-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ରୀଡା ଦିବସ ପାଳିତ

29-Aug-2024



ବଲାଙ୍ଗିର(ଦେବାଶିଷ ବହିଦାର) : ହକି କିମ୍ବଦନ୍ତୀ ମେଜର ଧ୍ୟାନଚନ୍ଦଙ୍କ ଜନ୍ମ ଦିବସ ଉପଲକ୍ଷେ ଜିଲ୍ଲା ପ୍ରଶାସନ ବଲାଙ୍ଗିର ଦ୍ଵାରା ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଛି । ଏଥିରେ ସ୍କୁଲ କଲେଜ ଛାତ୍ର ଛାତ୍ରୀ, ଖେଳାଳୀ ବରିଷ୍ଠ ନାଗରିକ, ଏବଂ ମଧୁସୂଦନ କ୍ରୀଡ଼ା ଏବଂ ସାଂସ୍କୃତିକ ସଂସଦର ସଦସ୍ୟମାନେ ଯୋଗ ଦେଇଥିଲେ। ଏହି ଦିବସ ଉପଲକ୍ଷେ ସନ୍ଧ୍ୟାରେ ଏକ ପ୍ରଦର୍ଶନୀ ଫୁଟବଲ ମ୍ୟାଚର ସ୍ଥାନୀୟ ଟାଉନ ବାଳକ ଉଚବିଦ୍ୟାଳୟଠାରେ ଆୟୋଜନ କରା ଯାଉଥିଲା। ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗୀର ଏବଂ ଆଗଲପୁର ଷ୍ଟାର ଏକାଦଶ ମଧ୍ୟରେ ଏକ ପ୍ରଦର୍ଶନୀ ଖେଳ ଅନୁଷ୍ଠିତ ହୋଇଥିଲା ।  ଏଥିରେ ଜିଲ୍ଲା ସୂଚନା ଏବଂ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସରୋଜ କୁମାର ସାହୁ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ। ଉପସ୍ଥିତ ଦର୍ଶକ ଉଭୟ ଦଳର ଖେଳର ମଜା ନେଇଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପରାଶର ବାଗ ପରିଚାଳନା କରିଥିଲେ । ଆଗାମୀ ୩୧ ତାରିଖ ପର୍ଯ୍ୟନ୍ତ ଖେଳ ସପ୍ତାହ ପାଳନ କରାଯିବ ବୋଲି ଜିଲ୍ଲା କ୍ରୀଡ଼ା ଅଧିକାରୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026

You Might Also Like