-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବୋଡ଼େନ ବ୍ଲକରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

28-Aug-2024



ବୋଡ଼େନ (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ରୋକାଲଠାରେ ବି ଡି ଓ ପ୍ରିୟରଞ୍ଜନ କୁମାରଙ୍କ ଅଧ୍ୟକ୍ଷତାରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଭିନ୍ନ ଅଭିଯୋଗ ସବୁ ଗ୍ରହଣ କରାଯାଇ ବି ଡି ଓ ଙ୍କ ନିର୍ଦ୍ଦେଶକ୍ରମେ ଅନ୍ୟ ବିଭାଗୀୟ ଅଧିକାରୀ ସମସ୍ୟାର ସମାଧାନ ତୁରନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।ସରପଂଚ ଠାକୁର ବାଗ,ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ,ଜି ପି ଇ ଓ ଭୀଷ୍ମ କୁମ୍ଭାର , ଏ ପି ଓ ରବିନାରାୟଣ ରାଉତ,ଏମ ଆଇ ଆଲୋକ ପାତ୍ର ,ବି ପି ସି ଜ୍ୟୋତି ରଞ୍ଜନ ପଣ୍ଡା ,ମିଶନ ଶକ୍ତି ବି ପି ସି ରାଜେଶ୍ କୁମାର ସାହୁ,ପ୍ରୋଗ୍ରାମ ଆସିଷ୍ଟାଣ୍ଟ ହିତେଶ ଆଡବାହି,ଖାଉଟି ବିଭାଗ ଡି ଓ ସୁଧୀର ପୋଡ, ଏ ବି ଇ ଓ ନେପାଲ ଚନ୍ଦ୍ର ଦେ,କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ଵାଳ ,ଉଦ୍ୟାନ ଅଧିକାରୀ ଘାସିରାମ ପଣ୍ଡା, ଏ ଏ ଓ ସରୋଜ ମିର୍ଦ୍ଧା,ପି ଇ ଓ ବାବୁଜୀ ମାଝୀ,କୃଷି ଅଧିକାରୀ ଭୋଜ ରାଜ ପଟେଲ, ଇନ୍ ଚାର୍ଜ ସି ଡି ପି ଓ ଅହଲ୍ୟା ଜଗତ,ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ବାଳ ମୁଚୁ ବାବୁ,ପ୍ରାଣୀ ବିଶେଷଜ୍ଞ କଳ୍ପନା ମଙ୍ଗରାଜ,ଏମ ବି କେ ଇନ୍ଦିରା ବାଗ,ବି ଆର୍ ସି ହେରାମ୍ବ ବିଶ୍ଵାଳ , ଏ ଏଫ୍ ଓ ସୁଚିଶ୍ମିତା ପୃଷ୍ଟି,ପୋଲିସ କର୍ମଚାରୀ ଭିଷ୍ମରାଜ ମାଝୀ ଓ ରୁକ୍ମଣୀ ମାଝୀ,ଯୋଗାଣ ସହାୟକ ପ୍ରେମ ଶବର,ପିଅନ ନବ ଶବର,ବୈକୁଣ୍ଠ ବାଗ ପ୍ରମୁଖ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟକ୍ରମରେ ବି ଡି ଓ ଙ୍କୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like