-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଶ୍ଚିମଓଡିଶା ବିକାଶ ପରିଷଦ ପରିବେଶ ପାର୍କ(ନନ୍ଦନବନ) ପୁନଃରୁଦ୍ଧାର ହେବାକୁ ଦାବୀ

30-Aug-2024



ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମଥୁରା ପଂଚାୟତ ଖଜୁରୀପଡା ସ୍ଥିତ ପଶ୍ଚିମ ଓଡିଶା ବିକାଶ ପରିଷଦ ପରିବେଶ ପାର୍କ(ନନ୍ଦନବନ), ଯାଯାବର ଠାରେ ମଥୁରା ସରପଞ୍ଚ ପ୍ରଦୀପ କୁମାର କଂହର ଓ ବୀରନରସିଂହପୁର ସରପଞ୍ଚ ଚନ୍ଦନା ବେହେରାଙ୍କ ଆହହକତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇ ଥିଲା l ନନ୍ଦନବନ ଯାଯାବର ବନ୍ଦ ହୋଇଯିବାରୁ ସମସ୍ତ ଜିନିଷ ଖଳ ପ୍ରକୃତି ଲୋକ ଭାଙ୍ଗି ଦେଇଥିବାରୁ ଅଂଚଳର ବୁଦ୍ଧିଜୀବୀ ମାନେ କ୍ଷଭୋ ପ୍ରକାଶ ସହିତ ନିନ୍ଦା କରାଯାଇଥିଲା l  ଏହି ଅବସରରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବ ବ୍ଲକ ଅଧକ୍ଷ ତଥା ଜିଲ୍ଲା ପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ର, ସଂମ୍ମାନିତ ଅତିଥି ଭାବେ ପରିବେଶବିତ ଅଧ୍ୟାପକ ଦ ପ୍ରବୀର କୁମାର ଦାସ, କେଦାର ନାଥ ସାହୁ, ସ୍ୱରାଜ କୁମାର କଂହର, ଜଗବନ୍ଧୁ ପାତ୍ର, ଦେବାଶିଷ ମହାକୁଳ, କୃତ୍ତିବାସ ପଲିଆ ପ୍ରମୁଖ ଯୋଗଦେଇ ଥିବା ବେଳେ ବିଭିନ୍ନ ଆଲୋଚନା  କରାଯାଇ ଏକ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଥିଲା l ଆବାହକ କମିଟି ମୁଖ୍ୟ ଭାବେ ମଥୁରା ସରପଞ୍ଚ ପ୍ରଦୀପ କୁମାର କଂହର, ସଦସ୍ୟ ଭାବେ ବିରନରସିଂପୁର ସରପଞ୍ଚ ଚନ୍ଦନା ବେହେରା, ଜିଲ୍ଲା ପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ର,ବନ ସରକ୍ଷଣ ସମିତି ସଭ୍ୟ ଅଲେଖ ବଗର୍ତ୍ତୀ, ଚନ୍ଦନ ପ୍ରଧାନ, ନିର୍ଗୁଣ ମହାକୁଡ଼, ମନୋଜ ଡାଙ୍ଗ, ରତ୍ନାକର ଅଦର, ସୁଷମା ଲଉରୀଆ, ଓ ହର ପଣ୍ଡାଙ୍କୁ ମନୋନୀତ କରାଯାଇ ଜିଲ୍ଲା ପ୍ରଶାସନ ସହିତ ଆଲୋଚନା କରି ଆସନ୍ତା ଅକ୍ଟୋବର ୨ ଗାନ୍ଧି ଜୟନ୍ତୀରେ ଯାଯାବର ଚାଲୁ କରିବା ସହିତ ନନ୍ଦନବନ କାର୍ଯ୍ୟ କରିବା ପାଇଁ ଜିଲ୍ଲା ପ୍ରଶାସନ ଓ ସରକାରଙ୍କୁ ଦାବୀ ଉପସ୍ଥାପନା କରିଥିଲେ l ବୈଠକରେ ଚିତ୍ତରଞ୍ଜନ ବେହେରା , ଉଦ୍ଧବ କଳତା, ଅଲେଖ ବଗର୍ତ୍ତୀ, ସଦାଶିବ ପାତ୍ର,  ଅଖିଳ ପ୍ରଧାନ,ଶିବ ସାହୁ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଶେଷରେ ମାହେଶ୍ୱରୀ ଗୋଶାଳା ଅଧକ୍ଷ ନିର୍ଗୁଣ ମହାକୁଡ଼ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like