-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ସିଦ୍ଧେଶ୍ୱର ବେର୍ଣ୍ଣା, ଫାଟକ, ସମ୍ବଲପୁରର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ନିଶାମୁକ୍ତ ଭାରତ ଗଠନ ସକାଶେ ଶପଥ ଗ୍ରହଣ

30-Aug-2024



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ) 
ସମ୍ବଲପୁର, ଫାଟକ, ସିଦ୍ଧେଶ୍ୱର ବେର୍ଣ୍ଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମାନେ ନିଜେ ଜୀବନରେ କେବେ କୌଣସି ନିଶା ସେବନ କରିବେ ନାହିଁ ଏବଂ ସମାଜର ଅନ୍ୟ ମାନଙ୍କୁ ନିଶା ଠାରୁ ଦୂରେଇ ରଖିବା ସଙ୍ଗେ ସଙ୍ଗେ ଏକ ସୁସ୍ଥ ସମାଜ ତଥା ନିଶା ମୁକ୍ତ ଭାରତ ଗଠନ ପାଇଁ ସାମୁହିକ ଶପଥ ଗ୍ରହଣ କରିଛନ୍ତି ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ପାଢ଼ୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ସଂଗଠନର କର୍ମକର୍ତ୍ତା ଶ୍ରୀଯୁକ୍ତ ବିଜୟ କୁମାର ସ୍ୱାଇଁ, ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର, ଶ୍ରୀଯୁକ୍ତ ସନ୍ଦୀପ କୁମାର ଶ୍ରୀବାସ୍ତବ ପ୍ରମୁଖ ଯୋଗଦେଇ ଉଦ୍'ବୋଧନ ଦେଇଥିଲେ |  ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ନିଶା ମୁକ୍ତ ଭାରତ ଗଠନର ଅସମ୍ପୂର୍ଣ୍ଣ ସ୍ବପ୍ନକୁ ଆମେ ତାଙ୍କର ଦାୟାଦ ମାନେ ସମ୍ପୂର୍ଣ୍ଣ କରିବା ବୋଲି ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ନିଜ ବକ୍ତବ୍ୟରେ କହିଥିଲେ | ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ପାଢ଼ୀ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ | ବିଦ୍ୟା ମନ୍ଦିରର ସମସ୍ତ ଗୁରୁଜୀ ଗୁରୁମାଁ ବୃନ୍ଦ ଏହି ସମାରୋହରେ ଅଂଶ ଗ୍ରହଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like