-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ରାଜ୍ୟ

ଡିଏମ୍ ଡି ରୋଗରେ ପୀଡିତ ଦୁଇ ଶୁଶୁଙ୍କୁ ୨୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା

28-Aug-2024



ନବରଙ୍ଗପୁର:  ନବରଙ୍ଗପୁର ଜିଲ୍ଲା  ପାପଡାହାଣ୍ଡି ବ୍ଲକ କୁଟୁବାଇ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ  ଛାଲିପିଟା ଗ୍ରାମର ସଦନ କଲାରଙ୍କ ଚାରି ପୁଅ କମଳ କଲାର, ଗିରିଧର କଲାର, ଚନ୍ଦନ କଲାର ଏବଂ ଦିନୁ କଲାର ମାଂସପେଶୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କମଳ କଲାର ଏବଂ ଗିରିଧର କଲାରଙ୍କ  ଏହା ମଧ୍ୟରେ ମୃତ୍ୟୁ ଘଟିଛି l ଚନ୍ଦନ କଲାର ଏବଂ ଦିନୁ କଲାରଙ୍କ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଦ୍ଵାରା ପ୍ରାଥମିକ ଚିକିତ୍ସା ଯୋଗାଇ ଦେବା ସହ ଅଧିକ ଚିକିତ୍ସା ନିମନ୍ତେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ପରବର୍ତ୍ତୀ ସମୟରେ ଭୁବନେଶ୍ଵର ସ୍ଥିତ(AIMS) ଅଖିଳ ଭାରତୀୟ ଚିକିତ୍ସା ସଂସ୍ଥା ରେ ଚିକିତ୍ସା କଲାପରେ ମାଂସପେଶୀ ଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଲା l ପ୍ରକାଶ ଥାଉ କି ଏହି ରୋଗର କୌଣସି ଉପଯୁକ୍ତ ନିରାକରଣ ପାଇଁ ବ୍ୟବସ୍ଥା ନାହିଁ l ମାଂସ ପେଶୀ ଜନିତ ରୋଗର ଭୁବନେଶ୍ଵର ସ୍ଥିତ(AIMS) ଅଖିଳ ଭାରତୀୟ ଚିକିତ୍ସା ସଂସ୍ଥା ତରଫରୁ ପ୍ରମାଣପତ୍ର ପାଇବା ପରେ ସରକାରଙ୍କ ନିୟମ ଅନୁଯାୟୀ ଶ୍ରୀ ସଦନ କଲାର ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ନବରଙ୍ଗପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ନବରଙ୍ଗପୁର ଜିଲ୍ଲାପାଳଙ୍କ ପତ୍ରସଂଖ୍ୟା ୮୪୪୬ ତା ୦୧.୦୭.୨୦୨୪ ରିଖ ଅନୁରୋଧ କ୍ରମେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପତ୍ର ସଂଖ୍ୟା ୨୧୯୧୪ ତା ୨୯.୦୭.୨୦୨୪ ରିଖ ଦ୍ଵାରା ସଦନ କଲାର ଙ୍କ ଜୀବିତ ଦୁଇ ପୁତ୍ରଙ୍କ ଉପଯୁକ୍ତ ଆବଶ୍ୟକୀୟ ଚିକିତ୍ସା ପାଇଁ ଦଶଲକ୍ଷ ଟଙ୍କା ହିସାବରେ ଦୁଇ ପୁତ୍ର ଙ୍କୁ କୋଡ଼ିଏ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରିଛନ୍ତି l ଶ୍ରୀ କଲାର ନିଜର ଦୁଇ ପୁତ୍ରଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ କୋଡ଼ିଏ ଲକ୍ଷ ଟଙ୍କା ସହାୟତା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ଜିଲ୍ଲାପାଳ ନବରଙ୍ଗପୁର ଙ୍କୁ ସାଧୁବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like