-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବାରଝୁଲା ଝାଡାବାନ୍ତି ଘଟଣା ଆଜି ଆଉ ଚାରିଜଣ ଆକ୍ରାନ୍ତ ପରିଦର୍ଶନ କଲେ ଡ଼ାକ୍ତରୀ ଦଳ -ଜଳ ନମୁନା ସଂଗ୍ରହ, ଆହୁରି ୪ ଆକ୍ରାନ୍ତ ଚିହ୍ନଟ

29-Aug-2024



ବୀରମହାରାଜପୁର ,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଝଡ଼ାବାନ୍ତି ବ୍ୟାପି ପ୍ରାୟ  ୯ ଜଣ ଲୋକ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଥିଲା। ଏନେଇ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରୁ ଡ଼ାକ୍ତରୀ ଦଳ ଉକ୍ତ ଗ୍ରାମକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଥିବା ଜଣାଯାଇଛି। ଆଜି ଆହୁରି ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି।ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଘରେ ରହି ଦୁଇ ଜଣ ଚିକିତ୍ସିତ ହେଉଥିବାବେଳେ ଆଜି ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ସୁସ୍ଥ ହୋଇ ଦୁଇ ଜଣ ଘରକୁ ଫେରିଥିବା ମଧ୍ୟ ସୂଚନା ମିଳିଛି। 
ସୋନପୁରରୁ ଆସିଥିବା ଡ଼ାକ୍ତରୀ ଦଳରେ ଡ଼.ରମେଶ ଚନ୍ଦ୍ର ସ୍ୱାଇଁ, ସୁବ୍ରତ ପାଣିଗ୍ରାହୀ, ବୋଲାରି ଦାଶ, ନାରାୟଣ ରଥ ପ୍ରମୁଖ ସାମିଲ ଥିଲେ। ସେହିଭଳି ବୀରମହାରାଜପୁର ଡ଼ାକ୍ତରଖାନାରୁ ଯାଇଥିବା ଟିମରେ ଫାର୍ମାସିଷ୍ଟ ଗଦାଧର ସୁରୁଜାଲ, ସ୍ବାସ୍ଥ୍ୟ କର୍ମୀ ଗିରିଧାରୀ ସାହୁ, ଗାଁର ଆଶା କର୍ମୀ ସରୋଜିନୀ ବାଘ, ଅଙ୍ଗନୱାଡ଼ି କର୍ମୀ ପ୍ରଭାତୀ ଥପା ପ୍ରମୁଖ ସାମିଲ ଥିଲେ। ଡ଼ାକ୍ତରୀ ଦଳ ଲୋକମାନଙ୍କୁ ଦୂଷିତ ପାଣି ବ୍ୟବହାର ନ କରିବାକୁ ପରାମର୍ଶ ଦେବା ସହ ଗାଁରେ ଥିବା ବିଭିନ୍ନ କୂଅ, ନଳକୂଅ ଓ ଗାଁକୁ ଯୋଗାଣ ହେଉଥିବା ଜଳର ନମୁନା ପରୀକ୍ଷା ପାଇଁ ସଂଗ୍ରହ କରିଥିବା ଜଣାଯାଇଛି। ଆଜି ମଧ୍ୟ ଆଶା ଓ ଅଙ୍ଗନୱାଡ଼ି କର୍ମୀ ଗାଁରେ ଘର ଘର ବୁଲି ଲୋକମାନଙ୍କୁ ଆବଶ୍ୟକ ସତର୍କତା ଅବଲମ୍ବନ ନେଇ ସଚେତନ କରିଥିବା ଜଣାପଡ଼ିଛି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like