-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଓ ଅନ୍ୟାନ୍ୟ ଦାବି ନେଇ ଏସ୍ ୟୁ ଜେ ର ଦାବିପତ୍ର

30-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଷ୍ଟେଟ୍ ୟୁନିଅନ୍ ଅଫ ଜର୍ଣ୍ଣାଲିଷ୍ଟ (ଏସ୍ ୟୁ ଜେ) ବଲାଙ୍ଗୀର ଶାଖା ପକ୍ଷରୁ ୭ଦଫା ଦାବିପତ୍ର ବଲାଙ୍ଗୀର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି l ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ପେନସନ ଓ ଭତ୍ତା ପ୍ରଦାନ,ସାମ୍ବାଦିକଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ ମୃତ୍ୟୁକାଳୀନ ସହାୟତା ୨୫ ଲକ୍ଷ ଟଂକା ପ୍ରଦାନ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ୬୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ସାମ୍ବାଦିକଙ୍କୁ ସାମିଲ କରିବା, ଏହି ଯୋଜନାରେ ସାମ୍ବାଦିକଙ୍କ ବାପାମାଆଙ୍କୁ ଅନ୍ତର୍ଭୁକ୍ତ କରିବା ତଥା ସ୍ୱାସ୍ଥ୍ୟ ବୀମାର ଆକାରକୁ ୫ ଲକ୍ଷ ପରିବର୍ତ୍ତେ ୨୦ ଲକ୍ଷ ଟଙ୍କାକୁ  ବୃଦ୍ଧି କରିବା, ଭୁବନେଶ୍ବରରେ ସାମ୍ବାଦିକଙ୍କ ସାମୟିକ ରହଣୀ ପାଇଁ ୧୦୦ ଶଯ୍ୟାବିଶିଷ୍ଟ ଗେଷ୍ଟହାଉସ୍ ନିର୍ମାଣ ଆଦି ବିଭିନ୍ନ ଦାବି ନେଇ ଆଜି ସମଗ୍ର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏହି ଦାବିପତ୍ର ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କୁ ପ୍ରଦାନ କରାଯାଇଛି l ବଲାଙ୍ଗୀରରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ବିଜୟlନନ୍ଦ ସେଠୀ ଦାବିପତ୍ର

ଗ୍ରହଣ କରିଥିଲେ l ଏସ୍ ୟୁ ଜେ ର ଜିଲ୍ଲା ସଭାପତି ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ସତପଥୀଙ୍କ ନେତୃତ୍ଵରେ ସଂଘର ସଦସ୍ୟ ମାନେ ଏହି ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ l ଦାବିପତ୍ର ପ୍ରଦାନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ସଂଘର  ରାଜ୍ୟ ସମ୍ପାଦକ ମହେନ୍ଦ୍ର ଦର୍ଜି, ଜିଲ୍ଲା ସାଧାରଣ ସମ୍ପାଦକ ଶରତ କୁମାର ମହାକୁଡ, ସମ୍ପାଦକ ରଘୁ ନନ୍ଦନ ସିଂହଙ୍କ ସମେତ ନିରୋଜ ମିଶ୍ର, ଜୟପ୍ରକାଶ ମଟାରୀ, ଚିତ୍ରସେନ ବେହେରା, ନିରୋଜ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like