-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||     

HOME   ରାଜ୍ୟ

ନାକଟିଦେଉଳ ପଂଚାୟତ ସମିତି ବୈଠକ

28-Aug-2024



ନାକଟିଦେଉଳ(କନ୍ଦର୍ପ ବେହେରା): ନାକଟିଦେଉଳ ପଂଚାୟତ ସମିତି ର ବୈଠକ ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ବହୁ ଅଧିକାରୀ ଯୋଗ ଦେଉ ନ ଥିବାରୁ ମାନ୍ୟବର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ କ୍ଷୋଭ ପ୍ରକାଶ କରିଥିଲେ l ପ୍ରତି ଗାଁ କୁ ପାଣି ଆସିବା ପାଇଁ ଗାଁ ଗାଁ ରେ ରାସ୍ତା ଉପରେ ପାଇପ ବିଛା ଯାଉଥିବାରୁ ଖାଲ ଖମା ହେବା, ନଳକୂପ ଦାୟିତ୍ୱ ପୂର୍ବ ଭଳି ପଂଚାୟତ କୁ ନ୍ୟସ୍ତ କରିବା, ଶିହିଳିଆ ନୂତନ ଅଙ୍ଗନୱ।ଡି କେନ୍ଦ୍ର ବହୁଦିନ ହେଲା ତାଲା ପଡ଼ିଥିବା, ମାନକୁଣ୍ଡା, ପାଣ୍ଡୁରିଶୀଳା ଗ୍ରାମ ରେ ନୂତନ ଅଙ୍ଗନୱାଡି କେନ୍ଦ୍ର ଖୋଲିବା, ରେଙ୍ଗାଲିପଞ୍ଚୁ ଓ କୁଡାନାଲି ଗ୍ରାମରେ ବନ୍ଦ ଥିବା ପ୍ରାଥମିକ ବିଦ୍ୟାଳୟ କୁ ପୁନଃ ଖୋଲିବା, ସାହେବି ଓ ଗୋଗୁଆ ରେ ନୂତନ ସବ ସେଣ୍ଟର ଖୋଲିବାରେ ସରକାରୀ ଜାଗା ନ ମିଳିବା, ବ୍ଲକରେ ଆର ଡି ଓ ପି ଡବ୍ଲୁ ଡି ତରଫରୁ ହେଉଥିବା ପିଚୁ ରାସ୍ତା କମ ଦିନରେ ନଷ୍ଟ ହୋଇଯିବା ସମ୍ପର୍କ ରେ ପଂଚାୟତ ପ୍ରତିନିଧି ମାନେ ବିଧାୟକ ଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ ଳ କେତେ ଜଣ ଅଧିକାରୀ ବିଧାୟକ ଙ୍କ ପ୍ରଶ୍ନ ର ଉତ୍ତର ଠିକ ଭାବରେ ଦେଇ ପାରି ନ ଥିଲେ l
ମାନ୍ୟବର ବିଧାୟକ ଙ୍କୁ ଅଧିକାରୀ ମାନଙ୍କ ଏତେ ଭୟ ଯେ, ଉତ୍ତର ଦେବାରେ ମଧ୍ୟ ପାଟି ଫିଟୁ ନ ଥିବା ଦେଖିବାକୁ ମିଳି ଥିଲା l 
ଏହି ବୈଠକରେ ନାକଟିଦେଉଳ ବିଡ଼ିଓ ଦନେଇ ଚରଣ ଟୁଡୁ, ବ୍ଲକ ଅଧ୍ୟକ୍ଷା ସ୍ଵରୂପରାଣୀ ସାହୁ, ଉପାଧ୍ୟକ୍ଷ ଜିତେନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ପ୍ରିୟମ୍ବଦା ସାହୁ, ତହସିଲଦାର ଅମର ଡୁଙ୍ଗଡୁଙ୍ଗ , ସାଂସଦ ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ଗଡ଼ତ୍ୟା ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ l
ବ୍ଲକର ବିଭିନ୍ନ ବିଭାଗ ର ଅଧିକାରୀ ମାନେ ଯୋଗଦେଇ ବ୍ଲକ ରେ ଚାଲିଥିବା କାର୍ଯ୍ୟକ୍ରମ ସମ୍ପର୍କ ରେ ସୂଚନା ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026

You Might Also Like