-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡ଼ା ଦିବସ ୨୦୨୪ ପାଳିତ

29-Aug-2024



ରାୟଗଡ଼l(ସୁପ୍ରିୟା ଷଡଙ୍ଗୀ): ହକି କିମ୍ବଦନ୍ତୀ ମେଜର ଧ୍ୟାନ ଚlନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳିତ ହୋଇଯାଇଛି l ଆଜି ଏହି ଉପଲକ୍ଷେ ରାୟଗଡ କ୍ରୀଡା ବିଭାଗ ତରଫରୁ ସମୂହ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲାପାଳ ଶ୍ରୀ ଭାସ୍କର ଚନ୍ଦ୍ର ରଇତ ମୁଖ୍ୟ ଅତିଥି,ଉପଜିଲ୍ଲାପାଳ

ରାୟଗଡ, କଲ୍ୟାଣୀ ସଂଘମିତ୍ରା ଦେଵୀ,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲିନୁର,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ କାଳୁଚରଣ ନାୟକ, ବ୍ୟାଡ଼ମେଣ୍ଟନ ସଂଘର କର୍ମକର୍ତ୍ତା,କ୍ରୀଡ଼ାବିତ,  ଯୋଗ ଦେଇ  ପ୍ରବାଦ ପୁରୁଷ ଧ୍ୟାନଚାନ୍ଦଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରିବା ପରେ ସ୍ଥାନୀୟ ସଦଭାବନା କ୍ରୀଡ଼ାଙ୍ଗନ ଠାରୁ ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ପଦଯାତ୍ରାରେ କ୍ରୀଡା ଶିକ୍ଷକ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ଜନସାଧାରଣ, ଗଣମାଧ୍ୟମ ପ୍ରତିନିଧି, କଲେଜ,ସ୍କୁଲର ଛାତ୍ର ଛାତ୍ରୀ ବହୁ ସଂଖ୍ୟାରେ ଯୋଗ ଦେଇ ସହରର ଆର ଆଇସି ଛକ ଦେଇ  ମଙ୍ଗଳା ମନ୍ଦିର ପର୍ଯ୍ୟନ୍ତ ଯିବା ପରେ ସେଠାରୁ ପୁଣି ଫେରି ସଦଭାବନା କ୍ରୀଡ଼ାଙ୍ଗନ

ଠାରେ ସମାପନ ହୋଇଥିଲା । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ମହିଳା ମହା ବିଦ୍ୟାଳୟର କ୍ରୀଡା ଅଧ୍ୟାପିକା ରିତା ରାଣୀ ମିଶ୍ର,ୱେଟ ଲିଫଟିଙ୍ଗ ସଂଘର ଦୋରା କଣ୍ଡଗିରି, ବ୍ୟଡ଼ମୀଣ୍ଟନ ସଂଘର ମୁନା ବୈରଭ ଜୈନ,ଫୁଟବଲ ସଂଘର ମନୋଜ କୁମାର ନାୟକ,ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଅନ୍ୟାନ୍ୟ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶିକ୍ଷୟତ୍ରୀ, କ୍ରୀଡ଼ାବିତ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like