-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ନୁଆଁଖାଇ ୩ ଦିନ ଛୁଟି ଏବଂ ମନ୍ଦିରମାନଙ୍କୁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

30-Aug-2024



ବଲାଙ୍ଗୀର(ଦେବାଶିଷବହିଦାର): ନୁଆଁଖାଇ ଛୁଟି ୩ ଦିନ ପାଇଁ ଦେବାଳୟ ସୁରକ୍ଷା କମିଟି ଓ ବିଭିନ୍ନ କମିଟି ସହ ମିଶି ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ବଲାଙ୍ଗିର ପାଟଣା ଇଷ୍ଟଦେବି ମାଁ ପାଟଣେଶ୍ୱରୀ, ମାଁ ସମଲେଶ୍ୱରୀ ନୁଆଁଖାଇ ଉପଲକ୍ଷେ ଆଲୋକ ସଜ୍ଜା ଓ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣ ଏବଂ ଆଗାମୀ ୮ ତାରିଖ ଦିନ ନୁଆଁଖାଇ ପର୍ବ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ବଲାଙ୍ଗିର ରେ ବିଭିନ୍ନ ମନ୍ଦିରମାନଙ୍କୁ ସାଜସଜ୍ଜା କରିବା ପାଇଁ ଦେବାଳୟ ସୁରକ୍ଷା କମିଟି ଦାବି କରିଛି । ତିନି ଦିନିଆ ଛୁଟି ଘୋଷଣା ପାଇଁ ଦାବି ରକିଛି । ଏ ବିଷୟ ରାଜ୍ୟ ସରକାର ଦୃଷ୍ଟି ଆକର୍ଷଣ କରିବା ପାଇଁ ଦାବି କରୁଛି ଏବଂ ଅନ୍ୟାନ୍ୟ ବିଷୟ ରେ ୨୦୨୩ ରେ ମନ୍ଦିର ନିର୍ମାଣ କାର୍ଯ୍ୟ ମାଁ ସମଲେଶ୍ୱରୀ ମନ୍ଦିର କେବଳ ୪ଟି ପିଲର ନିର୍ମାଣ ହୋଇ ମନ୍ଦିର କାର୍ଯ୍ୟ ଆଗେଇ ନ ଥିବାରୁ ଭକ୍ତଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଁ ସମଲେଶ୍ୱର ମନ୍ଦିର କେଳ ଛାତ ଢଲେଇ କରି ଛାଡି ଦେଇଛନ୍ତି । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର  ବେହେରା ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି । ମାଁ ପାଟଣେଶ୍ୱରୀ ମନ୍ଦିର ମରାମତି କାର୍ଯ୍ୟ ବିଳମ୍ବିତ ଏବଂ ଗର୍ଭ ଗୃହ ଓ ମାଁ ଙ୍କ ପ୍ରତିମୃର୍ତି ରେ ମାଟି ଖସୁଛି, ତାର ପୁନଃ ନିର୍ମାଣ କରାଯାଉ, ମାଁ ସମଲେଶ୍ୱରୀ ମନ୍ଦିର ଶୈଳପୁତ୍ରୀ ମୁର୍ତି ଭଙ୍ଗ ହୋଇଯାଇଥିବା ବେଳେ ନୂତନ ମୁର୍ତି ଲଗାଇବାକୁ ଦାବି ,  ଓଡିଶା ସରକାର ନୁଆଁଖାଇ ପାଇଁ ସମସ୍ତ ଦେବାଳୟମାନଙ୍କୁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବାକୁ ଦାବି ଏବଂ ପଶ୍ଚିମ ଓଡିଶା ଗଣପର୍ବ ନୁଆଁଖାଇ ତିନି ଦିନିଆ ଛୁଟି ଘୋଷଣା ପାଇଁ ଦାବି କରାଯାଇଛି । ଦେବାଳୟ ସୁରକ୍ଷା କମିଟିର ଆବାହକ ପ୍ରଶାନ୍ତ ମହାକୁରଙ୍କ ନେତୃତ୍ୱରେ ନାଗରିକ କମିଟିର ସଂପାଦକ ମଧୁସୁଦନ ନାୟକ, ଜୟକୃଷ୍ଣ ମିଶ୍ର, ମାହେଶ୍ୱରୀ ଅନୁଷ୍ଠାନର ଅଧ୍ୟକ୍ଷ ଅଙ୍କୁଶ କୁମାର ପାଣ୍ଡିଆ, ବିବେକାନନ୍ଦ ପଟେଲ, ସଚିକାନ୍ତ ନାଏକ, ରିଣ୍ଟୁ ସାହୁ, ଶୁଭମ ଅଗ୍ରୱାଲ, ନରେନ୍ଦ୍ର କବାଟ ଉପସ୍ଥିତ ରହି ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like