-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲା ବିଜେଡି ର ସାମ୍ବାଦିକ ସମ୍ମିଳନୀ

29-Aug-2024



ହରଭଙ୍ଗା(ଦେବବ୍ରତ ଦାଶ)ବୌଦ୍ଧ ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ଆଜି ବିଜୁ ଜନତାଦଳ ପକ୍ଷରୁ ବୌଦ୍ଧ ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ଡବଲ ଇଞ୍ଜିନ ସରକାରର କାର୍ଯ୍ୟଧାରା ଉପରେ ପ୍ରଶ୍ନ ଉଠାଯାଇଛି l ପ୍ରଥମତଃ ସର୍ବଶିକ୍ଷା ଅଭିଯାନରେ ପ୍ରତ୍ୟେକ ବର୍ଷ ଅଙ୍ଗନବାଡ଼ି ଠାରୁ ଆରମ୍ଭ କରି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀଙ୍କୁ ପୋଷାକ ଓ ଜୋତା ମୋଜା ବଣ୍ଟନ କରାଯାଇଥାଏ l ମାତ୍ର ଅଗଷ୍ଟ ସରିବାକୁ ବସିଲାଣି ଓ ଶିକ୍ଷାବର୍ଷର ପାଖା ପାଖି ଅଧା ସମୟ ସରିବାକୁ ବସିଲାଣି ହେଲେ ଏଯାବତ ଏ ଜିଲ୍ଲାର କୋମଳମତି ଶିଶୁ  ଏଯାଏଁ ମିଳିପାରିନାହିଁ । ସମସ୍ତେ ଜାଣନ୍ତି ଏ ସରକାର ସୁଭଦ୍ରା ଯୋଜନା ନାଁରେ ମହିଳାଙ୍କ ସହ ପ୍ରତାରଣା ,  ବିଜୁଳି ବିଲ 300 ୟୁନିଟ ଛାଡ଼ କରିବ  ,  ବାର୍ଦ୍ଧକ୍ୟ , ବିକଳାଙ୍ଗ ଓ ବିଧବା ଭତ୍ତା ତିନି ହଜାର ଦେବ କହି କହି ସାରା ଓଡିଶାବାସୀଙ୍କ ସହ ପ୍ରତାରଣା କରି ସାରିଛି । ଏହି ଜିଲ୍ଲାଦେଈ ସର୍ବାଧିକଦୈର୍ଘ୍ୟ ପ୍ରବାହିତ ମହାନଦୀ l ଏହି ମହାନଦୀ କୂଳରେ ଭରିହୋଇ ରହିଛି ବାଲୁକା ସମ୍ପଦ l ସାରା ରାଜ୍ୟର ଚିତ୍ରଠାରୁ ବୌଦ୍ଧର ଚିତ୍ର କିଛି ଭିନ୍ନନୁହେଁ ଏଠୁ ଅବାଧରେ ଚାଲିଛି ବାଲିର ଚୋରାଚାଲାଣ l ଏ ଜିଲ୍ଲାରେ ଏକ ମାଇନିଙ୍ଗ ବିଭାଗ ଓ ରାଜସ୍ୱ ବିଭାଗ ସମ୍ପୂର୍ଣ୍ଣ ନୀରବଦ୍ରଷ୍ଟା ହୋଇ ହାତବାନ୍ଧି ବସିବା ଆଶ୍ଚର୍ଯ୍ୟର ବିଷୟ l ସାଧାରଣତଃ ମୌସୁମୀ ସମୟରେ ନଦୀରୁ ବାଲିଉତ୍ତୋଳନ ବନ୍ଦଥାଏ ମାତ୍ର ବର୍ତମାନ ଯେଉଁଆଡ଼େ ଦେଖିବ ହରଭଙ୍ଗାରୁ କଣ୍ଟମାଳ ଯାଏଁ ବାଲିର କୃତ୍ରିମ ପାହାଡ଼ ଗଦା ହୋଇ ବେଆଇନ ବାଲି ଗଛିତ ହୋଇ ରହିଛି l ସାମାନ୍ୟ ବର୍ଷା ଛାଡିଲେ ନଦୀ ଭିତରୁ ବାଲି ଉତ୍ତୋଳନ ଚାଲିଛି l ପ୍ରତ୍ୟହ ଜଗନ୍ନାଥ ସଡ଼କ ଏବଂ ଧଳପୁର ବ୍ରିଜ ଦେଈ ଶହ ଶହ ଟ୍ରିପ ବାଲି ଆଠମଲ୍ଲିକ ଦେଈ ବାହାର ଜିଲ୍ଲାକୁ ଚାଲାଣ ହେଉଛି l କନ୍ଧମାଳ ଦେଈ ପଡୋଶୀ ଆନ୍ଧ୍ରକୁ ଏବଂ କନ୍ଧମାଳ, ସମ୍ବଲପୁର, ଦେବଗଡ଼ ପ୍ରଭୃତି ଅଞ୍ଚଳକୁ ବାଲି ଚାଲାଣ ମଧ୍ୟ ହେଉଛି l ଖାଲି ସେତିକି ନୁହେଁ ବର୍ତ୍ତମାନ ପୁରୁଣା କଂଗ୍ରେସ ସରକାର ଭଳି ବୌଦ୍ଧରେ ଆରମ୍ଭ ହୋଇଛି ପିସି ଯୁଗର l ଉଭୟ ହରଭଙ୍ଗା ଓ ବୌଦ୍ଧ ବ୍ଲକରେ 25/30ପ୍ରତିଶତ ପିସି ନଦେଲେ  ଫାଇଲ ଆଗକୁ ବଢୁନି l ପୂର୍ବ ସରକାର ଯେତେଉନ୍ନତି ମୂଳକ ଯୋଜନାରେ ଆମ ଜିଲ୍ଲାକୁ ଅର୍ଥବରାଦ କରିଥିଲେ, ନୂଆ ସରକାର ଆସିଲାପରେ ସମସ୍ତ ଉନ୍ନୟନ ଯୋଜନା ଠପ ହୋଇ ପଡ଼ିରହିଛି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like