-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

27-Aug-2024



ଚନ୍ଦ୍ରପୁର/ରାୟଗଡ(ସୁପ୍ରିୟା ଷଡଙ୍ଗୀ): ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକ ସଦର ମହକୁମାସ୍ଥିତ  ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ ନିହାର ରଞ୍ଜନ କହଁର,  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷ କଇନ କିମ୍ବାକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ  ଅଭିଯୋଗ ଶୁଣାଣି କରିଥିଲେ l
         ଆଜି ମୋଟ ୮୩ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ   ୬୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୬ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ

ଅଭିଯୋଗ  ଥିଲା l ଜିଲ୍ଲାପାଳ ଆଜି ଦୁଇଜଣ ଦିବ୍ୟଙ୍ଗଙ୍କ ଚିକିତ୍ସା ପାଇଁ ୭୦୦୦ଟଙ୍କା, ଅନ୍ୟ ପାଞ୍ଚ ଜଣଙ୍କ ଚିକିତ୍ସା ଓ ଅନ୍ୟାନ୍ୟ ସହଯୋଗ ନିମନ୍ତେ ୧୦୫୦୦୦ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ପାରିବାରିକ ସମସ୍ୟା , କୃଷି ସମସ୍ୟା, ଜଳସେଚନ, ଭତ୍ତା, ଅଙ୍ଗନବାଡି ଗୃହ ନିର୍ମାଣ ଓ ଅନ୍ୟାନ ସମସ୍ୟା ଉପସ୍ଥାପିତ ହୋଇଥିଲା ।
 ଏହି ଅଭିଯୋଗ ଶିବିରରେ  ଜିଲ୍ଲା ଜରୁରୀକାଳୀନ ଅଧିକାରୀ,

ଲଳିତ ମଣ୍ଡଳ, ଉଦ୍ୟାନ କୃଷି ଉପ ନିର୍ଦ୍ଧେଶକ ଦୟାନିଧି ରାଉତ,ଜିଲ୍ଲା ଯୋଗାଣ ଅଧିକାରୀ,ଦାଶରଥି ସୋରେନ,ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ ତତ୍ତମୋସୀ ମହାପାତ୍ର, ଜିଲ୍ଲା ପଂଚାୟତ ଅଧିକାରୀ ସୂର୍ଯ୍ୟନାରାୟଣ ମହାରଣା, ଜିଲ୍ଲା ମଙ୍ଗଳ ଅଧିକାରୀ ଭରତ ଭୂଷଣ ବିଶ୍ୱାଳ, ଜିଲ୍ଲା ଶ୍ରମ ଅଧିକାରୀ, ଗୋପାଳ କୃଷ୍ଣ ମାଗରାଜ,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପ୍ରତିମା ପ୍ରଧାନ, ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ, ଅବକାରୀ ଉପ ଅଧିକ୍ଷକ  ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଅକ୍ଷୟ କୁମାର ମଲ୍ଲିକ, ତହସିଲଦାର ଅଭିଷେକ ପ୍ରଧାନ , ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଶିନୀ ହେମ୍ବ୍ରମ୍ବ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ଉପଖଣ୍ଡ ପ୍ରଗ୍ରାମ ଅଧିକାରୀ ବି କୋମଲାଙ୍ଗୀ, ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ,  ଅଧିକାରୀ ମାନେ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like