-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ଜିଲ୍ଲା ସମେତ ସମଗ୍ର ଓଡ଼ିଶା ରାଜ୍ୟରେ ସମ୍ପୂର୍ଣ୍ଣ ନିଶା ନିବାରଣ ଆଇନ ଲାଗୁ କରିବା ସକାଶେ "ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ" ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ

30-Aug-2024



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) ସମ୍ବଲପୁର ଜିଲ୍ଲା ସମେତ ସମଗ୍ର ଓଡ଼ିଶା ରାଜ୍ୟରେ ନିଶାର ପ୍ରକୋପ ବିଶେଷତଃ ମଦ ର ପ୍ରଚଳନ ସୁଦୂର ପ୍ରସାରୀ ଓ ଚିନ୍ତା ଜନକ | ଏହା ସମାଜରୁ ସମସ୍ତ ସୁଖ ଶାନ୍ତି ସହ ସମସ୍ତ ସରକାରୀ ଜନ ହିତକାରୀ ଯୋଜନାକୁ ନଷ୍ଟ କରିବା ସହ ରାଜ୍ୟର ଆର୍ଥିକ, ରାଜନୈତିକ, ସାମାଜିକ ଓ ସାଂସ୍କୃତିକ ଜନ ଜୀବନକୁ ଧ୍ବଂସ କରୁଛି | ଆଇନ ଶୃଙ୍ଖଳା ବ୍ୟବସ୍ଥା ନିଶା ଏବଂ ମଦ ଦ୍ୱାରା ଦୁଷ୍ପ୍ରଭାବିତ | ମଦ ର ପ୍ରଚାର ପ୍ରସାରକୁ ବିରୋଧ କରି ୧୯୫୬ ମସିହାରେ ପୂଜ୍ୟ ନବକୃଷ୍ଣ ଚୌଧୁରୀ ମୁଖ୍ୟମନ୍ତ୍ରୀ ଥିବା ସମୟରେ ନିଶା ନିବାରଣ ଆଇନ ୧୯୫୬ ପ୍ରଣୀତ ହୋଇଥିଲା | ଏହି ଆଇନକୁ ଏ ପର୍ଯ୍ୟନ୍ତ ଲାଗୁ କରାଯାଇ ନାହିଁ | 
               ତେଣୁ, ସେହି ଆଇନକୁ ରାଜ୍ୟରେ କଡ଼ାକଡ଼ି ଭାବରେ ଲାଗୁ କରି ରାଜ୍ୟକୁ ସମ୍ପୂର୍ଣ୍ଣ ମଦ ମୁକ୍ତ କରିବା ଦାଵୀରେ ଆଜି ପୂର୍ବାହ୍ନରେ "ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ" ସଂଗଠନ ପକ୍ଷରୁ ସମ୍ବଲପୁର ଜିଲ୍ଲାପାଳ ଙ୍କ ଜରିଆରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶତାଧିକ ସ୍ବାକ୍ଷର ସମ୍ବଳିତ ଏକ ଦାବୀପତ୍ର ପ୍ରଦାନ କରାଯାଇଛି | 
               ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର, ଶ୍ରୀଯୁକ୍ତ ବିଜୟ କୁମାର ସ୍ୱାଇଁ, ଶ୍ରୀଯୁକ୍ତ ସନ୍ଦୀପ କୁମାର ଶ୍ରୀବାସ୍ତବ, ଶ୍ରୀଯୁକ୍ତ ଚତୁର୍ଭୁଜ ଗର୍ଡିଆ ପ୍ରମୁଖ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ସଂଗଠନର କର୍ମକର୍ତ୍ତା ବୃନ୍ଦ ସମ୍ବଲପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ଯାଇ ଏହି ଦାଵୀପତ୍ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁଚାରୁ କୁମାର ବଳ ଙ୍କୁ ପ୍ରଦାନ କରିଥିଲେ | ଏହି ଦାବୀପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିକଟକୁ ତୁରନ୍ତ ପଠାଇ ଦିଆଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ କର୍ମକର୍ତ୍ତା ମାନଙ୍କୁ କହିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like