-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଭାଲୁ ଆକ୍ରମଣ ରେ ଯୁବକ ଗୁରୁତର

29-Aug-2024



ହରଭଙ୍ଗା(ଦେବବ୍ରତ ଦାଶ ଙ୍କ ରିପୋର୍ଟ )ମଣିଷ ନୁହେଁ ଭାଲୁ ସହ ମୁହାଁମୁହିଁ । ପ୍ରାୟ ୨୦ ମିନିଟ ଧରି ଚାଲିଥିଲା ଭାଲୁ ମଣିଷ ସଙ୍ଘର୍ଷ । ଭାଲୁ ସହ ସଂଘର୍ଷ କରି ଭାଲୁ ମୁହଁରୁ ଅଳ୍ପକେ ବର୍ତିଲେ ଯୁବକ । ଭାଲୁ କାମୁଡ଼ାରେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି । ଯୁବକ ଜଣକ ହେଲେ ବୌଦ୍ଧ ଜିଲ୍ଲା କୁସଙ୍ଗ ବନ୍ୟପ୍ରାଣୀ ରେଞ୍ଜ ଅତଳସରା ଗ୍ରାମର ପଦ୍ମ ଚରଣ ନାୟକ । ସକାଳୁ ବିଲରେ କାମ କରୁଥିବା ବେଳେ ଜଙ୍ଗଲ ରୁ ଭାଲୁ ଆସି କରିଥିଲା ଆକ୍ରମଣ । ଗୁରୁତର ଅବସ୍ଥା ରେ ହରଭଙ୍ଗା ଚିକିତ୍ସାକେନ୍ଦ୍ର ରେ ଭର୍ତ୍ତି । ସୂଚନା ମୁତାବକ ବୌଦ୍ଧ ଜିଲ୍ଲା କୁସଙ୍ଗ ବନ୍ୟପ୍ରାଣୀ ରେଞ୍ଜ ଅତଳସରା ଗ୍ରାମର ପଦ୍ମ ଚରଣ ନାୟକ ସକାଳୁ ସକାଳୁ ବିଲରେ କାମ କରିବା ପାଇଁ ଯାଇଥିଲେ । କାମ କରୁ ଥିବା ସମୟରେ ତାଙ୍କ ପଟକୁ ଏକାବେଳେ ୩ଟି ଭାଲୁ ଜଙ୍ଗଲ ରୁ ମାଡି ଆସିଥିଲେ । ଏହା ଦେଖି ପଦ୍ମ ଜୀବନ ବଞ୍ଚାଇବା ପାଇଁ ଦୌଡ଼ି ଥିଲେ କିନ୍ତୁ ପଛପଟୁ ଗୋଟିଏ ଭାଲୁ ତାଙ୍କ ଉପରୁ ଝାମ୍ପ ମାରିଥିଲା । ଫଳରେ ପଦ୍ମ ତଳେ ପଡି ଯାଇ ପାଟି କରିଥିଲେ କିନ୍ତୁ କେହି ପାଖରେ ନଥିଲେ । ତେଣୁ ପଦ୍ମ ନିଜେ ତଳୁ ଟେକା ଓ ହାତରେ

ଧରିଥିବା କୋଡ଼ିରେ ଭଲ ଉପରକୁ ଆକ୍ରମଣ କରିଥିଲେ । ଏଭଳି ଜୀବନ ବଞ୍ଚାଇବା ପାଇଁ ପ୍ରାୟ ୨୦ ମିନିଟ ଧରି ସଂଘର୍ଷ ଚାଲିଥିଲା । ପରେ ଭାଲୁ ଦଳ ହାରମାନି ଜଙ୍ଗଲ କୁ ପଳେଇ ଥିଲେ । କିନ୍ତୁ ସଂଘର୍ଷ ରେ ପଦ୍ମ ଙ୍କ ହାତ ଓ ଗୋଡ ଗଭୀର ଆଘାତ ଲାଗିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ହରଭଙ୍ଗା ମେଡ଼ିକାଲ ଭର୍ତ୍ତି କରିଥିଲେ । । ଏବେ ତାଙ୍କ ପ୍ରାଥମିକ ଚିକିତ୍ସା ଦିଆଯାଇ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି । ଏଭଳି ପଦ୍ମ ଙ୍କ ସାହାସିକତା କୁ ନେଇ ସାରା ଅଞ୍ଚଳ ରେ ଚର୍ଚ୍ଚାର ବିଷୟ ପାଲଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like