-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||     

HOME   ଜିଲ୍ଲା

ବ୍ୟବସାୟୀଙ୍କ ଅକାଳ ବିୟୋଗ

28-Aug-2024



ବରଗଡ଼/ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ଥାନା ଛକ ରେ ଅବସ୍ଥିତ ସର୍ବ ପୁରାତନ କେସଟ୍ ରେକର୍ଡିଂ ଓ ଡାଉନଲୋଡ଼ିଂ ସେଣ୍ଟର୍ ମନମିତ୍ ଇଲେକ୍ଟ୍ରୋନିକ୍ସ ର ମାଲିକ ମଖନ୍ ସିଂହଙ୍କର ୫୮ ବର୍ଷ ବୟସରେ ଗତ ୨୬/୦୮ ରାତି ୨ଟା ସମୟରେ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅକାଳ ବିୟୋଗ ଘଟିଛି। ସେ ଜଣେ ଭଦ୍ର ଓ ଆମାୟିକ ବ୍ୟକ୍ତି ଭାବରେ ପରିଚିତ ଥିଲେ। ତାଙ୍କ ପ୍ରଚେଷ୍ଟାରେ ପ୍ରତିଷ୍ଠିତ ଫ୍ରେଣ୍ଡସ୍ କ୍ଲବର ସେ ସଭାପତି ଥିବା ସହ ଅନେକ ଗୁଡ଼ିଏ ସାମାଜିକ କାର୍ଯ୍ୟରେ ଜଡିତ ଥିଲେ ଏବଂ ଜୟଗୁରୁ ସଂସ୍ଥାର ସକ୍ରିୟ ସଦସ୍ୟ ଥିଲେ। ଗତ କାଲି ସନ୍ଧ୍ୟାରେ ତାଙ୍କର ମର ଶରୀର ରାୟପୁରରୁ ପହଞ୍ଚିଲା ପରେ ଶତାଧିକ ଲୋକଙ୍କ ଉପସ୍ଥିତିରେ ତାଙ୍କର ଅନ୍ତିମ ସଂସ୍କାର ନିକଟସ୍ଥ ରାଜବାଟୀ ଶ୍ମଶାନଘାଟରେ କରା ଯାଇଥିଲା। ତାଙ୍କର ବଡ଼ ପୁଅ ମନମିତ୍ ସିଂହ ମୁଖାଗ୍ନି ଦେଇଥିଲେ।ସେ ତାଙ୍କ ପଛରେ ତାଙ୍କ ସ୍ତ୍ରୀ ରଞ୍ଜିତା କୌର୍ ଏବଂ ଦୁଇ ପୁଅ ମନମିତ୍ ଓ ଗୁରୁପ୍ରିତ୍ ଙ୍କୁ ଛାଡି ଯାଇଛନ୍ତି। ତାଙ୍କର ଅକାଳ ବିୟୋଗରେ ପଦମପୁରରେ ଶୋକର ଛାୟା ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026

You Might Also Like