-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲାରେ ଅଣଧାନ ଚାଷକୁ ପ୍ରୋତ୍ସାହନ ଦେବାପାଇଁ ବୁଲିଲା ସଚେତନତା ରଥ l

28-Aug-2024



ନୂଆପଡା  (ରାମନାଥ ପଣ୍ଡା)
ଜିଲ୍ଲାରେ କୃଷି ଓ କୃଷକ ମାନଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ବୃହତ ଜଳସେଚନ ପ୍ରକଳ୍ପ ଅଂଚଳରେ ଅଣଧାନ ଚାଷକୁ କୃଷି ବିଭାଗ ତରଫରୁ ବହୁ ଗୁରୁତ୍ୱ ଦିଆଯାଉଛି।  ଫସଲ ବିବିଧକରଣ ଯୋଜନା ମାଧ୍ୟମରେ ଚାଷି ମାନଙ୍କ ତାଲିମ, ଶିକ୍ଷା ଓ ଯୋଗାଯୋଗ ଦ୍ୱାରା ପ୍ରୋତ୍ସାହନ ଓ ଦକ୍ଷତା ବୃଦ୍ଧି ନିମନ୍ତେ ନୂଆପଡା ଜିଲ୍ଲାରେ ଏହାର ପ୍ରଚାର ପ୍ରସାର ନିମନ୍ତେ ବୁଲିବ ଫସଲ ବିବିଧକରଣ ରଥ l ଆଜି ଦିନ ୧୦ ଟା ୩୦ ମି ସମୟରେ ଏହିଭଳି ଦୁଇଟି କୃଷିରଥକୁ ଜିଲ୍ଲାପାଳ ମଧୁସୂଦନ ଦାଶ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସବୁଜ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି l ଏହି ଅବସରରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଭୀମସେନ ଶବର, ଜିଲ୍ଳା ମୁଖ୍ୟ କୃଷି ଅଧିକାରୀ ବାବୁଲି ଚରଣ ସେଠି ପ୍ରଦୀପ ପ୍ରଜ୍ବଳନ କରି 
କାର୍ଯ୍ୟକ୍ରମର ସଫଳତା କାମନା କରିଥିଲେ l ସୂଚନା ଯୋଗ୍ୟ ଯେ ଏହି ଖରିଫ ଋତୁରେ ଜିଲ୍ଳାର ବୃହତ ଜଳସେଚନ ପ୍ରକଳ୍ପ ଅଂଚଳର ଚାରୋଟି କ୍ଲଷ୍ଟର ରେ ୬୦୦୦ ହେକ୍ଟର  ଜମିରେ ତୈଳବିଜ, ମିଲେଟ, ପନିପରିବା, ଡାଲିଜାତୀୟ ଫସଲ,କପା ଭଳି ଅଣଧାନ ଚାଷ କରାଇବା ପାଇଁ କୃଷି ବିଭାଗ ଲକ୍ଷ୍ୟ ରଖିଛି l କାର୍ଯ୍ୟକ୍ରମର ପ୍ରଥମ ବର୍ଷରେ ୮୯୦୩ ଜଣ କୃଷକଙ୍କ ୫୦୯୦ ହେକ୍ଟର ଜମିରେ ଅଣଧାନ ଚାଷ ପାଇଁ ୫ କୋଟି ୨୧ ଲକ୍ଷ ୨୩ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଦିଆଯାଇଛି l ଏହିଭଳି ଜନ ସଚେତନତା ରଥ ମାଧ୍ୟମରେ କୃଷକ ମାନଙ୍କ ମନରେ ଅର୍ଥକାରୀ ଅଣଧାନ ଚାଷ ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ଜିଲ୍ଲପାଳ କୃଷି ବିଭାଗର ଅଧିକାରୀ ତଥା କର୍ମଚାରୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି l କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ନୂଆପଡା କ୍ଲଷ୍ଟରରେ ଆର ସି ଡି ସି, କୋମନାରେ ସିପିଏସଡବ୍ଲୁ, ବୋଡେ଼ନରେ ପଲ୍ଲୀବିକାଶ, ସିନାପାଲିରେ ଲୋକଦୃଷ୍ଟି ସଂସ୍ଥାକୁ ଦାୟିତ୍ୱ ପ୍ରଦାନ କରାଯାଇଛି l ଏହାର ଅଧିକାରୀ ମାନଙ୍କ ସହ ଆଜିକାର ଏହି କାର୍ଯ୍ୟକ୍ରମରେ ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ସତ୍ୟଭୂଷଣ ନାଗ ବ୍ଲକ କୃଷି ଅଧିକାରୀ ନୂଆପଡା, ସହାୟକ କୃଷି ଅଧିକାରୀ ଆଶିଷ ମେହେର, ଆଭାସ ନାଏକ, ବର୍ଷା ଆଜାଦ, ସ୍କିମ ଅଫିସର ଦୀପଶ୍ରୀ ମଣ୍ଡଳ, ଡି ଏଲ ଏମ ସୌମ୍ୟ ରଞ୍ଜନ ପଣ୍ଡା, କୃଷି ବିଭାଗର ଓଭରସିଅର ଗଣ , ଗ୍ରାମ୍ୟ କୃଷି କର୍ମଚାରୀ ଗଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like