-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ରାଧାମାଧବ ସେବାଶ୍ରମରେ ଜନ୍ମାଷ୍ଟମୀ ମହୋତ୍ସବ ଉଦଯାପିତ

28-Aug-2024



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ସଦର ବୁଟୁପାଳି ସ୍ଥିତ ରାଧା ମାଧବ ସେବାଶ୍ରମ ଠାରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ମହାସମାରୋହରେ ଗତକାଲି ଠାରୁ ଆରମ୍ଭ ହୋଇ ଆଜି ନନ୍ଦଉତ୍ସବରେ ବିଭିନ୍ନ କାର୍ଯ୍ୟକ୍ରମ ସହିତ ସମାପନ ହୋଇଥିଲା l ଏହି ଅବସରସରେ ବିଭିନ୍ନ କାର୍ଯ୍ୟକ୍ରମ ଭିତରେ ଚାରି ପ୍ରହାର ନାମଯଜ୍ଞ, ଘୃତଯଜ୍ଞ, ଅନ୍ନଯଜ୍ଞ, ଜ୍ଞାନଯଜ୍ଞ, ସାଧୁ ସେବା ଇତ୍ୟାଦି ରହିଛି l ଏହି କାର୍ଯ୍ୟକ୍ରମକୁ ରାଧାମାଧବ ସେବାଶ୍ରମର ମୁଖ୍ୟ ବ୍ରହ୍ମଚାରୀ ଆଦିତ୍ୟ ଦାସ ପରିଚାଳନା କରିଥିବାବେଳେ ଆଶ୍ରମର ଶତାଧିକ ସଦସ୍ୟ/ସଦସ୍ୟା ସହଯୋଗ କରିଥିଲେ l ନନ୍ଦ ଉତ୍ସାବରେ ଅନେକ ସାଧୁସନ୍ଥ, ଭକ୍ତ ଯୋଗଦାନ କରିବା ସହିତ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଐତିହ୍ୟ, ପରମ୍ପରା, ସଂକୃତି ସହିତ ପରିବେଶ ସୁରକ୍ଷା ନିମନ୍ତେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମର ଉପକାରିତା ଉପରେ ଆଲୋକପାତ କରିଥିଲେ l କୁନିକୁନି କଲାକାର ମାନଙ୍କୁ ପ୍ରମାଣପତ୍ର ଦେଇ ସମ୍ମାନିତ କରିଥିଲେ l ସ୍ୱତନ୍ତ୍ର ଅତିଥି ଭାବେ

ଡମ୍ବରୁଗଡ଼ ମଠର ମହନ୍ତ ସର୍ବେଶ୍ୱର ଦାସ, ଅନ୍ୟତମ ଅତିଥି ଭାବେ ସାଧୁ ବାବା କୁଞ୍ଜେଲ ଦାସ, ମୁଖ୍ୟବକ୍ତା ଭାବେ ପ୍ରବକ୍ତା ଗୌରୀ ପ୍ରସାଦ ସାହୁ ଯୋଗ ଦେଇ ଉଦବୋଧନ ଦେଇଥିଲେ l ସାମାଜିକକର୍ମୀ ଦେବାଶିଷ ପୁରୋହିତ ମଞ୍ଚ ପରିଚାଳନା କରିଥିଲେ l ଏହି ଅବସରରେ ନୃତ୍ୟ ପ୍ରତିଯୋଗିତା କରାଯାଇ ଯାଇ ବିଜେତା କଲାକାର ମାନଙ୍କୁ ପୁରସ୍କୃତ କରାଯାଇଥିଲା l ପ୍ରଣାମ ଅନୁଷ୍ଠାନର କୁନିକୁନି କଲାକାର ମାନେ ଅଭିନୟ କରିଥିଲେ l ଏଥିରେ ମାହେଶ୍ୱରୀ ଗୋଶାଳାର ଅଧକ୍ଷ ନିର୍ଗୁଣ ମହାକୁଡ଼, ସମ୍ପାଦକ କୃତ୍ତିବାସ ପଲିଆ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like