-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ବିଶ୍ବ ସଂସ୍କୃତ ଦିବସ ପାଳିତ

29-Aug-2024



ବଲାଙ୍ଗୀର, ତା. ୨୯/୦୮ ( ପ୍ରେରଣା ଖବର ):  ବଲାଙ୍ଗୀର ଜିଲ୍ଲା,ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ  ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗଠାରେ ବିଶ୍ବ ସଂସ୍କୃତ ଦିବସ ପାଳିତ ହୋଇଯାଇଛି l  ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମର ପ୍ରଥମରେ ବିଘ୍ନରାଜଙ୍କୁ ନମୋବାକ୍ ପୁରସ୍ସର ଋଷିମୁନିଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।  ସଂସ୍କୃତ ସାହିତ୍ୟର ମୂଳ ଉତ୍ସ ଭାବରେ ବିବେଚନା କରାଯାଏ, ତେଣୁ ଶ୍ରାବଣ ପୂର୍ଣ୍ଣିମା  ଋଷି ପର୍ବ ଏବଂ ବିଶ୍ୱ ସଂସ୍କୃତ ଦିବସ ଭାବରେ ପାଳନ କରାଯାଏ |  ଏହି ଦିନଟି ମନୋନୀତ ହୋଇଥିଲା କାରଣ ପ୍ରାଚୀନ ଭାରତରେ ଶିକ୍ଷାବର୍ଷ ଏହି ଦିନ ଆରମ୍ଭ ହୋଇଥିଲା | ଏହି ଦିନ ଛାତ୍ରମାନେ ଗୁରୁକୁଲରେ ବେଦ ଅଧ୍ୟୟନ ଆରମ୍ଭ କରିଥିଲେ । ପୌଷ ମାସର ପୂର୍ଣ୍ଣିମାଠାରୁ ଶ୍ରାବଣ ମାସର ପୂର୍ଣ୍ଣିମା ପର୍ଯ୍ୟନ୍ତ, ଅନ୍ୟ ବୈଦିକ ଶାସ୍ତ୍ର ଶିଖିବା ପାଇଁ ଅଧ୍ୟୟନ ବନ୍ଦ ହୋଇଯାଏ | ଆଧୁନିକ ବୈଦିକ ବିଦ୍ୟାଳୟରେ ଏହି ପରମ୍ପରା ଏପର୍ଯ୍ୟନ୍ତ ଭାଙ୍ଗି ନାହିଁ। ସଂସ୍କୃତର ଉପାଦେୟତା ଓ ଗୁରୁତ୍ୱ ବିଷୟରେ ଶିକ୍ଷକଶିକ୍ଷୟିତ୍ରୀଗଣ   ଆଲୋକପାତ କରିଥିଲେ । ବିଦ୍ୟାଳୟର   ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ '' ସମସ୍ତ ଜ୍ଞାନର ମୂଳ ସଂସ୍କୃତ " ବିଷୟରେ ଅବଗତ କରିଥିଲେ ।

କାର୍ଯ୍ୟକ୍ରମରେ ଶିକ୍ଷକ  ଦୀପକ ସେନ ଧରୁଆ, ସମୀର ସେଠି ,ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟିତ୍ରୀ   ରେଣୁକା ସାହୁ, ଗାୟତ୍ରୀ ବାରିକ, ଦ୍ରୌପଦୀ ଭୋଇ, ତପସ୍ୱିନୀ ପଟେଲ, କାନ୍ତି ଭୋଇ, ଶିବାନୀ ମଲ୍ଲିକ, ଜୁନିୟର ଆସିଷ୍ଟେନ ଅବିନାଶ ଭୋଇ,  ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l  ଏହି ପରୀପ୍ରେକ୍ଷୀରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସଂସ୍କୃତ ଶିକ୍ଷକ  ସୁଦର୍ଶନ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଶିକ୍ଷକ କୃପାସିନ୍ଧୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like