-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||     

HOME   ଜିଲ୍ଲା

ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

28-Aug-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସୋନପୁର ଠାରେ ସ୍ଵଭାବ କବି ଗଙ୍ଗାଧର ମେହେର ଙ୍କ ଜୟନ୍ତୀ ପାଳିତ ହୋଇଛି l ଅଧ୍ୟକ୍ଷା ଲିଖିତା ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଓଡ଼ିଆ ଭାଷା ପ୍ରତି କବି ଗଙ୍ଗାଧର ମେହେର ଙ୍କ ଅବଦାନ ଉପରେ ଶ୍ରୀମତୀ ପଟ୍ଟନାୟକ  ଆଲୋକପାତ କରିଥିଲେ l ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ଚେୟାରମେନ ଡଃ ଜ୍ୟୋତି ରଂଜନ ବହିଦାର ଯୋଗ ଦେଇ ଗଙ୍ଗାଧର ମେହେର ଙ୍କ ଜୀବନୀ ଓ ତପସ୍ୱିନୀ କବିତା ର ମହନୀୟତା ଉପରେ ଆଲୋଚନା କରିଥିଲେ l ଇତିହାସ ଅଧ୍ୟାପିକା ବନାନୀ ପୁସ୍ପିତା ପାତ୍ର ଗଙ୍ଗାଧର ଙ୍କ କାବ୍ୟ ସମ୍ଭାର ଉପରେ ଓ ଅଧ୍ୟାପକ ଶ୍ରୀୟlନ୍ତ ମେହେର, ଓ ଆର୍ତ୍ତ ତ୍ରାଣ ଥନlପତି ଗଙ୍ଗାଧର ଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ l ଏହି ଉତ୍ସବ ରେ ପ୍ରଥମ ବର୍ଷ ର ଛାତ୍ରୀ ତପସ୍ୱୀନୀ ମିଶ୍ର, ପ୍ରତିଭା ଖମାରୀ ଓ ସମୀକ୍ଷା ପଧାନ ଅବାହନି ସଂଗୀତ ମlଧ୍ୟମରେ କବିତା ପାଠ କରିଥିଲେ l ଅଧ୍ୟାପକ ଚିନ୍ମୟl ନନ୍ଦ ପାତ୍ର ସଭା ସଂଯୋଜନl କରିଥିବା ବେଳେ ଅଧ୍ୟାପିକା ଲଭଲୀ ଶ୍ରୀ ମିଶ୍ର, ଅଧ୍ୟାପକ ମୁନା ମହାକୁଡ଼ , ସତ୍ୟ ନାରାୟଣ ପଣ୍ଡା, ଅଣ ଶିକ୍ଷକ କର୍ମଚାରୀ ସୁନିଲ ମିଶ୍ର, ମିନ କେତନ କର୍ମୀ ପ୍ରମୁଖ ସମସ୍ତ ଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିଲେ l ଅଧ୍ୟାପକ ଆର୍ତ୍ତ ତ୍ରlଣ ମହାକୁଡ଼ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026

You Might Also Like