-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନାଇକେନପାଲି ରୁ ବାହାରିଲା ଡେଙ୍ଗୁ ରୋଗ ସଚେତନତା ରଥ*

30-Aug-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ)
ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାଇକେନପାଲି ରୁ ଡେଙ୍ଗୁ ରୋଗ ସଚେତନତା ରଥ ର ଶୁଭାରମ୍ଭ ହୋଇଯାଇଛି l ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାଇକେନପାଲି ର ଅଧିକ୍ଷକ ଡାକ୍ତର. ରାମଶଙ୍କର ତ୍ରିପାଠୀ ସବୁଜ ପତଳା ଦେଖାଇ ଡେଙ୍ଗୁ ରୋଗ ସଚେତନତା ରଥ ର ଶୁଭାରମ୍ଭ କରିଥିଲେ l ଡେଙ୍ଗୁ ରୋଗ ନିୟନ୍ତ୍ରଣ ପାଇଁ ବ୍ୟାପକ ସଚ଼େତନତା ସୃଷ୍ଟି କରିବା ଲକ୍ଷ୍ୟରେ ସୋନପୁର ବ୍ଳକର ଗ୍ରାମକୁ ଗ୍ରାମ ଏହି ରଥ ବୁଲିବ । ଏହା ବ୍ୟତିତ ପୋଷ୍ଟର, ଲିଫଲେଟ ବଣ୍ଟନ, ସ୍ଵାସ୍ଥ୍ୟ କାନ୍ଥରେ ବାର୍ତ୍ତା, ଗୃପ ମିଟିଂ ଆଦି ଆୟୋଜନ କରି ଲୋକଙ୍କୁ ଡେଙ୍ଗୁ ରୋଗ ରୁ ମୁକ୍ତି ପାଇବାପାଇଁ ସଚ଼େତନ କରାଯିବା ପାଇଁ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ପଦକ୍ଷେପ ନିଆଯାଇଛି । ୦୧ ଅଗଷ୍ଟ ରୁ ୩୦ ସେପ୍ଟେମ୍ବର ଯାଏଁ ସ୍ୱାସ୍ଥ୍ୟକେନ୍ଦ୍ରମାନଙ୍କରେ ବିନା ମୂଲ୍ୟରେ ଡେଙ୍ଗୁ ରୋଗୀଙ୍କୁ ସେବା ଯୋଗାଇ ଦେବାର ଯୋଜନା ରହିଛି ।ଏହା ବ୍ୟତୀତ ସ୍ୱାସ୍ଥ୍ୟ ପରିଦର୍ଶକ ଙ୍କ ନେତୃତ୍ୱରେ ଅଞ୍ଚଳ ର ଅଙ୍ଗନୱାଡି, ଆଶା,ଗାଁ କଲ୍ୟାଣ ସମିତି ର ସଦସ୍ୟ /ସଦସ୍ୟl ବିଭିନ୍ନ ଗ୍ରାମରେ ୦୧ ଅଗଷ୍ଟ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଶୁଷ୍କ ଦିବସ ପାଳନ କରିବାପାଇଁ ପଦକ୍ଷେପ ନିଆଯାଇଛି l ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶାନ୍ତନୁ କୁମାର ମେହେର ଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ବେଳେ ଆୟୁଷ ଡାକ୍ତର ମାତାଗିନୀ ମହନ୍ତ, ବିପିଏମ ପ୍ରିୟରଞ୍ଜନ ସାହୁ ,ରିଙ୍କୁ ପଧାନ, ବି.ଡ଼ି.ଏମ, ସୁଶାନ୍ତ ନାଏକ, ଏମ.ଆର.ଏ, ସମସ୍ତ ଏଏନଏମ,  ଏବଂ ଡ଼ାକ୍ତରଖାନା ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like