-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଖୋଳତାଳ ବଜାଇ ଅଶ୍ଳିଳ ସଙ୍କୀର୍ତ୍ତନ ପରିବେଷଣ ବନ୍ଦ ଦାବି କଲା ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ସଙ୍କୀର୍ତ୍ତନ ରେ କମ୍ପିଲା ଜିଲ୍ଲାପାଳ କାର୍ଯ୍ୟାଳୟ

28-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ଏକ ଅଭିନବ ଉପାୟ ରେ ଅଶ୍ଳିଳ ଓ ଦ୍ବିଅର୍ଥ ବୋଧକ ସଙ୍କୀର୍ତ୍ତନ ପରିବେଷଣ ବନ୍ଦ କରିବାକୁ ବୁଧବାର ଜିଲ୍ଲା ପ୍ରଶାସନ ପାଖରେ ଦାବି ଜଣାଇଛି । ପରିଷଦ ର କାର୍ଯ୍ୟକାରୀ ସଭାପତି ପ୍ରମୋଦ ଦାଶ ଓ ସମ୍ପାଦକ ପଣ୍ଡିତ ଜୟ ଦେବ ପଣ୍ଡା ଙ୍କ ନେତୃତ୍ବ ରେ ବରଗଡ଼ ଜିଲ୍ଲା ର ୧୨ ଗୋଟି ବ୍ଲକ ର ବିଭିନ୍ନ ସଙ୍କୀର୍ତ୍ତନ ମଣ୍ଡଳୀ ର ସଦସ୍ୟ ଏକତ୍ରିତ ହୋଇ ଗାନ୍ଧୀ ଛକ ରୁ ପାରମ୍ପରିକ ସଙ୍କୀର୍ତ୍ତନ  ରେ ଖୋଳ କରତାଳ ଓ ହରି ନାମ ସଙ୍କୀର୍ତ୍ତନ ଧ୍ବନି ରେ  ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଅଭିମୁଖେ ଶୋଭାଯାତ୍ରା ରେ ବାହାରିଥିଲେ । ଜିଲ୍ଲାପାଳ ଆଦିତ୍ୟ ଗୋୟଲ୍  ଙ୍କ କାର୍ଯ୍ୟାଳୟ ସମ୍ମୁଖ ରେ ଆରମ୍ଭ ହୋଇଥିଲା ନାମ ସଙ୍କୀର୍ତ୍ତନ । ତେବେ କିଛି ସମୟ ପାଇଁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ନାମ ସଙ୍କୀର୍ତ୍ତନ ରେ ପ୍ରକମ୍ପିତ ହୋଇଥିଲା ।ପରେ ପରେ  ଜିଲ୍ଲାପାଳ ଙ୍କୁ ଭେଟି ସମ୍ପ୍ରତି ଭାବଭକ୍ତି ର ସଙ୍କୀର୍ତ୍ତନ କିପରି ଅପସଂସ୍କୃତି ଆଡ଼କୁ ଯାଉଛି ଓ ଦିନକୁ ଦିନ ଅଶ୍ଲିଳତା ବଢ଼ି ବଡି ଚାଲିଛି ସେ ବିଷୟ ରେ ଦୃଷ୍ଟି ଆକର୍ଷଣ କରାଯିବା ସହ ତୁରନ୍ତ ଜିଲ୍ଲା ରେ ଏଭଳି ସଙ୍କୀର୍ତ୍ତନ ପରିବେଷଣ ଉପରେ ରୋକ ଲଗାଇବା ସହ ବନ୍ଦ କରିବାକୁ ଦାବି କରି ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା । ତେବେ ଜିଲ୍ଲାପାଳ ସଙ୍କୀର୍ତ୍ତନ ପରିଷଦ ର ଦାବି ପତ୍ର ଗ୍ରହଣ କରିବା ସହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦୃଢ଼ ପ୍ରତିଶ୍ରୁତି ପ୍ରଦାନ କରିଥିଲେ ।ପରିଷଦ ର ଉପଦେଷ୍ଟା ତଥା ବରିଷ୍ଠ ସଦସ୍ୟ ଓ ବ୍ଲକ  ସଂଯୋଜକ ମାନଙ୍କ ମଧ୍ୟରେ ଲଳିତ ମୋହନ ପଣ୍ଡା,ରାମ ଚନ୍ଦ୍ର ସାହୁ ,ନିଲ ଦେବତା, ମିନ କେତନ ମେହେର,ଗୌର ସାହୁ,ମନୋଜ ଖମାରୀ ,ଶିବ ନାରାୟଣ ଭୋଇ ,ଗୋରା ଚାନ୍ଦ ସାହୁ, ସୌମୀତ୍ରୀ ଦାସ ,ଥଣ୍ଡା ରାମ ପଟେଲ,ତାରାଚାନ୍ଦ୍ ପଟେଲ,ହେମ ସାଗର ପଟେଲ ନାରାୟଣ ବାବା ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like