-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗିରିଶ୍ଚନ୍ଦ୍ରପୁର ରେଞ୍ଜରେ କଲରାପତରିଆ ବାଘ ଶିକାର ଘଟଣା ୪ ଶିକାରୀକୁ କୋର୍ଟ ଚାଲାଣ, ୫ ଶିକାରୀ ଫେରାର

30-Aug-2024



ନାକଟିଦେଉଳ (କନ୍ଦର୍ପ ବେହେରା ): ଗତ ୨୬ତାରିଖରେ ରେଢ଼ାଖୋଲ ବନଖଣ୍ଡ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ହୀରାଲୋଇ ଗ୍ରାମରେ ବାଘ ଶିକାର ଅଭିଯୋଗରେ ବନ ବିଭାଗ ୪ଜଣଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଥିବା ବେଳେ ୫ ଜଣ ଶିକାରୀ ଫେରାର ଥିବା ବନ ବିଭାଗ ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି l ଗିରଫ ଶିକାରୀ ମାନେ ହେଲେ କିସିଣ୍ଡା ଥାନା ହୀରାଲୋଇ ଗ୍ରାମର ଜୟ ମହାନନ୍ଦ (୬୦) କନକଦର ଗ୍ରାମର ପ୍ରଫୁଲ୍ଲ ବାର୍ଲା (୪୦), ହୀରାଲୋଇ ଗ୍ରାମର କୁଆଁର ଟପୋ, (୬୦)କନକଦର ଗ୍ରାମ ର ଦୀନବନ୍ଧୁ ଅତ୍ତି (୬୨) l ଆଜି ସେମାନଙ୍କୁ କୋର୍ଟ ଚାଲାଣ କରା ଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ 
ହାଜତକୁ ପଠାଇ ଦିଆଯାଇଛି l ଫେରାର ଥିବା ବାଣୁଆ ମାନେ ହେଲେ ହୀରାଲୋଇ ଗ୍ରାମ ର ପବିତ୍ର ମହାନନ୍ଦ, ଅରୁଣ ଜାଲ, ନଟୁ ସାହୁ,ସାହାରା ଟେଟେ, କଙ୍କଡର ଗ୍ରାମର ପାତ୍ରଶ ବାଗେ l
ସୂଚନା ଥାଉକି,ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ହୀରାଲୋଇ ଗ୍ରାମରେ ବାଘ ଶିକାର ହୋଇଥିବା ସମ୍ପର୍କରେ ସୂଚନା ପାଇ ଥିଲା ବନବିଭାଗ l ଖବର ପାଇ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଏବଂ ଫରେଷ୍ଟର ପ୍ରବୀଣ କୁମାର ସାହୁ ପ୍ରମୁଖ ସଦଳବଳେ ସୋମବାର ବିଳମ୍ବିତ ରାତି ପ୍ରାୟ ୨ଟାରେ ହୀରାଲୋଇ ଗ୍ରାମର ସମ୍ପୃକ୍ତ ଶିକାରୀମାନଙ୍କ ଘରେ ଚଢାଉ କରିଥିଲେ। ଚଢାଉ ବେଳେ ସେମାନଙ୍କ ଠାରୁ ଏକ କଲରାପତରିଆ ବାଘ ଚମଡା ସହ ଗୋଟିଏ ଦେଶୀ ବନ୍ଧୁକ,୪ଟି ଗୁଳି ସମ୍ବର ଶିଙ୍ଘ ଓ କଡେଇ ରେ ରନ୍ଧା ହେଉଥିବା ବାଘ ମାଂସ ପାଇ ଥିଲେ l ବାଘ ମାଂସ କୁ ରାତିରେ ମଦ ସହିତ 
ଚାଖାନା କରିବାର ଯୋଜନା ରଖିଥିଲେ l ହେଲେ ବାଣୁଆ ମାନେ ବନବିଭାଗ କୁ ଦେଖି ବାଘ ମାଂସ କୁ ଖାଇପାରିନ ଥିଲେ l ଏହି ଘଟଣାରେ ବନବିଭାଗ ୪ଦିନ ଭିତରେ ୪ ଜଣ ବ୍ୟକ୍ତିଙ୍କୁ ଗିରଫ କରିବାରେ ସଫଳ ହୋଇଛି l ଗତ ୨୫ତାରିଖ ଠାରୁ ରେଢ଼ାଖୋଲ ଡ଼ିଏଫଓ ଅରବିନ୍ଦ ମହାନ୍ତି ଙ୍କ ସମେତ ଏସିଏଫ ରେଢ଼ାଖୋଲ, ଏସିଏଫ ନାକଟିଦେଉଳ, ରେଞ୍ଜର, ଫରେଷ୍ଟର ଆଦି ଟିମ ଗଠନ କରି ତଦନ୍ତକୁ ଜୋର ଦାର କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like