-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନେଲସନ ମଣ୍ଡେଲା ଛକରୁ ଧୂଚୁରାପଡା ଯାଏ ଲମ୍ବିଥିବା ଦୁଇକିଲୋମିଟର ଦୀର୍ଘ ଫ୍ଲାଇଓଭର ର ତଳେ ଥିବା ମୁଖ୍ୟ ରାସ୍ତା କୁ ସୁ ଗମନାଗମନ ପାଇଁ ପ୍ରଶସ୍ତ କରାଯାଉ : ସୂର୍ଯ୍ୟ ପାଣିଗ୍ରାହୀ, ସଂଯୋଜକ, ସକ୍ଷମ

30-Aug-2024



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)ସମ୍ବଲପୁର ସହରର ବିକାଶ ପ୍ରକଳ୍ପ ହେବା ସ୍ୱାଗତଯୋଗ୍ୟ, ହେଲେ ସହରର ମୁଖ୍ୟରାସ୍ତା, (ନେଲସନ ମଣ୍ଡେଲା ଛକରୁ ଧୂଚୁରାପଡା ଛକ) ଦୀର୍ଘ ୨କିମି ଲମ୍ବ ଫ୍ଲାଇଓଭର ନିର୍ମାଣ କରି ମୁଖ୍ୟ ରାସ୍ତାକୁ ସଂକୁଚିତ କରିଦେବା କେତେଦୂର ଠିକ ବୋଲି ସାମାଜିକ ଅନୁଷ୍ଠାନ 'ସକ୍ଷମ'ର ସଂଯୋଜକ ସୂର୍ଯ୍ୟ ପାଣିଗ୍ରାହୀ ଏକ ପ୍ରେସବିବୃତି ରେ କ୍ଷୋଭପ୍ରକାଶ କରିଛନ୍ତି l ଯେତେବେଳେ ଫ୍ଲାଇଓଭର ନିର୍ମାଣ କାର୍ଯ୍ୟ ଚାଲିଥିଲା ଦୀର୍ଘ ୨ ବର୍ଷ ସମ୍ବଲପୁରବାସୀ ଯାହା ହଇରାଣ ହୋଇଛନ୍ତି, ତାହା ନକହିବା ଭଲ l ହେଲେ ଫ୍ଲାଇଓଭର ନିର୍ମାଣ ସରିଲା ପରେ ଫ୍ଲାଇଓଭର ତଳେ ଯାତାୟାତ କରୁଥିବା ଲୋକେ ଯାହା ହଇରାଣ ହେଉଛନ୍ତି ତାହା ସମସ୍ତଙ୍କୁ ଜଣା l ସେହି ସମୟରେ ଜିଲ୍ଲା ପ୍ରଶାସନ ଫ୍ଲାଇଓଭର ର ଉଭୟ ପାର୍ଶ୍ଵରେ ଗମନାଗମନ ପାଇଁ ପ୍ରଶସ୍ତ ରାସ୍ତା ଦେବେ ବୋଲି ପ୍ରତିଶୃତି ଦେଇଥିଲେ ଯାହା ପାଣିର ଗାର ପାଲଟିଯାଇଛି ବୋଲି ଶ୍ରୀ ପାଣିଗ୍ରାହୀ ଅଭିଯୋଗ କରିଛନ୍ତି l ଶ୍ରୀ ପାଣିଗ୍ରାହୀ ପ୍ରକାଶ କରିଛନ୍ତି ଯେ ଚାରିଚକିଆ ଯାନ ବିଷୟ ଛାଡ଼ନ୍ତୁ ଦୁଇ ଚକିଆ ଯାନ ଗଲା ବେଳେ ମଧ୍ୟ ବେଳେବେଳେ ରାସ୍ତା ଜାମ ହେଉଥିବା ନଜରକୁ ଆସୁଛି l ସେଥିରେ ପୁଣି ସେହି ରାସ୍ତାରେ ସହରବାସୀଙ୍କ ସୁବିଧା ପାଇଁ "ମୋ ବସ" ଚଳାଚଳ ଚାଲିଛି l ପ୍ରାୟତଃ ଏହି ରାସ୍ତାରେ ଯାତାୟାତ ସମୟରେ ଅନେକ ସ୍ଥାନରେ  ଗାଡି ଅଟକି ଯାଉଛି, କେବେ କେଉଁଠି "ମୋ ବସ" ରାସ୍ତାରେ ଗଲାବେଳେ ଅଣନିଶ୍ୱାସୀ ହୋଇଯାଉଥିବା ଅନୁଭବ ହେଉଛି l ଏହି ସବୁ ସମସ୍ୟା ବିଷୟରେ ଦେଖି ଜାଣି ଜିଲ୍ଲା ପ୍ରଶାସନ ତଥା ମହାନଗର ନିଗମ ଓ ପୂର୍ତ୍ତ ବିଭାଗ ନୀରବଦ୍ରଷ୍ଟା ସାଜୁଥିବା ଦୁର୍ଭାଗ୍ୟଜନକ ବିଷୟ ବୋଲି ଶ୍ରୀ ପାଣିଗ୍ରାହୀ ଦୁଃଖ ପ୍ରକାଶ କରିଛନ୍ତି l
ଏହି ସବୁ ସମସ୍ୟାକୁ ଗୁରୁତ୍ୱର ସହ ବିଚାର ପୂର୍ବକ ନେଲସନ ମଣ୍ଡେଲା ଛକରୁ ପଣ୍ଡିତ ଲକ୍ଷ୍ମୀ ନାରାୟଣ ମିଶ୍ର ଛକ(ଜି.ଏମ. କଲେଜ ଛକ) ରାସ୍ତାକୁ ସହରବାସୀଙ୍କ ସୁଗମନାଗମନ ପାଇଁ ପ୍ରଶସ୍ତ କରାଯାଉ ବୋଲି ଶ୍ରୀ ପାଣିଗ୍ରାହୀ ଜିଲ୍ଲା ପ୍ରଶାସନ ପାଖରେ ଦାବୀ ଜଣାଇଛନ୍ତି l ଯଦ୍ୱାରା ସେ " ମୋ ବସ " ହେଉ କୁ ଅନ୍ୟ ଛୋଟ ବଡ଼ ଯାନ ହେଉ ସ୍ୱଚ୍ଛନ୍ଦରେ ଏହି ପ୍ରମୁଖ ରାସ୍ତା ରେ ଯାତାୟାତ କରିପାରିବ  ବୋଲି ମଧ୍ୟ୍ୟ ସମାଜସେବୀ ଶ୍ରୀ ପାଣିଗ୍ରାହୀ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like