-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ମଧ୍ୟାହ୍ନ ଭୋଜନ ଚାଉଳ ଯୋଗାଣରେ ଅନିୟମିତତା ଯୋଗାଣକାରି ସଂସ୍ଥା ଜୋଗାଉଛି ପୁକୁଡା ଚାଉଳ ତାହାବି ବସ୍ତା ରେ ୩ ରୁ ୫ କିଲୋ କମ୍।

27-Aug-2024



ଡାବୁଗାଁ : (ମିହିର ଶଙ୍କର ପାତ୍ର),ମଧ୍ୟାହ୍ନ ଭୋଜନ ଚାଉଳ ଯୋଗାଣରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ୫୦ କିଲୋ ବସ୍ତାରେ ୩ରୁ ୫ କିଲୋ ଚାଉଳ କମ୍ ରହୁଥିବା ବେଳେ ଅଧିକାଂଶ ପେକେଟ ରେ ଖରାପ ଚାଉଳ ବାହାରୁଚି, କିଛି ବସ୍ତା ରେ ତ ପୁକୁଡା ଚାଉଳ ମଧ୍ୟ ବାହାରୁଛି।ମଧ୍ୟାହ୍ନ ଭୋଜନ ପରିଚାଳନା ଦାୟିତ୍ବରେ ଥିବା ଏସ୍ଏଚ୍‌ଜି ଓ ବିଦ୍ୟାଳୟ କର୍ତ୍ତୃପକ୍ଷ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଅନ୍ୟପଟେ ଏହାର ସିଧାସଳଖ ପ୍ରଭାବ ଛାତ୍ରଛାତ୍ରୀଙ୍କ ଉପରେ  ସ୍ୱାସ୍ଥ୍ୟ ଉପରେ ପଢୁଛି। ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକର ୧୦୯ଟି ବିଦ୍ୟାଳୟର ପ୍ରାୟ ୧୦ ହଜାର ଜଣ ଛାତ୍ରଛାତ୍ରୀଙ୍କ ନିମନ୍ତେ ସରକାର ମଧ୍ୟାହ୍ନ ଭୋଜନ ଚାଉଳ ଯୋଗାଉଛନ୍ତି । ଚୁକ୍ତି କରିଥିବା ସଂସ୍ଥା ବ୍ଳକର ସମସ୍ତ  ବିଦ୍ୟାଳୟକୁ ଚାଉଳ ବଣ୍ଟନ କରୁଥିବା ବେଳେ ଖରାପ ଚାଉଳ, ପୁକୁଡା ଚାଉଳ ତାହାବି ପ୍ରତି ବସ୍ତାରେ ୩ରୁ ୫କିଲୋ ପର୍ଯ୍ୟନ୍ତ ଚାଉଳ କମ୍ ରହୁଛି। ନିୟମ ଅନୁଯାୟୀ ଚାଉଳ ବଣ୍ଟନ ଦାୟିତ୍ବରେ ଥିବା ସଂସ୍ଥା ଓଜନ ମେସିନ୍ ସାଥୀରେ ନେଇ ଚାଉଳ ଓଜନ କରି ବଣ୍ଟନ କରିବା କଥା। କିନ୍ତୁ ତାହା ଦେଖିବାକୁ ମିଳୁନି । ଚାଉଳ କମ୍ ଥିବା ସତ୍ତ୍ବେ ମଧ୍ୟ କେହି ମୁହଁ ଖୋଲୁନଥିବା ବିଷୟ ସାଧାରଣରେ ବିସ୍ମୟ ସୃଷ୍ଟି କରିଛି।ଏନେଇ ଦାୟିତ୍ଵରେ ଥିବା ଏବିଇଓଙ୍କୁ ଯୋଗାଯୋଗ କରିବାରୁ ସମାନ ଭାବେ ଓଜନ କରି ଚାଉଳ ବଣ୍ଟନ କରିବାର ନିୟମ ରହିଛି ବୋଲି ମାତପ୍ରକାଶ କରିଛନ୍ତି । ଅନ୍ୟପଟେ ଚାଉଳ କମ୍ ରହୁଥିବା ନେଇ କୌଣସି ଶିକ୍ଷକ କିମ୍ବା ଏସ୍ଏର୍‌ଜି ପକ୍ଷରୁ ଅଭିଯୋଗ କରାଯାଉନି। ଚାଉଳ ଗ୍ରହଣ କରିବା ପୂର୍ବରୁ କମ୍ ଥିବା ନେଇ ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି କିନ୍ତୁ ଚାଉଳ ଯୋଗାନ କାରି ସଂସ୍ଥା ବିଦ୍ୟାଳୟ ଛୁଟି ଥିବା ସମୟରେ ନଚେତ ଅପରାହ୍ନ ୪ ଘଣ୍ଟା ପରେ ଶିକ୍ଷକ ମାନେ କେହି ନଥିବା ସମୟରେ ସେଠାକୁ ଯାଇ ଚାଉଳ ବସ୍ତା ଦଉଥିବା କହିଛନ୍ତି କିଛି ଶିକ୍ଷକ। ଅପରପକ୍ଷେ ଏହି ଚାଉଳ କିଏ ହଡ଼ପ କରୁଛି ସେ ନେଇ ତଦନ୍ତର ଆବଶ୍ୟକ‌ତା ଥିବା ନେଇ ସାଧାରଣରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like