-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ମହାନଗର

କଂସଙ୍କୁ ସ୍ୱାଗତ କଲା ମାଁ ନାରାୟଣୀ ଅନନ୍ତ ପୂଜା କମିଟି ଭୋଏପଡା

28-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ସହରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠିତ ହେବାକୁ ଥିବା ଅନନ୍ତ ପୂଜା ବହୁ ଆଡମ୍ବର ସହ ପାଳନ କରାଯିବା ପାଇଁ ସମସ୍ତ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇ ଥିବାବେଳେ  ବଜରଙ୍ଗ ଛକ  ଭୋଏ ପଡା ଅନନ୍ତ ପୂଜା କମିଟି ପକ୍ଷରୁ କଂସ ଭୂମିକାରେ ଅଭିନୟ କରିଆସୁଥିବା ଅକ୍ଷୟ କୁମାର ଭୋଇଙ୍କୁ ଚଳିତ ବର୍ଷ କଂସ ଦରବାରରେ ତାଙ୍କ ହୁକୁମ ର ଯାଦୁ ପ୍ରଦର୍ଶିତ କରିବାପାଇଁ କମିଟି କଂସଙ୍କୁ ଉପତୈକନ ସହ ବରଣ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୧୬.୦୯.୨୦୨୪

ତାରିଖ ଠାରୁ ୧୯.୦୯.୨୦୨୪ ତାରିଖ ପର୍ଯ୍ୟନ୍ତ ଦିର୍ଘ ୪ ଦିନ ଧରି ଅନୁଷ୍ଠିତ ପଶ୍ଚିମ ଓଡିଶାର ସୁପ୍ରସିଦ୍ଧ ଅନନ୍ତ ପୂଜା ଅନୁଷ୍ଠିତ ସମୟରେ କଂସ ମହାରାଜ ତାଙ୍କ କଳା ଯାଦୁ ପ୍ରଦର୍ଶିତ କରିବା କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଛି।ଏହି ଐତିହାସିକ କିମ୍ବଦନ୍ତୀ ପୂର୍ଣ୍ଣ ଅନନ୍ତ ପୂଜା ବିଜେପୁର ଠାରେ କେଉଁ ଆବାହମାନ କାଳରୁ ଅନୁଷ୍ଠିତ ହୋଇ ଆସୁଛି। ଚଳିତ ବର୍ଷ ଖୁବ୍ ଶାନ୍ତି ଶୃଙ୍ଖଳା ସହ କିଭଳି ଭାବେ ଅନନ୍ତ ପୂଜା ପାଳନ କରାଯିବ ସେ ନେଇ ସମସ୍ତ କମିଟି ବେଶ ସଚେତନ ହୋଇଥିବା ଜଣାଯାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like