-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗ୍ରାମରକ୍ଷୀ ଙ୍କ ଦୁଃଖ କେବେ ବୁଝିବେ ସରକାର.. ୬ବର୍ଷ ହେବ ଟଙ୍କାଟି ଵି ବଢ଼ିନି ଭତ୍ତା ।

29-Aug-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,)
ଡାବୁଗାଁ କୃଷି ଫାର୍ମ ନିକଟରେ ଗ୍ରାମରକ୍ଷୀଙ୍କ ଦରମା ବୃଦ୍ଧିପାଇଁ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ଡାବୁଗାଁ ବ୍ଲକ ତଥା ଆଖପାଖ ବ୍ଲକରୁ ଶହେରୁ ଉର୍ଦ୍ଧ ଗ୍ରାମରକ୍ଷୀ ଉପସ୍ଥିତି ଥିଲେ। ସେମାନଙ୍କ ମୁଖ୍ୟ ପ୍ରସଙ୍ଗ ଥିଲା ଦରମା ବୃଦ୍ଧି। ସେମାନଙ୍କୁ ମାସକୁ ମିଳୁଛି ମାତ୍ର ୧୮ ଶହ ଟଙ୍କା, ତାହାବି କୌଣସି ଗୁରୁତ୍ୱ ପୂର୍ଣ୍ଣ କାମ ପଡିଲେ ଯଦି ଯେଉଁଦିନ ସେମାନଙ୍କ କାମ ପଡ଼ିନଥିବ  ତାହେଲେ ୪୫୦ ଟଙ୍କା କଟା ଯାଉଛି। ଆଜିକୁ ୬ବର୍ଷ ହେବ ଟଙ୍କାଟିବି ବଢିନି ଭତ୍ତା ପଇସା। ଏବିଷୟରେ ସେମାନେ ହଇକୋର୍ଟ ର ମଧ୍ୟ ଦ୍ୱାରସ୍ଥ ହୋଇ ସାରିଲେଣି କିନ୍ତୁ କୋଣସି ସୁଫଳ ମିଳୁନି ବର୍ତ୍ତମାନ ପର୍ଯ୍ୟନ୍ତ।ସରକାରୀ ଚାକିରୀ କରୁଥିବା କର୍ମଚାରୀ ମାନେ ଯେଭଳି ନିର୍ଦ୍ଧିଷ୍ଟ ସମୟରେ ଦରମା ପାଉଛନ୍ତି ସେଭଳି ଗ୍ରାମରକ୍ଷୀ ମାନଙ୍କୁ ମଧ୍ୟ ଦରମା ଦିଆଯାଉ ଏଵଂ ଦିନକୁ ୫ଶହ ଟଙ୍କା ହିସାବରେ ମାସକୁ ୧୫ ହଜାର କରାଯାଉ କିନ୍ତୁ ଏବିଷୟରେ ବାରମ୍ବାର ଦାବି ଦେବା ପରେ ମଧ୍ୟ କୌଣସି ଫଳ ମିଳୁ ନାହିଁ।  ସଙ୍ଘ ଆଗାମୀ ଦିନରେ ନୂତନ ସରକାରଙ୍କୁ ଦାବି ଜଣାଇବେ  ବୋଲି  ନିଷ୍ପତ୍ତି ନେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like