-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ଗିରିଶ୍ଚନ୍ଦ୍ରପୁର ରେଞ୍ଜ, ବାଘ ଚମଡା ସହିତ ୩ଗିରଫ,ବନ୍ଧୁକ ସହ ୪ଗୁଳି ଓ ସମ୍ବର ଶିଙ୍ଘ ଜବତ

28-Aug-2024



ନାକଟିଦେଉଳ(କନ୍ଦର୍ପ ବେହେରା):ନାକଟିଦେଉଳ ବ୍ଲକ ଅଂଚଳ ରେ ଦିନକୁଦିନ ଜନ୍ତୁ ଶିକାର ବଢ଼ିବାରେ ଲାଗିଛି l ବନବିଭାଗ ଶିକାରୀ ମାନଙ୍କୁ ମଧ୍ୟ ଧରିବାରେ ସଫଳ ହେଉଛି l 
ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ହୀରାଲୋଇ ଗ୍ରାମରେ ସୋମବାର ରାତିରେ ଚଢାଉ କରାଯାଇ ଏକ କଲରାପତରିଆ ବାଘର ଚମଡା ସହ ଗୋଟିଏ ଦେଶୀ ବନ୍ଧୁକ ଜବତ କରିଛି ବନ ବିଭାଗ l ଏଥିରେ ସମ୍ପୃକ୍ତ ୩ ଜଣ ଶିକାରୀଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି।ମିଳିଥିବା ସୂଚନା ଅନୁସାରେ ହୀରାଲୋଇ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଏକ କଲରାପତରିଆ ବାଘ ଶିକାର କରାଯାଇ ହୀରାଲୋଇ ଗ୍ରାମର କିଛି ଶିକାରୀ ଘରେ ମୃତ ବାଘର ଚମଡା ରଖିଥିଲେ। ଏ ସମ୍ପର୍କରେ ସୂଚନା ପାଇ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଏବଂ ଫରେଷ୍ଟର ପ୍ରବୀଣ କୁମାର ସାହୁ ପ୍ରମୁଖ ସଦଳବଳେ ସୋମବାର ବିଳମ୍ବିତ ରାତି ପ୍ରାୟ ୨ଟାରେ ହୀରାଲୋଇ ଗ୍ରାମର ସମ୍ପୃକ୍ତ ଶିକାରୀମାନଙ୍କ ଘରେ ଚଢାଉ କରିଥିଲେ। ଚଢାଉ ବେଳେ ସେମାନଙ୍କ ଠାରୁ ଏକ କଲରାପତରିଆ ବାଘ ଚମଡା ସହ ଗୋଟିଏ ଦେଶୀ ବନ୍ଧୁକ,୪ଟି ଗୁଳି ଓ ସମ୍ବର ଶିଙ୍ଘ ଜବତ କରିଥିଲେ। ଅନ୍ୟ ପକ୍ଷରେ ଏହି ଘଟଣାରେ ଗ୍ରାମର ତିନି ଜଣ ବ୍ୟକ୍ତିଙ୍କୁ ଅଟକ ରଖି ଅଧିକ ପଚରା ଉଚୁରା କରାଯାଉଛି। ଏସିଏଫ ମାଳତୀ ଲତା ହାଁସଦା ଅଧିକ ତଦନ୍ତ କରୁଛନ୍ତି ବୋଲି ରେଢ଼ାଖୋଲ ଡ଼ିଏଫଓ ଅରବିନ୍ଦ ମହାନ୍ତି ପ୍ରକାଶ କରିଅଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like