ ଦାୟିତ୍ବ ଦେବା ସପକ୍ଷରେ ନାହାନ୍ତି ଅପରାଜିତା। ‌ଫଳରେ ଉଭୟଙ୍କ ମଧ୍ୟରେ ଦୂରତା ବଢ଼ିବାରେ ଲାଗିଛି। କେବଳ ଜୟଦେବରେ ନୁହେଁ, ଭୁବନେଶ୍ବର ଜିଲ୍ଲା ସଂଗଠନ ସହ ସାଂସଦଙ୍କ ସମ୍ପର୍କ ମଧ୍ୟ ଠିକ୍ ନଥିବା କୁହାଯାଉଛି। ଏସବୁର ପ୍ରତିଫଳନ ଗତକାଲିର ସଭ‌ାରେ ଦେଖିବାକୁ ମିଳିଥିଲା ବୋଲି ଦଳୀୟ ମହଲରେ ଆଲୋଚନା ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like