-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||     

HOME   ଜିଲ୍ଲା

ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୬ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ, ଜନସମାଗମ ମଧ୍ୟରେ ମନ୍ତ୍ରୀ ରବି ନାୟକ ଓ ସୂର୍ଯ୍ୟବଂଶୀ ସୁରଜଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

27-Aug-2024



କନ୍ଧମାଳ/ତୁମୁଡିବନ୍ଧ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଲେଶପଟ୍ଟା  ସଂସ୍କୃତ ଆଶ୍ରମ ପରିସର ମଧ୍ୟରେ ପବିତ୍ର ଜନ୍ମାଷ୍ଟମୀରେ ସ୍ବର୍ଗତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୬ତମ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରାତଃକାଳରେ ଆଶ୍ରମର ଅନ୍ତେବାସୀ ମାନେ ସୂର୍ଯ୍ୟ ପୂଜା ଓ ତିଳ ତର୍ପଣ କରି ରାହୁଳ ନଦୀ ଜଳେଶ୍ବର ମନ୍ଦିର ନିକଟରୁ ପବିତ୍ର ଜଳ ଆଣି ସ୍ୱାମୀଜୀଙ୍କ ପ୍ରତି ମୃତି ପର୍ଯ୍ୟନ୍ତ କଳସ ଯାତ୍ରା ରେ ଆସିଥିଲେ । ଏହା ପରେ ସ୍ବାମୀଜୀ ପୂର୍ବରୁ  ବସ ବାସ କରୁଥିବା କକ୍ଷ ମଧ୍ୟରେ ପୂଜାର୍ଚ୍ଚନା କରିଥିଲେ। ପ୍ରଥମେ ଗୋ ପୂଜା, ସୂର୍ଯ୍ୟ ପୂଜା, ଗୀତା ପାଠ, ନାମ ସଂକୀର୍ତ୍ତନ ଓ ହୋମ  ଜାଗଯଜ୍ଞ ଅନୁଷ୍ଠିତ ହୋଇଥିଲା  |  ସ୍ୱାମୀଜୀ ବ୍ୟବହାର କରୁଥିବା କଠଉ, ବଙ୍କୁଲି ବାଡି, ଢାଳ ସମେତ ନିତ୍ୟ ବ୍ୟବହୃତ ସାମଗ୍ରୀ ଓ ବିଭିନ୍ନ ପ୍ରକାରର ପୁସ୍ତକ ଗୁଡିକୁ ଫୁଲ ଚନ୍ଦନ ଦେଇ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ଓଡ଼ିଶାର ମାନ୍ୟବର ପଞ୍ଚାୟତରାଜ୍, ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବିନାରାୟଣ ନାୟକ ଏବଂ ମାନ୍ୟବର ଉଚ୍ଚ ଶିକ୍ଷା, କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ୱାମୀଜୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ। ପରେ ସ୍ବର୍ଗତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରଦ୍ଧାଞ୍ଜଳି ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଓଡ଼ିଶାର ପଞ୍ଚାୟତରାଜ୍, ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବିନାରାୟଣ ନାୟକ, ଉଚ୍ଚ ଶିକ୍ଷା, କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ,କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାକାନ୍ତ ମଲିକ, ଜଲେଶପଟ୍ଟା ଆଶ୍ରମ ପରିଚାଳକ ସ୍ୱାମୀ ଜୀବନ ମୁକ୍ତାନନ୍ଦ ପୁରୀ, ସମ୍ପାଦିକା ସଂଧ୍ୟାରଣୀ ପାଣିଗ୍ରାହୀ, କୋଟଗଡ଼ ସ୍ଥିତ ଆଶାରାମ ବାପୁ ଆଶ୍ରମ ପରିଚାଳକ ଯୋଗିରାଜ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ଏହି ମଞ୍ଚରୁ ସ୍ବାମୀ ମୁକ୍ତା ନନ୍ଦ ପୁରୀ ମହାରାଜ କହିଥିଲେ ରାଜ୍ୟ ସରକାର ଏହି ମାମଲାର ପୁନଃ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ତାହା ସ୍ଵାଗତଯୋଗ୍ୟ ଖୁବ ଶିଘ୍ର ପାଣିଗ୍ରାହୀ କମିଶନ ଓ ନାଇଡୁ କମିଶନ ସାର୍ବଜନୀନ କରିବାକୁ ଦାବୀ କରିଛନ୍ତି। ଏହା ସହ କନ୍ଧମାଳ ଜିଲ୍ଲାରେ ବସବାସ କରୁଥିବା ବନବାସୀ ମାନଙ୍କୁ ସ୍ଵବାବଲମ୍ବି କରିବା ପାଇଁ ବିଭିନ୍ନ ଯୋଜନା କରିବାକୁ କହିଛନ୍ତି। ମନ୍ତ୍ରୀ ଦ୍ବୟ ପ୍ରତିଶୃତି ଦେଇ କହିଛନ୍ତି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ସ୍ବପ୍ନଥିଲା, ବନବାସୀ ମାନଙ୍କୁ ଉନ୍ନତ ମାନର ଚାଷ ବାସ କରି ସ୍ବାବଲମ୍ବୀ ଓ ଉତ୍ତମ ଗୃହିଣୀ ନିର୍ମାଣ କରିବା ଲକ୍ଷ୍ୟକୁ ପୂରଣ କରାଯିବ। ସ୍ବାମୀଜୀ ଙ୍କ ବଳିଦାନ ବ୍ୟର୍ଥ ଜୀବାକୁ ଦିଆଯିବ ନାହିଁ ବୋଲି କହିଥିଲେ । ଏହି କାର୍ଯ୍ୟ କ୍ରମରେ କନ୍ଧମାଳ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ,  ବରିଷ୍ଠ ଆଇନଜୀବୀ ଭଗବାନ ମହାନ୍ତି, ମାନ ଗୋବିନ୍ଦ ପ୍ରଧାନ, ଅନ୍ତର୍ଯ୍ୟାମୀ ବେହେରା,ପ୍ରକାଶ ସୁବୁଦ୍ଧି, ରାଜ କିଶୋର ପାଢ଼ୀ ହୀରଲାଲ ପ୍ରଧାନ, ପ୍ରକାଶ କୁମାର ସାହୁ, ମୁରଲୀଧର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ନିୟନ୍ତ୍ରଣ ପାଇଁ କନ୍ଧମାଳ ଜିଲ୍ଲାପାଳ ଅମୃତ ଋତୁରାଜ,ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ପାତ୍ର, ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାହୁଲ ଗୋଏଲ, ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନା ଉପସ୍ଥିତ ଥିଲେ। ଅପ୍ରୀତିକର ପରିସ୍ଥିତି କୁ ଏଡ଼ାଇବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ସଭା କାର୍ଯ୍ୟ ସମାପ୍ତ ହେବା ପରେ  ମାନ୍ୟବର  ମନ୍ତ୍ରୀ ମହୋଦୟଙ୍କୁ ଅନ୍ତେବାସିନୀ ଛାତ୍ରୀ ମାନେ ଓ ଅନ୍ତେବାସୀ ମାନେ ରାଖୀ ବାନ୍ଧିଥିଲେ। ୨୦୦୮ ମସିହା ପବିତ୍ର ଜନ୍ମାଷ୍ଟମୀ ତିଥିରେ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଙ୍କୁ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ଜଲେଶପଟ୍ଟା ସ୍ଥିତ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିସର ମଧ୍ୟରେ କିଛି ଅତତାୟୀ ସ୍ୱାମୀଜୀଙ୍କୁ ଗୁଳି କରି ହତ୍ୟା କରିଥିଲେ। ସେହି ଦିନଠାରୁ ପ୍ରତି ବର୍ଷ ଜନ୍ମାଷ୍ଟମୀ ତିଥିରେ ଜଲେଶପଟ୍ଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଉଦେଶ୍ୟରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଆସୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026

You Might Also Like