-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡ଼ା ଦିବସରେ ଉପଖଣ୍ଡ କ୍ରୀଡ଼ା ସଂଘ ପକ୍ଷରୁ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ

29-Aug-2024



ବାଲିଗୁଡ଼ା(ସୁଶିଲ କୁମାର ପାଣିଗ୍ରାହୀ): ଆଜି ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ । ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରୁଛି ସାରାଦେଶ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରୁ ଆରମ୍ଭ ହୋଇ ଆଦିବାସୀ ମହାବିଦ୍ୟାଳୟ ଯାଏଁ ଏବଂ ସେଠାରୁ ପୁଣି ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ସମାପ୍ତ

ହୋଇଥିଲା ଏହି ମିନି ମାରାଥନ୍ । ଉପଖଣ୍ଡ କ୍ରୀଡ଼ା ସଙ୍ଘର ସଭାପତି ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ ଓ ଏସଡିପିଓ ରାହୁଲ ଗୋଏଲ୍ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ସମ୍ମୁଖରୁ ପତାକା ଦେଖାଇ ମିନି ମାରାଥନର ଶୁଭାରମ୍ଭ କରିଥିବା ବେଳେ ଏଥିରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ପ୍ରାୟ ତିନି ଶହରୁ ଉର୍ଧ୍ଵ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅଞ୍ଚଳର ଯୁବ ପିଢ଼ିଙ୍କ ଲୁକ୍କାୟିତ ପ୍ରତିଭାକୁ ଆଗକୁ ଆଣିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଛନ୍ତି ସଙ୍ଘର ସଭାପତି ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ । ଏଥିରେ ବାଳକ ଓ ବାଳିକା ବର୍ଗରୁ ୧୦ ଜଣ କୃତି

ଯୁବକ, ଯୁବତୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ମା' ପାଇଁ ଗଛଟିଏ ଉଦ୍ଦେଶ୍ୟରେ ଷ୍ଟାଡିୟମ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଓ ଏସଡିପିଓଙ୍କ ସମେତ ଉପଖଣ୍ଡ କ୍ରୀଡ଼ା ସଙ୍ଘର ଉପସଭାପତି ପ୍ରଶାନ୍ତ କୁମାର ସାହୁ, ସମ୍ପାଦକ ତୀର୍ଥବାସୀ ଘଡେ଼ଇଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026

You Might Also Like