-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଜେପି ମୁକୁନ୍ଦପୁର ମଣ୍ଡଳ ସଦସ୍ୟତା ସଂଗ୍ରହ ଅଭିଯାନ କର୍ମଶାଳା ଅନୁଷ୍ଠିତ

28-Aug-2024



ରାୟଗଡ଼ା(ସୁପ୍ରିୟା ଷଡଙ୍ଗୀ): ଭାରତୀୟ ଜନତା ପାର୍ଟି ରାୟଗଡ ଜିଲ୍ଲା ବିଷମକଟକ ନିର୍ବାଚନ ମଣ୍ଡଳୀ ଅଧୀନସ୍ଥ ମୁକୁନ୍ଦପୁର ମଣ୍ଡଳ କମ୍ୟୁନିଟି ହଲ୍ ଠାରେ "ମଣ୍ଡଳ ସଦସ୍ୟତା ଅଭିଯାନ-୨୦୨୪ କର୍ମଶାଳା" ସଭାପତି ଶ୍ରୀ ଇ.ଡି ଭାସ୍କର ନାଇଡୁଙ୍କ ନେତୃତ୍ୱରେ ଶୁଭାରମ୍ଭ ହୋଇଯାଇଛି  l ଉକ୍ତ କର୍ମଶାଳାରେ ମୁଖ୍ୟ ଅତିଥି ତଥା ମୁକୁନ୍ଦପୁର ମଣ୍ଡଳ ପ୍ରଭାରୀ ରବିନ୍ଦ୍ର କୁମାର ସେଠୀ ଯୋଗ ଦେଇ ସଦସ୍ୟତା ଅଭିଯାନକୁ ସୂଚାର ରୂପେ ଶକ୍ତିକେନ୍ଦ୍ରରୁ ବୁଥ୍ ୱାର୍ଡ ଯାଏଁ ତୃଣମୂଳ ସ୍ତରରେ କେମିତି ପହଞ୍ଚିବ ଆଗକୁ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଖି ଆଗରେ ରଖି ଡବଲ ଇଞ୍ଜିନ୍ ମୋଦି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚି ଲୋକଙ୍କ ସୁସମ୍ପର୍କ ସ୍ଥାପନ କରି ଅଧିକରୁ ଅଧିକ ପ୍ରାଥମିକ ସଦସ୍ୟତାରେ ସାମିଲ କରାଇବା ତାରି ଏକ ସୂଚୀ ତିଆରି କରିବା ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ପ୍ରଶିକ୍ଷଣ ଦେଇଥିଲେ l ବିଷମକଟକ ନିର୍ବାଚନ ମଣ୍ଡଳୀର ମୁକୁନ୍ଦପୁର ମଣ୍ଡଳକୁ ସଦସ୍ଯତା ଅଭିଯାନରେ ୧ନମ୍ବର ମଣ୍ଡଳ ହେବ ବୋଲି କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସାହିତ କରି ମୁଁ ଅଧିକରୁ ଅଧିକ ସମୟ ଦେବି କହିଥିଲେ l ଉକ୍ତ କର୍ମଶାଳାରେ ଅନ୍ୟ ତମ ସହ ପ୍ରଭାରୀ ସର୍ବେଶ୍ଵର ସୁନା, ମନ୍ କୀ ବାତ ମଣ୍ଡଳ

ସଂଯୋଜକ ମନୋଜ କୁମାର ନାଲା ମଣ୍ଡଳ ସଦସ୍ୟତା ପ୍ରମୂଖ ମାନସ କୁମାର ଦାସ,ଜିଲ୍ଲା ଆଦିବାସୀ ମୋର୍ଚା ଉପସଭାପତି ଅଜୟ ମାଣ୍ଡାଙ୍ଗି,ପୂର୍ବତନ ମଣ୍ଡଳ ସଭାପତି ଗୁମ୍ଫାସ୍ଵାମୀ ହିକକା, ମଣ୍ଡଳ ଆଦିବାସୀ ମୋର୍ଚ୍ଚା ସଭାପତି କୋମଲ ଚନ୍ଦ୍ର ପୂଆଲା,ମଣ୍ଡଳ ସଭାପତି ପ୍ରସାଦ ଆଲିଜିଙ୍ଗ, ସୁଦର୍ଶନ ସେନାପତି,ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ଦିଲୀପ କୁମ୍ଭେରିକା,ଏସସି ମୋର୍ଚ୍ଚl ସଭାପତି ପ୍ରକାଶ ନିଶାଲ, ସାଧାରଣ ସମ୍ପାଦକ ସିମାଞ୍ଚଳର ପଟନାୟକ,ଗୀତା ମହାପାତ୍ର,ସନ୍ତୋଷ ମହାପାତ୍ର,ଅଜିତ ଗୌଡ,ରଘୁନାଥ ଦେହୁରୀ,ରାମ ରାଜ ମଣ୍ଡାଙ୍ଗି ସମେତ ସମସ୍ତ ଶକ୍ତି କେନ୍ଦ୍ର କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ବୈଠକକୁ ସାଫଲ୍ୟ ମଣ୍ଡିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like