-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ନୂଆପଡା ଜିଲ୍ଲାରେ ପ୍ରସ୍ତୁତି ବୈଠକ l

29-Aug-2024



ନୂଆପଡା, (ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲାରେ ଓଡିଶା ସରକାରଙ୍କ ମହିଳା ବିକାଶ ପାଇଁ ମହତ୍ୱାକାଂକ୍ଷୀ ଯୋଜନା ସୁଭଦ୍ରା ର ସଫଳ ରୂପାୟନ ପାଇଁ ଓ ସ ୱା ନ ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଆଭାସୀ ମାଧ୍ୟମରେ ରାଜଧାନୀ ଭୁବନେଶ୍ବରରେ ବିଭିନ୍ନ ବିଭାଗର ସଚିବ ମାନଙ୍କ ସହିତ ଯୋଡିହୋଇ ଏକ ସମ୍ମିଳନୀ ଆୟୋଜିତ ହୋଇଥିଲା l ରାଜ୍ୟରେ ଏହି ଯୁଗାନ୍ତକାରୀ ଯୋଜନାରେ ଯୋଗ୍ୟ ମହିଳା ହିତାଧିକାରୀ ମାନେ ସଚେତନ ହୋଇ  ବହୁ ମାତ୍ରାରେ କିଭଳି ଯୋଗ ଦେଇ ପାରିବେ ତା ଉପରେ ବିଶଦ ଆଲୋଚନା ହୋଇଥିଲା l ମହିଳା ଓ ଶିଶୁ ବିକାଶ ଅଧୀନରେ ଅଙ୍ଗନବାଡି କର୍ମୀ ମାନେ ଘର ଘର ଯାଇ 21 ରୁ 60 ବର୍ଷ ପର୍ଯ୍ୟନ୍ତ ଯୋଗ୍ୟ ମହିଳା ହିତାଧିକାରୀ ଚି଼ହ୍ନଟ କରିବେ l ଏଥିପାଇଁ ସେମାନଙ୍କ ଆଧାର କାର୍ଡ କୁ ମୋବାଇଲ ସହିତ ଲିଙ୍କ କରାଯିବ l ଡିବିଟି ମାଧ୍ୟମରେ ମହିଳା ମାନଙ୍କ ଆକାଉଣ୍ଟ କୁ ସିଧାସଳଖ ବାର୍ଷିକ 10000ଟଙ୍କା ପଠାଯିବ l ଯେଉଁ ମହିଳା ମାନଙ୍କ ଆଧାର କାର୍ଡ, ବେଙ୍କ ଆକାଉଣ୍ଟ ଇତ୍ୟାଦି ନାହିଁ ସେମାନଙ୍କ ନିଜ ବ୍ଲକ ରେ ସ୍ୱତନ୍ତ୍ର ଶିବିର ମାନ କରି ଏସବୁ ସୁବିଧା ଯୋଗାଇ ଦିଆଯିବ l ଘରେ ଘରେ ଏହି ଯୋଜନାର ଲାଭ ପହଞ୍ଚାଇବା ପାଇଁ ବ୍ୟାପକ ପ୍ରଚାର ପ୍ରସାର କରାଯିବ l ବିନା ହଇରାଣ ହରକତରେ ଏବଂ କୌଣସି ମଧ୍ୟସ୍ଥି ଦଲାଲ ହାବୁଡ଼ରେ ନପଡ଼ି ଏହି ମହତ୍ୱକାଂକ୍ଷୀ ଯୋଜନାର ଲାଭ  କିଭଳି ଜିଲ୍ଲାର ସବୁ ଯୋଗ୍ୟ ମହିଳା ପାଇପାରିବେ ଏଥି ପ୍ରତି ସ୍ୱତନ୍ତ୍ର ଯତ୍ନବାନ ହେବା ପାଇଁ ଜିଲ୍ଲାପାଳ ସମସ୍ତ ଉପସ୍ଥିତ ଅଧିକାରୀ ମାନଙ୍କୁ ଅନୁରୋଧ କରିଥିଲେ l ଆଜିର ଏହି ବୈଠକରେ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଭୀମସେନ ଶବର, ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର,ଏଡିଏସ ଡବ୍ଲୁ ଓ ମିନତୀ ପତି, ସମାଜ ମଙ୍ଗଳ ବିଭାଗର ଅନ୍ୟାନ୍ୟ ଅଧିକାରୀ,ଏଲ ଡି ଏମ ସୀତାରାମ ମେହେର, ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like