-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ବେଗୁନିଆରେ ଅପରାଜିତାଙ୍କୁ ଜନତାଙ୍କ ବିରୋଧ : ଉଦ୍‌‌ଘାଟନକୁ ଆସିବା ରାସ୍ତାରୁ ଫେରିଗଲେ ସାଂସଦ

30-Aug-2024



ଖୋର୍ଦ୍ଧା/ବେଗୁନିଆ : ନିର୍ବାଚନ ସରିବାର ୩ ମାସ ପୂରିନି। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରିବା ପୁଣି ଆରମ୍ଭ ହୋଇଛି। ବେଗୁନିଆ ବୋଲଗଡ଼ ନିର୍ବାଚନମଣ୍ଡଳୀରେ ପୁଣି ତେଜିଛି ଅପରାଜିତା ବିରୋଧୀ ଆନ୍ଦୋଳନ। ଅପରାଜିତା ଡାଉନ୍‌‌ ଡାଉନ୍‌‌ ନାରା ଦେଲେ ଲୋକେ।

ପ୍ରକାଶ ଥାଉକି, ବେଗୁନିଆ ବ୍ଲକ ଅନ୍ତର୍ଗତ ସିକୋ, ହଜ ପଞ୍ଚାୟତରେ ଉଦ୍ୟାନ କୃଷି ବିଭାଗର ଅନୁଦାନ ରାଶିରେ ବ୍ଲକ ପ୍ରଶାସନ ସହଯୋଗରେ ଏକ ଶୀତଳ ଭଣ୍ଡାର ଉଦ୍‌‌ଘାଟନ ପାଇଁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଥିଲା। ବର୍ତ୍ତମାନ ବିଧାନସଭା ଚାଲୁଥିବାରୁ ବିଧାୟକ ଆସିବା ସମ୍ଭବ ନୁହେଁ। ଏହା ସତ୍ତ୍ବେ ପ୍ରଶାସନ ଉପରେ ଚାପ ପକାଇ ସାଂସଦ ଏକୁଟିଆ ଉଦ୍‌‌ଘାଟନ କରିବାକୁ ଚୂଡ଼ାନ୍ତ କରିଥିଲେ। ହେଲେ ସ୍ଥାନୀୟ ସରପଞ୍ଚ, ଲୋକପ୍ରତିନିଧିଙ୍କ ସହ ଶହ ଶହ ସଂଖ୍ୟାରେ ପୁରୁଷ ମହିଳା ରାସ୍ତାରେ ବସି ଏହାର ପ୍ରତିବାଦ କରିଛନ୍ତି। ଏଥିରେ ବିଜେଡି ବ୍ଲକ ପ୍ରତିନିଧି ପ୍ରଶାନ୍ତ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ତନୁଜା ପାଟ୍ଟଶାଣୀ, ସତ୍ୟ ନାରାୟଣ ପ୍ରଧାନ, ପ୍ରମୋଦ ଦଳାଇ, ଆରତ ମାଝୀ, ଲାବଣ୍ୟ ଜୟସିଂହ, ଦମୟନ୍ତୀ ସାମନ୍ତରାୟ, ଲିଲା ସ୍ୱାଇଁ, ସନ୍ତୋଷୀ ରାୟ, ସମିତି ସଭ୍ୟ ଅଞ୍ଜଳି ସାହୁ, ଦିଲୀପ ବଡ଼ଜେନା, ଅଲେଖ ବେହେରା, ସଞ୍ଜୟ ଦେହୁରୀ, ଦୁର୍ଗା ଚରଣ ମଙ୍ଗରାଜ, ପୂର୍ବତନ ସରପଞ୍ଚ ଭାସ୍କର ସାମନ୍ତରାୟ, ୱାର୍ଡ ସଭ୍ୟ ଓ ଜନସାଧାରଣ ପ୍ରମୁଖ ଉପସ୍ଥିତ ରହି ବିରୋଧ ପ୍ରଦର୍ଶନ କରିଥିଲେ । ଅପରାଜିତାଙ୍କ ବିରୋଧରେ ନାରାବାଜି ଦେବା ସହ ବିଜେପି ସରକାର ବିରୋଧରେ ବି ସ୍ୱର ଉତ୍ତୋଳନ କରିଥିଲେ। ଖବର ପାଇ ଜଙ୍କିଆ ପୁଲିସ ୨ ସେକ୍ସନ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ହେଲେ ଅପରାଜିତାଙ୍କ କାର୍ଯ୍ୟକ୍ରମକୁ ଲୋକେ ଘୋର ବିରୋଧ କରିଥିଲେ। ସାଂସଦଙ୍କ ପ୍ରତିନିଧି ତଥା ବେଗୁନିଆ ବୋଲଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ରଣବିଜୁଳି ଲୋକଙ୍କୁ ବୁଝାଇ ଉଦ୍‌‌ଘାଟନ କରିବାକୁ ଚେଷ୍ଟା କରିଥିଲେ ବି ସଫଳ ହୋଇନଥିଲେ। ଲୋକଙ୍କ ପ୍ରତିବାଦ ଖବର ପାଇ ସାଂସଦ ଅଧା ବାଟରୁ ଫେରିଯାଇଥିଲେ।

ଏନେଇ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁଙ୍କୁ ପଚାରିବାରେ ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ବିଧାନସଭା ଅଧିବେଶନରେ ଉପସ୍ଥିତ ରହି ଅଞ୍ଚଳର ବିଭିନ୍ନ ପ୍ରକାର ପ୍ରସଙ୍ଗ ଉପସ୍ଥାପନ କରୁଥିବା ବେଳେ ସାଂସଦ ସ୍ଥାନୀୟ ବିଧାୟକ, ବ୍ଲକ ଅଧ୍ୟକ୍ଷ ଓ ନିର୍ବାଚିତ ପ୍ରତିନିଧିଙ୍କ ଅଗୋଚରରେ ଏଭଳି କାର୍ଯ୍ୟ କରିବା କେତେଦୂର ଯଥାର୍ଥ ବୋଲି କହିବା ସହ ଅଞ୍ଚଳବାସୀଙ୍କ ପକ୍ଷରୁ କ୍ଷୋଭ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ୪ ଦିନ ତଳେ ବାଲିପାଟଣାରେ ସାଂସଦଙ୍କୁ ନ ଡାକିବା ଏବଂ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ପ୍ରଶାସନ ଉପରେ ଚାପ ପକାଇ ପୂର୍ବ ସରକାର ପ୍ରକଳ୍ପକୁ ଉଦ୍‌‌ଘାଟନ କରି ବାହାବାହା ନେବା ସାଂସଦଙ୍କୁ ଦିନକୁ ଦିନ ମହଙ୍ଗା ପଡୁଥିବା ଚର୍ଚ୍ଚା ହେଉଛି।

(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like