-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସ୍ତ୍ରୀ ର ହତ୍ୟା ଅଭିଯୋଗରେ ସ୍ଵାମୀ ଥାନା ରେ ଅଟକ

29-Aug-2024



ବ୍ରହ୍ମପୁର(କୈଳାଶ ଚନ୍ଦ୍ର ଚୌଧୁରୀ):  ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହି ଗାଁ ରେ ଏକ ଅଭାବନୀୟ ଘଟଣା ଘଟି ଝୁନୁ ସ୍ବାଇଁ ନାମ୍ନୀ ଜଣେ ମହିଳାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ହତ୍ୟା ଘଟଣାରେ ଅଭିଯୁକ୍ତ ସ୍ଵାମୀ ରାଜେନ୍ଦ୍ର କୁମାର ଯେନାକୁ ପୋଲିସ ଘଟଣାସ୍ଥଳରୁ ଉଠେଇ ଆଣି ଥାନାରେ ଅଟକ ରଖି ପଚରା ଉଚୁରା କରୁଛନ୍ତି।
ଘଟଣାରୁ ଜଣାପଡିଛି ଯେ ଅଭିଯୁକ୍ତ ୫୫ ବର୍ଷିୟ ରାଜେନ୍ଦ୍ର ପତ୍ନୀ ଝୁନୁ ସହିତ ଘରେ ପ୍ରାୟ କଳିକଜିଆ ହୁଏ। କିନ୍ତୁ ଗତକାଲି ରାତିରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ଓ ଏହି ସମୟରେ ସ୍ବାମୀ ରାଜେନ୍ଦ୍ର ଏକ ସାବୁଳ ଜରିଆରେ ଝୁନୁ ର ମୁଣ୍ଡକୁ ଶକ୍ତ ପ୍ରହାର ଦେବା ଫଳରେ ପତ୍ନୀ ଝୁନୁ ର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଖବର ପାଇ ସଦର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଏକ ଅପମୃତ୍ୟୁ ମାମଲା ନଂ ୨୭୬/୧୪ ଅନୁଯାୟୀ ମକଦ୍ଦମା ରୁଜୁ କରି ରାଜେନ୍ଦ୍ର କୁ ଆଣି ଥାନାରେ ଅଟକ ରଖି ପଚରା ଉଚରା କରୁଛନ୍ତି ଓ ଆଜି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like