-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବାରଝୁଲା ଗାଁ ରେ ଝାଡା ବାନ୍ତି ଜଣ ୯ ଆକ୍ରାନ୍ତ

28-Aug-2024



ବୀରମହାରାଜପୁର(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗାଁରେ ଡାଇରିଆରେ ଆକ୍ରାନ୍ତ ହୋଇ  ୯ ଜଣ ଝାଡ଼ାବାନ୍ତି  ହୋଇଥିବା ଜଣାଯାଇଛି l ଗତ ୨୫ ତାରିଖ ସନ୍ଧ୍ୟା ରେ ତ୍ରିବିକ୍ରମ ପାଧନ (୬୨),ବିଶ୍ଵାମିତ୍ର ପାତ୍ର ୪୦), ରଘୁମଣି ପଧାନ(୬୫), ସୁଦାମ ଷlଣ୍ଢ ( ୩୧),ଚନ୍ଦ୍ରମଣୀ ଅଦlବର(୪୫), ଗୋବିନ୍ଦ ଖେତି (୮),ଅତ୍ୟଧିକ ଝାଡା ବାନ୍ତି ହେବାରୁ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବିରାମହରାଜପୁର ମୁଖ୍ୟ ଚିକିତ୍ସାଲୟ କୁ ନିଆ ଯାଇଥିଲା। ପୁଣି ଗତ କାଲି  ଘରମଣୀ ବେହେରା (୫୫), ରାମଚନ୍ଦ୍ର ବେହେରା (୪୧)ଙ୍କୁ ବୀରାମହରାଜପୁରକୁ ନିଆ ଯାଇଥିଲା। ତେବେ ଆଜି ସକାଳୁ ପୁଣି ତିନିଜଣଙ୍କୁ ଏବଂ ଗାଁ ରେ ମୋଟ ୯ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଡାକ୍ତରଖାନା ରେ ଚିକିତ୍ସାଧୀନ ଅଛନ୍ତି l ଖବର ପାଇ ସ୍ଥାନୀୟ ସରପଞ୍ଚ ସସ୍ମିତା ଦୀପ ଗାଁରେ ପହଁଚି ଗ୍ରାମବାସୀଙ୍କୁ ସଚେତନତା କରାଉଛନ୍ତି l ସେହିଭଳି ଅଙ୍ଗନବାଡ଼ି କର୍ମୀ ଆଶାକର୍ମୀ ଘରକୁ ଘର ବୁଲି ଗାଁରେ ବିଚିଂ ପାଉଡର ଏବଂ ଓଆରଏସ ବଣ୍ଟନ କରିବା ସହିତ ଲୋକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବୁଝି ସଚେତନତା କରାଉଛନ୍ତି l ଗାଁ ଲୋକେ ନିକଟସ୍ଥ ହରିହର ଯୋର ର ପାଣି ବ୍ୟବହାର କରୁଥିବାରୁ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଅନୁମାନ କରାଯାଉଛି।ଆଜି ସନ୍ଧ୍ୟା ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ମୋଟ ୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେଥିମଧ୍ୟ ରୁ ଆଜି ସନ୍ଧ୍ୟା  ସମସ୍ତଙ୍କୁ  ବିରମହlରାଜପୁରରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ଜଣାପଡିଛି l ଆଗକୁ ଡାଇରିଆ ବ୍ୟାପିବା ନେଇ ସ୍ଥାନୀୟ ଅଞ୍ଚଳ ରେ କୋକୁଆ ଭୟ ସୃଷ୍ଟି ହେଉଛି। ତେଣୁ ପ୍ରଶାସନ ଏଥି ପ୍ରତି ଉପଯୁକ୍ତ ପଦକ୍ଷେପ ନେବା ଦରକାର l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like