-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||     

HOME   ରାଜ୍ୟ

ଜିଲ୍ଲାପାଳ, ଏସ୍‌ପିଙ୍କୁ ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ

30-Aug-2024



ଭୁବନେଶ୍ବର(ବିଶ୍ୱରଞ୍ଜନବିଶ୍ଵାଳ): ଯାଜପୁର ଜିଲ୍ଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଭୟଭୀତ ହୋଇ ପ୍ରଶାସନକୁ ସୁରକ୍ଷା ମାଗିଛନ୍ତି। ଯିଏ ବନ୍ଧୁକ ଚଳାଇ ପାରୁଛି, ସେ ଜୀବନ ମଧ୍ୟ ନେଇପାରିବ। ଏଥି ପାଇଁ ସେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କୁ ଚିଠି ମଧ୍ୟ ଲେଖିଛନ୍ତି। ସେ କହିଛନ୍ତି, ସୁରକ୍ଷା ପାଇଁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖିଛି। ମୋର ଆଶା ଯେ, ଘଟଣାର ତଦନ୍ତ ହେବ।ବିଧାୟକ ଶ୍ରୀ ସାହୁ କହିଛନ୍ତି, ମୁଁ ଜଣେ ଲୋକ ପ୍ରତିନିଧି ହିସାବରେ କାମ କରିବି। ତେଣୁ ମୋତେ ସୁରକ୍ଷା ଦରକାର। ଧର୍ମଶାଳାରେ ପୂର୍ବତନ ବିଧାୟକ ଓ ତାଙ୍କ ସମର୍ଥକମାନେ ରକ୍ତମୁଖା ହୋଇଗଲେଣି। ସେମାନେ ଗୁଳି ଚାଳନା ପାଇଁ ମଧ୍ୟ ପଛଘୁଞ୍ଚା ଦେଉନାହାନ୍ତି। ବିଜେଡିର ବ୍ଲକ ସଭାପତି ଜଳଧର ମହାନ୍ତି ଏବଂ ଯୁବ ସଭାପତି ଖିତିଶ ନାୟକ କିଛି ଲୋକଙ୍କୁ ଆଣି ଏଭଳି କାମ କରିଥିଲେ। ସେମାନଙ୍କ ନାମରେ ଥାନାରେ ଏତଲା ମଧ୍ୟ ଦିଆଯାଇଛି। ତଥାପି ସେମାନେ ଖୁଲମଖୁଲ୍ଲା ବୁଲୁଛନ୍ତି। ତାଙ୍କ ଗୁଣ୍ଡାରାଜ ବହୁତ ବଢ଼ି ଯାଇଛି। ମୋହନ ସରକାର ଗୁଣ୍ଡାରାଜ ଶେଷ କରିବେ ବୋଲି ଆଶା କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026

You Might Also Like