-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମାନବ ସେବାରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା - ଶିକ୍ଷାର୍ଥୀଙ୍କ ବିଜ୍ଞାନ ନାଟିକା ଓ ଆଲୋଚନା ଚକ୍ର

30-Aug-2024



(ପ୍ରେରଣା ଖବର)
ବିଜ୍ଞାନ  ପ୍ରତି ଶିକ୍ଷାର୍ଥୀମାନଙ୍କ ଆଗ୍ରହ ବୃଦ୍ଧି କରିବା ପାଇଁ ତଥା ବିଜ୍ଞାନର ପ୍ରଚାର ଓ ପ୍ରସାର କରିବା ନିମନ୍ତେ କେଦାରନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ଅମ୍ବlଭୋନlରେ ବ୍ଲକ୍ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଓ ବିଜ୍ଞାନ ନାଟିକା ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବ୍ଲକ ଶିକ୍ଷା ଅଧିକାରୀ ଭାବନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟ ଭୁକ୍ତାର ଅଧ୍ୟାପକ ଅନିଳ କୁମାର ଦେବତା, ମୁଖ୍ୟ ବକ୍ତା ଭାବରେ  ମହାତ୍ମା ଗାନ୍ଧୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଡଃ ଜୟନ୍ତ କୁମାର ସାହୁ ଏବଂ ସମ୍ମାନିତ ଅତିଥି ଭାବରେ ମହାତ୍ମା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାର ଅଧ୍ୟାପକ ଶୁଭେନ୍ଦୁ ସାହୁ ଓ ଜୟନ୍ତ କୁମାର ବାରିକ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ, ଗୋଷ୍ଠୀ ବିଜ୍ଞାନ ମଞ୍ଚର ଅଧ୍ୟକ୍ଷ ଶିକ୍ଷକ ସଂଜୟ ଖମାରୀ, ଗୋଷ୍ଠୀ ବିଜ୍ଞାନ ମଞ୍ଚର ସଂପାଦକ ଶିକ୍ଷକ ମନୋହର ସାହୁ ଏବଂ କେଦାରନାଥ  ଆଦିବାସୀ ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ରଥ ମଞ୍ଚାସୀନ ଥିଲେ। ଅମ୍ବାଭୋନା ସି ଆର୍ ସିସି ପୁନୀରାମ ଗଣ୍ଡ ସଭା କାର୍ଯ୍ଯ ପରିଚାଳନା କରିଥିବାବେଳେ  ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ  ବିଜ୍ଞାନ ନାଟିକା ଓ ଆଲୋଚନା ଚକ୍ର ଆୟୋଜନର ଉଦ୍ଦେଶ୍ଯ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଦେବତା ଜନହିତକର କାର୍ଯ୍ୟରେ ବିଜ୍ଞାନର  ପ୍ରଯୋଗ କରିବା ପାଇଁ ମତବ୍ୟକ୍ତ କରିଥିଲେ।କୃତ୍ରିମ ବୁଦ୍ଧିମତ୍ତା ଉପରେ ଆଧାରିତ ବିଜ୍ଞାନ ଆଲୋଚନା ଚକ୍ରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅମ୍ବାଭୋନାର ପାୟଲ ନାଏକ ପ୍ରଥମ, କେଦାରନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ଅମ୍ବାଭୋନାର କିରନ୍ ମେହେର ଦ୍ବିତୀୟ ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ଵାରୀର ଶ୍ରୁତି ପଟେଲ୍ ଓ ଦ୍ବାରିକାଧୀଶ ହାଇସ୍କୁଲର ପ୍ରତୀକ୍ଷା ପ୍ରଧାନ ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ।"ମାନବ ସେବାରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା" ବିଷୟବସ୍ତୁ ଉପରେ ଆଧାରିତ ବିଜ୍ଞାନ ନାଟିକାରେ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ,ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ଅମ୍ବାଭୋନା କେଦାରନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟର  ଶିଶୁ କଳାକାର ଅଭିନୟ କରି ଯଥାକ୍ରମେ ପ୍ରଥମ ,ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଶ୍ରେଷ୍ଠ ଅଭିନେତା ଶୁଭମ୍ ବର୍ଗେ , ଶ୍ରେଷ୍ଠ ଅଭିନେତ୍ରୀ ତ୍ରିବେଣୀ ଭୁଏଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ବ୍ଲକର ବିଭିନ୍ନ ବିଦ୍ୟାଳୟର ବିଜ୍ଞାନ କ୍ଲବର ସଦସ୍ୟ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।ପରିଚାଳନାରେ ସି ଆର ସିସି ରାହୁଲ ସେଠ୍, ଶିକ୍ଷକ ସନ୍ତୋଷ ମାଝୀ,ଜନକରାମ ବାରିକ, ଭୀଷ୍ମଦେବ ପ୍ରଧାନ, ତସିଲ ବଗାର, ତପେଶ୍ୱର ପଧାନ, ଶିକ୍ଷୟିତ୍ରୀ ରୀନା କୁମାରୀ ମେହେର,ଗୋଷ୍ଠୀ ବିଜ୍ଞାନ ମଞ୍ଚର ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କେଦାରନାଥ ଆଦିବାସୀ ସରକାରୀ ହାଇସ୍କୁଲର ଶିକ୍ଷକ ଚିନ୍ମୟ ସାହୁ , ମଧୁସୂଦନ ବାରିକ,ଶିକ୍ଷକ ଶୁଭାଶିଷ ଜଗତ,ଶିବ କୁମାର ଦାସ, କିରାଣୀ ମହାଦେବ ବାଗ ଶିକ୍ଷୟିତ୍ରୀ ସୈରେନ୍ଦ୍ରି ରଥ, ଗୌରୀ ଶେଠ , ସୀମାରାଣୀ ସାହୁ,ନେପାଲ ସେଠଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ।ଶେଷରେ ସି ଆର ସିସି କେଦାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like