-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଖରାଳି ବ୍ରାହ୍ମଣୀ ପାହାଡ଼ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

28-Aug-2024



ମୁରିବାହାଲ(ସୁଦାମ ଚରଣ ବଘାର) ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଲିସିରା ଗ୍ରାମପଂଚାୟତ ଅଧିନସ୍ଥ ଖରାଲି ଗ୍ରାମ ନିକଟରେ ଅବସ୍ଥିତ ବ୍ରାହ୍ମଣୀ ପାହାଡ଼ ତଥା ରହେନଚୁଆ ମୁଣ୍ଡା ପର୍ଯ୍ୟଟନ ସ୍ଥଳୀରେ ବୁଧବାର ଦିନ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡବ୍ଲୁଓଡିସି ସଦସ୍ୟ ତଥା ପୂର୍ବତନ ମୁରିବାହାଲ ବ୍ଲକ ଅଧ୍ୟକ୍ଷ ଓ  ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ  ହଂସରାଜ ଜୈନଙ୍କ ନେତୃତ୍ୱରେ ଏବଂ ସରପଞ୍ଚ  ଦେବରାଜ ପାତ୍ର ଓ ଶ୍ରୀ ସିଦ୍ଧି ଲିଙ୍ଗେଶ୍ୱର ମହାଦେବ ମନ୍ଦିର ସ୍ୱାମୀ ମୁରଲୀଧରାନନ୍ଦ ଚେରିଟେବୁଲ ଟ୍ରଷ୍ଟର ସମସ୍ତ ଟ୍ରଷ୍ଟିଙ୍କ ସହଯୋଗରେ ୧ ଶହ ରୋୟାଲ ପାଲ୍ମ ଗଛରୋପଣ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମରେ କୁମୁଡା ପାହାଡ଼ ସୁରକ୍ଷା ସମିତିର ସଭାପତି  ଉପେନ୍ଦ୍ର ବାଗ, ବରିଷ୍ଠ ସମାଜସେବୀ ଦେବାନନ୍ଦ ସାହୁ, ବରିଷ୍ଠ ବିଜେଡି ନେତା  ଦିଲିପ କୁମାର ପୃଷ୍ଟି,  ଦିଲିପ ମହାନ୍ତି, ପୂର୍ବତନ ସରପଞ୍ଚ କ୍ଷିତିପତି ମହାକୁର,ପୂର୍ବତନ ସରପଞ୍ଚ ଡୁଲାମଣି ବାଗ,ଟ୍ରଷ୍ଟି  ସବ୍ୟସାଚୀ ବେହେରା, ଟ୍ରଷ୍ଟି କିଶୋର ବେହେରା,ଟ୍ରଷ୍ଟ ସମ୍ପାଦକ ପୁଲସ୍ତି ବେହେରା, ବଳିୟାର ସିଂମାଝୀ,ପତରଙ୍ଗୀ ମାଝୀ, ଲଳିତମୋହନ ମହାନ୍ତି,କଷ୍ୟପ ସରାଫ,ଦୁଃଖିଶ୍ୟାମ ବେହେରା, ତୁଷାର ବାଗ, ପୂର୍ଣ୍ଣଚନ୍ଦ୍ର ସାହୁ, ଚନ୍ଦ୍ର ବାଗ,ଦାମୋଦର ନାଗ, ପିଣ୍ଟୁ ଦୀପ, ତପନ ଦୀପ, ବରୁଣ ଲୁହା, ଶରତ ପୁଟେଲ, କ୍ଷୀରସାଗର ଧରୁଆ,ସୁଜିତ କୁମାର ବେହେରା, ରାମଚନ୍ଦ୍ର ମାଝୀ, ପ୍ରକାଶ ସାହୁ,ଦେବେନ୍ଦ୍ର ମେର୍ଲି, ବୃଷକେତୁ ଛତର, ତୀର୍ଥ ପଧାନ, ଖଗେଶ୍ୱର ପଧାନ, ମାଗଶିର ପଧାନ, ରାମୁ ନିଆଲ, ନେତ୍ର ମେର୍ଲି ସହିତ ବହୁ ସଂଖ୍ୟାରେ ଟ୍ରଷ୍ଟ ସଦସ୍ୟ ଯୋଗଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like