-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପଶ୍ଚିମଓଡ଼ିଶା ସକାଶେ ପାତାଳୀ ଶ୍ରୀକ୍ଷେତ୍ରରୁ ବାହାରିଲା ନବାନ୍ନ ଭକ୍ଷଣ ର ନିର୍ଦ୍ଧାରିତ ସମୟ

27-Aug-2024



ଆଜି ନନ୍ଦ ଉତ୍ସବ ଦିବସରେ ଶ୍ରୀ ପାତାଳୀ ଶ୍ରୀକ୍ଷେତ୍ର ଟ୍ରଷ୍ଟ , କୋଟସମଲେଇ ଓ ସୋନେପୁର ଜିଲ୍ଲାର ବରିଷ୍ଟ ପଣ୍ଡିତ ମଣ୍ଡଳୀଙ୍କ ଦ୍ଵାରା ପାତାଳୀ ମଣ୍ଡପ ଠାରେ ତୁର୍ଦ୍ଧାମୂର୍ତ୍ତିଙ୍କ ଆଜ୍ଞାମାଳ ପ୍ରାପ୍ତ କରି ଆସନ୍ତା ଗଣପର୍ବ ନୂଆଖାଇ (ନବାନ୍ନ) ସକାଶେ ଭାଦ୍ରବ ଶୁକ୍ଳ ପକ୍ଷ ପଞ୍ଚମୀ (ଋଷିି ପଞ୍ଚମୀ), ରବିବାର ତା ୮.୦୯.୨୦୨୪ ପ୍ରଶସ୍ତ ତୁଳା ଲଗ୍ନେ ମୀନ ନବଂଶେ ଦିବା ଘ.୯: ୪୨ମି ଗତେ ୯ଘଂଟା ୫୬ ମିନିଟ  ମଧ୍ୟେ ଆଂଶିକ  ଅମ୍ବୃତ୍ ସମୟରେ ପଶ୍ଚିମ ଓଡ଼ିଶାର ସମସ୍ତ ଦେବାଦେବୀ ମନ୍ଦିର ଓ ଗୃହ ଦେବଦେବୀଙ୍କ ଠାରେ ନବାନ୍ନ ଭୋଗ ଅର୍ପଣ କରାଯିବ ଓ ନବାନ୍ନ ଭକ୍ଷଣ କରାଯିବ। ଏହି ଲଗ୍ନକୁ ସର୍ବସମ୍ମୁଖରେ ପ୍ରଭୁଙ୍କ ପାଦତଳେ ଅର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜ୍ୟୋତିର୍ବିଦ ପଣ୍ଡିତ ସ୍ଵର୍ଗତ ଗୁଣସାଗର ପଣ୍ଡାଙ୍କ ସ୍ମୃତିଚାରଣ ସହିତ ଶୋକସଭା ଅନୁଷ୍ଠିତ କରାଯାଇଥିଲା।ସୁବର୍ଣ୍ଣପୁର ଜିଲ୍ଲାର ଜ୍ୟୋତିର୍ବିଦ୍ୟା ବାଚସ୍ପତି ମେଡେନ କୁମାର ବିଶି, ପଣ୍ଡିତ ମନୋରଂଜନ ପାଢ଼ୀ, ଜ୍ୟୋତିର୍ବିଦ ଯୋଗେନ୍ଦ୍ର  ହୋତା, ପଣ୍ଡିତ ଗୌର ଚରଣ ନନ୍ଦ, ଜ୍ୟୋତିର୍ବିଦ ସୋନ୍ତୋଷ କୁମାର ପୁଝାରୀ,  

ଜ୍ୟୋତିର୍ବିଦ ରାମକୃଷ୍ଣ ପଣ୍ଡା, ପଣ୍ଡିତ ଉପେନ୍ଦ୍ର ଚାନ୍ଦ, ଦେବାର୍ଚ୍ଚନ ଦାଶ,  ଚିତ୍ତ ରଂଜନ ପାଢ଼ୀ, ପଣ୍ଡିତ ବଳରାମ ପୁରୋହିତ, ପଣ୍ଡିତ ବଟକୃଷ୍ଣ ଯୋଶୀ, ପୂଜକ ଗୁଣାକାର ପଣ୍ଡା, ଗଡତିଆ ଚମର। ଅମାତ, ଉତ୍ତର କୁମାର୍ ପାତ୍ର, ଜାନକୀ ରାମ ଦେହୁରୀ, ଜଗଦୀଶ କର୍ଣ୍ଣ, ବୀରମିତ୍ର ପଧାନ, ନଳିନୀ କାନ୍ତ ବାଘ, ମିତ୍ରଭାନୁ ମହାକୁର, ଅଭିଷେକ ଦେହୁରୀ , ଟିକୁନ କୁମାର ଦାଶ, ପ୍ରମୁଖ ଉପସ୍ଥିତ ଥିଲେ। ଗୌର ଚରଣ ନନ୍ଦ, ସନ୍ତୋଷ କୁମାର ପୂଜାହାରି, ରାମକୃଷ୍ଣ ପଣ୍ଡା, ଉପେନ୍ଦ୍ର ଚାନ୍ଦ, ଦେବାର୍ଚ୍ଚନ ଦାଶ, ମୁରଲୀ ଧର ପୂଜାହାରି, ଭଗଵାନ ଷଡ଼ଙ୍ଗୀ,ଚିତ୍ତ ରଂଜନ ପାଢ଼ୀ, ଶରତ କୁମାର ଚାନ୍ଦ, ପୂଜକ ଗୁଣା କାର ପଣ୍ଡା, ଚନ୍ଦନ ପାଢ଼ୀ, ଉତ୍ତର କୁମାର୍ ପାତ୍ର, ଜାନକୀ ରାମ ଦେହୁରୀ,   ନଳିନୀ କାନ୍ତ ବାଘ,   ଟିକୁନ କୁମାର ଦାଶ, ଜଗନ୍ନାଥ ହୋତା ପ୍ରମୁଖ ଉପସ୍ଥିତ ଥିଲେ। ସଭାଶେଷରେ ପାତାଳୀ ଶ୍ରୀକ୍ଷେତ୍ରର ଟ୍ରଷ୍ଟି ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଉପସ୍ଥିତ ପଣ୍ଡିତ ମଣ୍ଡଳୀ ଓ ଜଣ ସାଧାରଣଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like