-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||     

HOME   ଦେଶ ବିଦେଶ

ଆଜି ସାରା ଦେଶରେ କରୋନା ଟିକାର ଡ୍ରାଏ ରନ୍ ଆରମ୍ଭ ହୋଇଯାଇଛି। ୧୧୬ ଜିଲ୍ଲାରେ ୨୫୯ଟି କେନ୍ଦ୍ରରେ ଟିକାର ଡ୍ରାଏ ରନ୍ ଚାଲିଛି। ପ୍ରତ୍ୟେକ ଭାରତୀୟଙ୍କୁ ମାଗଣାରେ ଟିକା ଦିଆ ଯିବ- କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

02-Jan-2021



(ପ୍ରେରଣା ଖବର ବ୍ୟୁରୋ) - ଏହି ସମୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ନିଜେ ଦିଲ୍ଲୀର ଜିଟିବି ହସ୍ପିଟାଲ ପହଁଚି ସ୍ଥିତି ସମୀକ୍ଷା କରିଛନ୍ତି। ଦେଶବାସୀ ଅଯଥା ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ହସ୍ପିଟାଲରୁ ବାହାରି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଭ୍ୟାକସିନର ସୁରକ୍ଷା ସୁନିଶ୍ଚିତ କରିବା ସରକାରଙ୍କର ପ୍ରାଥମିକତା। ପୋଲିଓ ଭ୍ୟାକସିନ ଦେବାବେଳେ ମଧ୍ୟ ଅନେକ ଗୁଜବ ସୃଷ୍ଟି କରାଯାଉଥିଲା। କିନ୍ତୁ ଲୋକମାନେ ପୋଲିଓ ଟିକା ଲଗାଉଥିଲେ। ଏଥିପାଇଁ ଆଜି ଭାରତ ପୋଲିଓ ମୁକ୍ତ ହୋଇପାରିଛି। ଭାତର ସରକାର ଦେଶର ଲୋକଙ୍କୁ କରୋନା ମୁକ୍ତ ରଖିବା ପାଇଁ ଚାହୁଁଛନ୍ତି। ଭ୍ୟାକସିନର ବିକାଶ ଏବଂ ଟିକାକରଣ ଏହି ପ୍ରକ୍ରିୟାର ଏକ ଅଂଶ। ଏଥିପାଇଁ ଟିକାକୁ ନେଇ ପ୍ରଚାର କରାଯାଉଥିବା ଅଯଥା ଗୁଜବ ଉପରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ଏହି ଅଭିଯାନରେ ସମସ୍ତେ ସହଯୋଗ କରିବାକୁ ହର୍ଷବର୍ଦ୍ଧନ କହିଛନ୍ତି l କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, ଗତ ଥର ୪ଟି ରାଜ୍ୟରେ ଡ୍ରାଏ ରନ୍ ହୋଇଥିଲା। ଏହାପରେ ଏସଓପିରେ କିଛିଟା ପରିବର୍ତ୍ତନ କରାଯାଇଛି। ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଡ୍ରାଏ ରନ୍ କରୁଛନ୍ତି। ଟିକାକରଣ ବେଳେ ଯେମିତି ହେବାକଥା ସବୁକିଛି ଠିକ୍ ସେହିପରି ହେବ । ସୁରକ୍ଷିତ ବ୍ୟବସ୍ଥା ଗ୍ରହଣ କରାଯିବା ସହ ଡାଟା ଅପଲୋଡ୍ ବାବଦରେ ମଧ୍ୟ ସମୀକ୍ଷା କରାଯାଉଛି ବୋଲି ସେ କହିଛନ୍ତି।
ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କରୋନା ଭ୍ୟାକସିନର ଡ୍ରାଏ ରନ୍ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଡ୍ରାଏ ରନ୍ ବେଳେ ଟିକାକରଣ ଅଭିଯାନ ସହ ଜଡିତ ସମସ୍ତ ପ୍ରକ୍ରିୟାକୁ ପାଳନ କରାଯିବ। ୧୧୬ ଜିଲ୍ଲାର ୨୫୯ଟି ସ୍ଥାନରେ ଡ୍ରାଏ ରନ୍ ଚାଲିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ କହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026

You Might Also Like