-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ଜେଏସଏମ ମହାବିଦ୍ୟାଳୟରେ ଜନମାଷ୍ଟମୀ ପାଲନ ଓ ଦହି ହାଣ୍ଡି ଭଙ୍ଗା କର୍ଯ୍ୟକ୍ରମ

27-Aug-2024



ବଲାଙ୍ଗୀର(ପ୍ରେରଣା ଖବର): କୃଷ୍ଣ ଜନମାଷ୍ଟମୀ, ଯାହା ଜନ୍ମାଷ୍ଟମୀ କିମ୍ବା ଗୋକୁଲାଷ୍ଟମୀ ନାମରେ ଜଣାଶୁଣା, ଏହା ହେଉଛି ବାର୍ଷିକ ହିନ୍ଦୁ ପର୍ବ ଯାହାକି ବିଷ୍ଣୁଙ୍କ ଅଷ୍ଟମ ଅବତାର କୃଷ୍ଣଙ୍କର ଜନ୍ମଦିନ ପାଳନ  କରାଯାଇ ଥାଏ |

ଜେଏସଏମ କଲେଜ ଅଫ୍ ଆର୍ଟ, ସାଇନ୍ସ ଏଣ୍ଡ କମର୍ସର ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ପୁଣି ଶିକ୍ଷକଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଜନ୍ମାଷ୍ଟମୀ ପର୍ବ ପାଲନ କରାଯାଇଛି | ଉକ୍ତ କାର୍ଯ୍ୟକ୍ରମରେ କଲେଜର ଚେୟାରମେନ୍ ସିଏ ଶ୍ରୀକାନ୍ତ ଶର୍ମା, ଶ୍ରୀମତୀ ସୁମନ ର୍ଶମା, ଓ ମୁଖ୍ୟ ଉପଦେଷ୍ଟା ମନରଞ୍ଜନ ସହୁ ଉପସ୍ଥିତ ଥିଲେ l

ମୁଖ୍ୟଅତିଥି ଭାବରେ  ଟ୍ୟାକ୍ସ କନ୍ସଲଟେନ୍ସି ଏବଂ ଆଡଭୋକେଟ୍ ମହେନ୍ଦ୍ର କୁମାର ଅଗ୍ରୱାଲ ଯୋଗଦାନ କରି ସମସ୍ତଙ୍କୁ କୃଷ୍ଣଙ୍କ ଜୀବନ ଉପରେ ଆଧାରିତ କରି ଛାତ୍ରଛାତ୍ରୀ ମାନଙ୍କୁ  ଉସାହିତ କରିଥିଲେ |
କୃଷ୍ଣଙ୍କର ଆରତି ପରେ ପରେ ପିଲାମାନେ ଆନେକ ପ୍ରକାର ଭକ୍ତିପୂର୍ଣ୍ଣ ନୁତ୍ୟ, ଗୀତ ପରିବେଷଣ କରିବା ସହିତ ଆପଣା ଆପଣା ଛୋଟ ଛୋଟ ଭାଇ ଭଉଣୀମାନଙ୍କୁ ରାଧାକୃଷ୍ଣ ବସ୍ତ୍ର ପରିଧାନ କରାଇ ଅତି ସୁନ୍ଦର ପରିବେଶ ସୃଷ୍ଟି କରିଥିଲେ l ଛାତ୍ର ମାନେ ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ କରାଯାଇଥିଲା ଯାହାକି ଅତି ଆକର୍ଷଣୀୟ ରହିଥିଲା | ଏହି କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ପୁଣି ଶିକ୍ଷକ ଶିକ୍ଷୟିତ୍ରୀ ପୁଣି କଲେଜର ସମସ୍ତ କର୍ମକର୍ତ୍ତା  ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like