-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବରଗଡ଼ ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା   ବୈଜ୍ଞାନିକ ମନୋବୃତ୍ତି ଜାଗ୍ରତ ପାଇଁ ବିଜ୍ଞାନ ନାଟକ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ଅତିଥିଗଣ କଲେ ମତ ପ୍ରକାଶ 

28-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସର ବୁଧବାର ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା  ଅନୁଷ୍ଟିତ ହୋଇ ଯାଇଛି । ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରଞ୍ଜନ ଦଣ୍ଡସେନା ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଟିତ
ଏହି ପ୍ରତିଯୋଗିତା ରେ ରାଣା ପ୍ରତାପ ସ୍କୁଲ ପ୍ରଥମ ସ୍ଥାନ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଦ୍ବିତୀୟ ସ୍ଥାନ ଓ ଜର୍ଜ ହାଇସ୍କୁଲ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୂଦୀପ କୁମାର ରଥ ଙ୍କ ଅଧ୍ୟକ୍ଷତା ରେ ପ୍ରତିଯୋଗିତା ର ଉଦଯାପନୀ ଉତ୍ସବରେ ରେ ମୁଖ୍ୟ ଅତିଥି ଭାବେ ଜର୍ଜ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶାଶ୍ଵତୀ ଦାଶ ଯୋଗ ଦେଇ ସୃଜନଶୀଳ ଚିନ୍ତା ର ପ୍ରତି ଫଳନ ନାଟକ ରେ ହିଁ ପ୍ରତି ଫଳିତ ହୋଇ ଥାଏ ବୋଲି ଉଲ୍ଲେଖ କରିବା ସହ  ଛାତ୍ର ଛାତ୍ରୀ ଙ୍କ ମନରେ ବୈଜ୍ଞାନିକ ମନୋଭାବ ଜାଗ୍ରତ କରିବା ପାଇଁ ବିଜ୍ଞାନ ନାଟକ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ଅଭିହିତ କରିଥିଲେ ।ସମ୍ମାନିତ ଅତିଥି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ 
ଶାନ୍ତି ସୁନା ,ଏ ବି ଇ ଓ ରଞ୍ଜନ ଦଣ୍ଡସେନା ,ସି ଆର୍ ସି ସି ,ପାର୍ବତୀ ସାହୁ  ପ୍ରମୁଖ  ଯୋଗ ଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରି ପୁରସ୍କୃତ  କରିଥିଲେ । ବିଚାରକ ଭାବେ ଶିକ୍ଷକ ପ୍ରମୋଦ ମହାପାତ୍ର
ଅରବିନ୍ଦ ଗୁପ୍ତା ପ୍ରମୁଖ ଯୋଗ ଦେଇ 
ନାଟକ ଗୁଡ଼ିକର ମୂଲ୍ୟାଙ୍କନ କରିଥିଲେ । ଏହି ଅବସର ରେ ରାଣା ପ୍ରତାପ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ଛାତ୍ରୀ ଶାଳୀନି ସା ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like