-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ପୂରଣ ହେବ ୧୪୮୭ଟି GRS ପଦ: ଗ୍ରାମ ରୋଜଗାର ସେବକ ନିଯୁକ୍ତି ପାଇଁ ୮ଟି ଜିଲ୍ଲାରେ ପ୍ରକାଶ ପାଇଲା ବିଜ୍ଞପ୍ତି

30-Aug-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳ): ରାଜ୍ୟରେ ପୂରଣ ହେବ ପାଖାପାଖି ୧୫୦୦ ଗ୍ରାମ ରୋଜଗାର ସେବକ (ଜିଆରଏସ) ପଦ । ନିକଟରେ କିଛି ଜିଲ୍ଲାରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ପୁଣି ଆଉ କିଛି ଜିଲ୍ଲାରେ ଅନେକ ପଦ ପୂରଣ ହେବ । ରାଜ୍ୟ ସରକାରଙ୍କର ୮ଟି ଜିଲ୍ଲାରେ ଜିଆରଏସ ପଦ ପୂରଣ ହେବ । ତେଣୁ ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଓ ଜିଲ୍ଲାର ଅଫିସିଆଲ ୱେବସାଇଟକୁ ଯାଇ ଏ ବାବଦରେ ସବିଶେଷ ତଥ୍ୟ ପାଇ ପାରିବେ ।

କେଉଁଝର ଜିଲ୍ଲାରେ ୨୬୬ଟି, ବୌଦ୍ଧରେ ୪୫ଟି, ବାଲେଶ୍ୱରରେ ୩୨୭ଟି, ନୂଆପଡ଼ାରେ ୬୩ଟି, ମାଲକାନଗିରିରେ ୮୮ଟି, ନୟାଗଡ଼ରେ ୧୫୬ଟି, ଗଞ୍ଜାମରେ ୩୭୫ଟି ଓ କୋରାପୁଟରେ ୧୬୭ଟି ପଦ ଖାଲି ରହିଛି । ଏପରି ଭାବେ ୮ଟି ଜିଲ୍ଲାରେ ୧୪୮୭ଟି ପଦ ଖାଲି ରହିଛି । କେନ୍ଦୁଝର ଜିଲ୍ଲା ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କ ପାଇଁ ଅନ୍ତିମ ତାରିଖ ସେପ୍ଟେମ୍ବର ୨୬ ରହିଛି । ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆକ୍ଟ (ଏମଜିଏନଆରଇଜିଏ) ଅଧିନରେ ଏହି ନିଯୁକ୍ତି ଦିଆଯିବ ।

ନୂଆ କରି ନିଯୁକ୍ତି ପାଇଥିବା ପ୍ରାର୍ଥୀଙ୍କୁ ମାସିକ ବେତନ ୭ ହଜାର ଟଙ୍କା, ୧ ବର୍ଷରୁ ୬ ବର୍ଷରେ କାର୍ଯ୍ୟ କରିଥିବା ପ୍ରାର୍ଥୀଙ୍କୁ ୮୫୦୦ ଟଙ୍କା ପ୍ରଦାନ କରାଯିବ । ସେହିପରି ୬ ବର୍ଷରୁ ଅଧିକ ସମୟ ଧରି ସଫଳତାର ସହ କାର୍ଯ୍ୟ କରିବା ପରେ ପ୍ରାର୍ଥୀଙ୍କୁ ୮୮୮୦ ଟଙ୍କା ବେତନ ଦିଆଯିବ । ୟୁଆର, ଏସଇବିସି, ଏସସି, ଏସଟି ପ୍ରାର୍ଥୀଙ୍କ ପାଇଁ ପଦ ସଂରକ୍ଷିତ ରହିଛି । ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶ ପାସ୍ ରହିଥିବା ଆବଶ୍ୟକ । ପ୍ରାର୍ଥୀ ଓଡ଼ିଆ ଭାଷାରେ କହିବା, ଲେଖିବା ଓ ପଢ଼ିବା ଭଲ ଭାବେ ଜାଣିଥିବା ଆବଶ୍ୟକ । ଚଳିତ ବର୍ଷ ଅଗଷ୍ଟ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ବର୍ଷ ଓ ସର୍ବାଧିକ ବୟସ ୪୦ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like