-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ସୁସ୍ଥ ଓ ସ୍ଵଚ୍ଛ ପରିବେଶ ନେଇ ବିଚାରବିମର୍ଷ: ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲା ମାହେଶ୍ୱରୀ ସଂଗଠନ

28-Aug-2024



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ମାହେଶ୍ୱରୀ ସ୍ବେଚ୍ଛାସେବୀ ସଂଗଠନର ସ୍ଵଚ୍ଛତା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ 'ସ୍ଵଚ୍ଛତା ଓ ସଂଯମତା' ବିଗତ ଜୁନ ମାସ ଠାରୁ ଆରମ୍ଭ ହୋଇ ବଲାଙ୍ଗୀର ଓ ଟିଟିଲାଗଡ଼ର ସମସ୍ତ ୱାର୍ଡ ତଥା ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଭାବରେ ଜାରିରହିଛ। ମୁଖ୍ୟତଃ ମହିଳା ମାନଙ୍କ ସ୍ଵାସ୍ଥ୍ୟ ଏବଂ କିଭଳି  ସୁସ୍ଥ ପରିବେଶ ଏବଂ ସ୍ଵାସ୍ଥ୍ୟ ଉଭୟ ପରିପୁରକ ଏହି ବାର୍ତ୍ତା  ଲୋକଙ୍କୁ ପହଞ୍ଚାଇବାକୁ ଏହି କାର୍ଯ୍ୟକ୍ରମ ହାତକୁ ନେଇଥିବା ସଂଗଠନ ପକ୍ଷରୁ ସୁଚନା ମିଳିଛି।ଏ ସଂପର୍କିତ ଆଲୋଚନା କରିବା ପାଇଁ ମାନ୍ୟବର ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ, ସଭାପତି ଶୋଭନ ଅଗ୍ରୱାଲ,ସକ୍ରିୟ ସଦସ୍ୟ ତୁଷାର ରଞ୍ଜନ ଦାସ, ବିବେକାନନ୍ଦ ପଟେଲ  ସାକ୍ଷାତକରି ଆଲୋଚନା କରିଛନ୍ତି। ମାନ୍ୟବର ମନ୍ତ୍ରୀ ସରକାରୀ ସ୍ତରରେ ସମସ୍ତ ସୁବିଧା ଯଥା ସମ୍ଭବ ଚେଷ୍ଟା କରିବେ ବୋଲି କହିଛନ୍ତି। ମହିଳା ମାନଙ୍କ ସ୍ଵଚ୍ଛତା ପ୍ରତି ଏହି ଅଭିଯାନ କୁ ଗୁରୁତ୍ଵ ଦେଇ ଓଡ଼ିଶା ର ସବୁ ଜିଲ୍ଲାରେ ଏହି ସାମାଜିକ ବାର୍ତ୍ତାକୁ ବିସ୍ତାର କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like