-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||     

HOME   ରାଜ୍ୟ

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

27-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ପାଇକମାଲ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ପଦମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୃଣାଲ ମୋତିରାମ ଚୌହାନଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଅତିତିକ୍ତ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ,ପଦ୍ମପୁର ଉପଜିଲ୍ଲପାଳ ଆଲୋକ କୁମାର ପଟେଲ ଏବଂ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଶଡଙ୍ଗୀ  ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମସ୍ୟା ଆଧାରିତ ସମୁଦାୟ ୧୦୬ ଗୋଟି  ଅଭିଯୋଗ ମଧ୍ୟରୁ ୮୦ ଗୋଟି ବ୍ୟକ୍ତିଗତ,  ୦୧ ଗୋଟି ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠି, ୦୨ ଗୋଟି ରେଡ଼କ୍ରସ ଏବଂ ୨୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ବରଗଡ଼ ଜିଲ୍ଳା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ସୂଚନା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026

You Might Also Like