-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଖରସେଲ ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ବାର୍ଦ୍ଧକ୍ୟ ଭତ୍ତାରେ ଅନିୟମିତତା

28-Aug-2024



ସିନାପାଲି ,(ଚିନ୍ତାମଣି  ନେତାମ ) ଅନେକ ବର୍ଷରୁ ଚାଲୁ ରହିଥିବା ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତା ଯେଉଁଥିରେ ଜଣେ ଗରିବ ନୀରିହ ଶ୍ରେଣୀର ଉଭୟେ ମହିଳା ପୂରୁଷ ତାଙ୍କୁ ୬୦ ବର୍ଷ ପୂର୍ତ୍ତି ହେବା ପରେ ସେ ମାନେ ରୋଜଗାର କରିବାରେ ବା କୁଲି ମଜୁରୀ କରି ପାରନ୍ତି ନାହିଁ ଏବଂ ଧୀରେ ଧୀରେ ଦେଖା ଦେଇ ଥାଏ ଆର୍ଥିକ ସମସ୍ୟା ସେଥି ନିମନ୍ତେ ତାଙ୍କ ଘର ଚଳିବା ପାଇଁ ପୂର୍ବ ସରକାର ୬୦ ବର୍ଷ ଲୋକଙ୍କୁ ୧୦୦୦ ଟଙ୍କା ଓ ୮୦ ବର୍ଷର ଲୋକଙ୍କୁ ୧୨୦୦ ଟଙ୍କା ଦେଇ ଆସୁଥିଲେ। ଏବଂ ବର୍ତ୍ତମାନ ରହିଥିବା ସରକାର ମଧ୍ୟ ଜାରି ରଖିଛନ୍ତି। ନୂତନ ସରକାର ହେବା ପରେ ପ୍ରତ୍ୟେକ ବ୍ଲକ ପଞ୍ଚାୟତକୁ ଲକ୍ଷ ଲକ୍ଷ  ଟଙ୍କା ଦେଇଛନ୍ତି, ଯେଉଁଥିରେ ନୂତନ ହିତାଧିକାରୀଙ୍କୁ ସାମିଲ କରିବେ ହେଲେ ତାହା ନ ହୋଇ ସମ୍ପୂର୍ଣ୍ଣ ଭାବେ ଆଇନ ବାହାରେ କାର୍ଯ୍ୟ ହୋଇଛି ଯାହା ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅଧିନରେ ଥିବା ଖର୍ସେଲ ଗ୍ରାମରେ ଅଭିଯୋଗ ଅନୁଯାୟୀ ଉକ୍ତ ଗ୍ରାମପଞ୍ଚାୟତରେ ଗରିବ ଶ୍ରେଣୀର ଲୋକମାନେ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଥିଲେ ହେଲେ ଯେଉଁ ବ୍ୟକ୍ତି ପାଇବା ଯୋଗ୍ୟ ସେହି ମାନଙ୍କୁ ଚିହ୍ନଟ ନ କରି ଯେଉଁ ମାନଙ୍କ ବୟସ ହୋଇ ନାହିଁ ଯେଉଁ ମାନଙ୍କ ପାଇବା ବୟସ ହୋଇ ନାହିଁ ସେହି ମାନଙ୍କ ଆବେଦନକୁ ସରପଞ୍ଚ ମଞ୍ଜୁର କରିଛନ୍ତି,ଯେଉଁ ମାନେ ଯୋଗ୍ୟ ସେହି ମାନଙ୍କୁ ଅଯୋଗ୍ୟ ଭାବି ଆବେଦନ ପତ୍ରକୁ ଗ୍ରହଣ ନ କରିଥିବା ଅଭିଯୋଗ ହେଉଛି ଏବଂ ଯେଉଁ ମାନଙ୍କ ବୟସ ହୋଇ ନାହିଁ ଯେଉଁ ମାନେ ଯୋଗ୍ୟ ନାହାଁନ୍ତି ସେ ମାନଙ୍କୁ କେଉଁ ସ୍ୱାର୍ଥରେ କାହା ଚାପରେ ଚୟନ କରୁଛନ୍ତି କେଉଁ ପ୍ରମାଣପତ୍ର ଦେଖି ଚୟନ କରୁଛନ୍ତି ତାହା ବର୍ତମାନ ଅନେକ ପ୍ରଶ୍ନ ଉପୁଜିଛି।  ଯେଉଁ ମାନଙ୍କ ର   ବୟସ  ହୋଇନାହିଁ  ସେମାନେ  ଭୋଟ କାର୍ଡ ରେ ଓ ଆଧାର ରେ ବୟସ ବଢ଼ାଇ  ଭତ୍ତା ପାଇଁ ଆବେଦନ କରିଛନ୍ତି, ଲୋକଙ୍କ କହିବା ଅନୁଯାୟୀ  ୨୦୨୩  ଭୋଟର ଲିଷ୍ଟ  ଦେଖି   କି  ଦିଆଗଲେ   ପ୍ରକୃତ  ବୟସ ଜଣାପଡିବ ବୋଲି  ଚର୍ଚ୍ଚା ହେଉଛି,।ତେଣୁକରି ବ୍ଲକ ପ୍ରଶାସନ ଜିଲ୍ଲା ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଆକର୍ଷଣ କରି ଏହି ଭଲି ମନମୁଖୀ କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like